ଜାତୀୟ

୧୦ଦିନ ବଢ଼ିପାରେ ଚଳିତ ଅଧିବେଶନର କାର୍ଯ୍ୟକାଳ: ଶାହ ଦେଲେ ସୂଚନା

ନୂଆଦିଲ୍ଲୀ,୨୩।୭: ଚଳିତ ଅଧିବେଶନର କାର୍ଯ୍ୟକାଳ ୧୦ ଦିନ ବଢ଼ିପାରେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ମଙ୍ଗଳବାର ସଂସଦୀୟ ଦଳ ବୈଠକରେ ଶାହ ସମସ୍ତ…

5 years ago

ଟ୍ରମ୍ପ ଯାହା କହୁଛନ୍ତି ତାହା ସେ ବୁଝି ନାହାଁନ୍ତି: ଥରୁର

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଟ୍ରମ୍ପ ଯାହା କହିଛନ୍ତି ତାହାର ଜବାବ ରଖିଛନ୍ତି କଂଗ୍ରେସ ନେତା ଶଶି ଥରୁର। ଥରୁର…

5 years ago

ସାଧାରଣ ଲୋକଙ୍କ ସୂଚନା ଅଧିକାରକୁ ଦୁର୍ବଳ କରୁଛନ୍ତି ମୋଦି ସରକାର: ସୋନିଆ

ନୂଆଦିଲ୍ଲୀ,୨୩।୭: ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଲୋକସଭାରେ ୨୦୦୫ ସୂଚନା ଅଧିକାର ଆଇନର ସଂଶୋଧନ…

5 years ago

ପୈତୃକ ଗ୍ରାମର ୨ ହଜାର ପରିବାରକୁ ଦିଆଯିବ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର: ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ୍‌, ୨୩।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ(କେସିଆର୍‌) ନିଜ ପୈତୃକ ଗ୍ରାମ ଚିନ୍ତାମଡାକାର ରହୁଥିବା ୨ ହଜାର ପରିବାରକୁ ୧୦-୧୦ ଲକ୍ଷ ଟଙ୍କା ଲେଖାଏଁ ପୁରୁସ୍କାର ଦିଆଯିବ…

5 years ago

କଶ୍ମୀର ମଧ୍ୟସ୍ଥତା ପ୍ରସଙ୍ଗ: ଭାରତ କହିଲା, ମିଛ କହୁଛନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୨୩।୭: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମନ୍ତବ୍ୟକୁ ଖଣ୍ଡନ କରିଛି ଭାରତ। ଟମ୍ପ ମିଛ କହୁଛନ୍ତି ବୋଲି ଭାରତ କହିଛି। ଏନେଇ…

5 years ago

ଟଙ୍କା ମାଗିବାରୁ ଆଇସ୍‌କ୍ରିମ୍‌ ବିକାଳିଙ୍କୁ ନିସ୍ତୁକ ପିଟିଲେ ପୋଲିସ ବାବୁ: ଏସ୍‌ଏସ୍‌ପି ଦେଲେ ତଦନ୍ତ ନିର୍ଦ୍ଦେଶ

ନୋଏଡ଼ା,୨୩।୭: ଉତ୍ତରପ୍ରଦେଶରେ ସାଧାରଣ ଆଇନ ଶୃଙ୍ଖଳା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ ହେଉଛି। ଏଠାରେ ଟଙ୍କା ମାଗିବାରୁ ଜଣେ ଆଇସ୍‌କ୍ରିମ୍‌ ବିକାଳିଙ୍କୁ ଜଣେ ପୋଲିସ ବାବୁ ଏବଂ କନେଷ୍ଟବଳ…

5 years ago

କର୍ନାଟକର ବିଦ୍ରୋହୀ ବିଧାୟକ ମାଗିଲେ ୪ ସପ୍ତାହ ସମୟ

ବେଙ୍ଗାଲୁରୁ,୨୩।୭: କର୍ନାଟକ ରାଜନୀତି ଦିନକୁ ଦିନ ନୂଆ ମୋଡ ନେଉଛି। ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀଙ୍କ ମେଣ୍ଟ ସରକାରର ଆସ୍ଥା ଭୋଟକୁ ନେଇ ଚାଲିଛି ନାଟକ। ସୋମବାର ଏହି…

5 years ago

ଭଗବାନ ରାମଙ୍କ ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୩।୭: ଉତ୍ତର ପ୍ରଦେଶ ସରକାର ଭଗବାନ ରାମଙ୍କର ଏକ ୨୫୧ ମିଟର ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଅଯୋଧ୍ୟାରେ ଏହା ସ୍ଥାପନ କରାଯିବ।…

5 years ago

ଅଖିଳେଶଙ୍କ ଜେଡ୍‌ ପ୍ଲସ୍‌ ସୁରକ୍ଷା ହଟିବ: ରହିବେନି ବ୍ଲାକ୍‌ କ୍ୟାଟ୍‌ କମାଣ୍ଡୋ

ଲକ୍ଷ୍ନୌ,୨୩।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସୁରକ୍ଷା ଦଳରେ ଏଣିକି ବ୍ଲାକ୍‌ କ୍ୟାଟ୍‌ କମାଣ୍ଡୋ ରହିବେନି। ତାଙ୍କର ଜେଡ୍‌ ପ୍ଲସ୍‌ ସୁରକ୍ଷା ହଟାଇବା ପାଇଁ ଯୋଜନା…

5 years ago

କ୍ରୋଧରେ କହିଥିଲି: ସତ୍ୟପାଲ୍‌

ଶ୍ରୀନଗର,୨୩ା୭(ପି.ଟି.)-ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ନ ମାରି ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଗୁଳି କରିବା ଉଚିତ ବୋଲି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ…

5 years ago