Advertisement

ଜାତୀୟ

ଜମ୍ମୁ-କଶ୍ମୀରରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌ଜମ୍ମୁ-କଶ୍ମୀରରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌

ଜମ୍ମୁ-କଶ୍ମୀରରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର,୨୨।୫: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖା ନିକଟରେ ଆଇଇଡି ବିସ୍ଫୋରଣରେ ବୁଧବାର ଜଣେ ଜବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ମେଣ୍ଢର ଅଞ୍ଚଳରେ ଏଭଳି ହୋଇଥିବା ଭାରତୀୟ ପ୍ରତିରକ୍ଷା ମୁଖପାତ୍ର…

6 years ago
ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ଜଳନ୍ଧର, ୨୨।୫:  ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ ସରକାରରେ …

6 years ago
ରାଜୀବ କୁମାରଙ୍କ ବଢିଲା ଚିନ୍ତା: ଜାମିନ ପାଇଁ ଗଲେ ସୁପ୍ରିମକୋର୍ଟରାଜୀବ କୁମାରଙ୍କ ବଢିଲା ଚିନ୍ତା: ଜାମିନ ପାଇଁ ଗଲେ ସୁପ୍ରିମକୋର୍ଟ

ରାଜୀବ କୁମାରଙ୍କ ବଢିଲା ଚିନ୍ତା: ଜାମିନ ପାଇଁ ଗଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସାରଦା ଚିଟ୍‌ଫଣ୍ଡ୍‌ ମାମଲାରେ ସମ୍ପୃକ୍ତ ଥିବା କୋଲକତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ଜାମିନ ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ପଶ୍ଚିମବଙ୍ଗରେ ଓକିଲ ଆନ୍ଦୋଳନ…

6 years ago
କ୍ଷମତା ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଅଙ୍କକଷା: ୨୦୦୪ ଏବଂ ୨୦୦୯ରେ ଏକ୍‌ଜିଟ୍‌ ପୋଲ୍‌ ହୋଇଥିଲା ଭୁଲ୍‌କ୍ଷମତା ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଅଙ୍କକଷା: ୨୦୦୪ ଏବଂ ୨୦୦୯ରେ ଏକ୍‌ଜିଟ୍‌ ପୋଲ୍‌ ହୋଇଥିଲା ଭୁଲ୍‌

କ୍ଷମତା ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଅଙ୍କକଷା: ୨୦୦୪ ଏବଂ ୨୦୦୯ରେ ଏକ୍‌ଜିଟ୍‌ ପୋଲ୍‌ ହୋଇଥିଲା ଭୁଲ୍‌

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ମେ ୨୩ରେ ଘୋଷଣା କରାଯିବ। ତେବେ ଏହା ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା।…

6 years ago
୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

ନୂଆଦିଲ୍ଲୀ, ୨୨।୫: ଦିଲ୍ଲୀର ନଜଫଗଡରେ ଜଣେ ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ମୃତକଙ୍କ ଜଣଙ୍କ ହେଲେ ମୋହିତ। ପେଶାରେ ସେ ଜଣେ ଜିମ୍‌ ଟ୍ରେନର…

6 years ago
କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତକଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

ନୂଆଦିଲ୍ଲୀ, ୨୨।୫: ଇଭିଏମ ଏବଂ ଭିଭିପାଟକୁ ନେଇ ଚାଲିଥିବା ଚର୍ଚ୍ଚା ଭିତରେ କଂଗ୍ରେସ ନେତା ଉଦିତ ରାଜ ସୁପ୍ରିମକୋର୍ଟ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁପ୍ରିମକୋର୍ଟଙ୍କ ବିଶସନୀୟତା…

6 years ago
ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ନୋଏଡା, ୨୨।୫: ଉତ୍ତର ପ୍ରଦେଶର ନୋଏଡାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଜଣେ ଛାତ୍ରୀ ଗୁରୁତର…

6 years ago
ଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସାଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସା

ଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସା

ଡେରାଡୁନ୍‌,୨୨।୫: ଆର୍‌ଏସ୍‌ଏସ୍‌ ପକ୍ଷରୁ ଡେରାଡୁନ୍‌ରେ ଆଧୁନିକ ମଦ୍ରାସା ଖୋଲିବା ଯୋଜନା କରାଯାଇଛି। ଆର୍‌ଏସ୍‌ଏସ୍‌ର ମୁସଲମାନ୍‌ ମଞ୍ଚ ଶାଖା ପକ୍ଷରୁ ଏନେଇ ଉଦ୍ୟମ ଆରମ୍ଭ ହୋଇଛି। ମଦ୍ରାସା ପାଇଁ…

6 years ago
ଟଙ୍କାଏରେ ହେବ ଅନ୍ତିମ ସଂସ୍କାରଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା…

6 years ago
ଥରିଲା ଆଣ୍ଡାମାନଥରିଲା ଆଣ୍ଡାମାନ

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ ଭୂବିଜ୍ଞାନ…

6 years ago