Advertisement

ଜାତୀୟ

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜରରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର…

6 years ago
କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତକୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର ୨୨।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ…

6 years ago
ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ

ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍‌କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ…

6 years ago
ଶାହଙ୍କ ଡିନର୍‌ ପାର୍ଟିଶାହଙ୍କ ଡିନର୍‌ ପାର୍ଟି

ଶାହଙ୍କ ଡିନର୍‌ ପାର୍ଟି

ନୂଆଦିଲ୍ଲୀ,୨୨ା୫: ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଭବିଷ୍ୟବାଣୀ କରିଥିବା ୧୪ ଏକ୍‌ଜିଟ୍‌ ପୋଲ ମଧ୍ୟରୁ ୧୨ଟି ଏନ୍‌ଡିଏ ସପକ୍ଷରେ ଜନମତ ରହିଥିବା କହିଛନ୍ତି। ଏଭଳି ସମୟରେ ସରକାର…

6 years ago
୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ…

6 years ago
୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭୋଟ ଗଣତି ଦିନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌(ଇଭିଏମ୍‌) ସହ ୧୦୦ ପ୍ରତିଶତ ଭୋଟର ଭେରିଫାଏବ୍ଲ ପେପର ଅଡିଟ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ ମେଳ କରାଇବା ପାଇଁ…

6 years ago
କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମକମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ

କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ

ଭୋପାଳ,୨୨ା୫(ପି.ଟି.): ସାଧାରଣ ନିର୍ବାଚନ ଶେଷହେବା ପରେ ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ କମଲନାଥ ସରକାର ଉପରେ ଅସ୍ଥିରତାର କଳାବାଦଲ ଘନେଇବାରେ ଲାଗିଛି। କଂଗ୍ରେସ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ଗୋଡ଼…

6 years ago
ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟାଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ପ୍ରାର୍ଥୀ…

6 years ago
ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ

ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ

ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର କରିବାକୁ…

6 years ago
ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍‌ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍‌ ଏୟାର ହୋଇଥିବା ଏହି ଚ୍ୟାନେଲରେ ପ୍ରଧାନମନ୍ତ୍ରୀ…

6 years ago