Advertisement

ଜାତୀୟ

ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡିଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି

ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ଗାଜିଆବାଦ୍‌ ପ୍ରତାପ ବିହାରର ଅମୃତା ଆନନ୍ଦମୟୀ କୁଟିରମ୍‌ରେ ବାସ କରୁଥିବା ଗୁଡ୍ଡିଙ୍କ ଇଛା ଶକ୍ତି ଆଗରେ ସାମାଜିକ ବାଧା ହାର୍‌ ମାନିଛି। ୨୦୧୪ରେ ସ୍ବାମୀଙ୍କ…

6 years ago
ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌

ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌

କୋଚି,୧୯।୫: ନିଜ ଛାତ ଉପରେ ୪୦ ପ୍ରକାରର ଆମ୍ବ ଗଛ ଲଗାଇ ଏବେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି କୋଚି ବାସିନ୍ଦା ଜୋସେଫ୍‌। ୨ଶହ ଲିଟର…

6 years ago
ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ

ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶର ସମସ୍ତ ମହିଳାଙ୍କୁ ସାଲ୍ୟୁଟ କରିଛନ୍ତି। ସେ ଟୁଇଟ୍‌ କରି…

6 years ago
ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟରରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର

ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସୋନଭଦ୍ର ଜିଲାର ୪୮୧ ବୁଥ୍‌ରେ ଭୋଟର ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍ବେଚ୍ଛାସେବୀ ଭୋଟରଙ୍କୁ…

6 years ago
ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ। ପଶ୍ଚିମବଙ୍ଗର…

6 years ago
ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା…

6 years ago
ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଲେ ମୋଦିଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଲେ ମୋଦି

ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଲେ ମୋଦି

ଉତ୍ତରାଖଣ୍ଡ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ ଦର୍ଶନ କରିବା ପରେ ରବିବାର ସକାଳୁ ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଛନ୍ତି। ମନ୍ଦିରରେ ପୂଜା ସାରି ବାହାରକୁ…

6 years ago
ସାଧାରଣ ନ ଥିଲା ମୋଦି ଧ୍ୟାନ କରୁଥିବା ଗୁମ୍ଫା: ଏହାସହ ସଂଲଗ୍ନ ଥିଲା ଶୌଚାଗାର, ସିସିଟିଭିସାଧାରଣ ନ ଥିଲା ମୋଦି ଧ୍ୟାନ କରୁଥିବା ଗୁମ୍ଫା: ଏହାସହ ସଂଲଗ୍ନ ଥିଲା ଶୌଚାଗାର, ସିସିଟିଭି

ସାଧାରଣ ନ ଥିଲା ମୋଦି ଧ୍ୟାନ କରୁଥିବା ଗୁମ୍ଫା: ଏହାସହ ସଂଲଗ୍ନ ଥିଲା ଶୌଚାଗାର, ସିସିଟିଭି

ଡେରାଡୁନ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ କରି ଶନିବାର ବାହାରିଥିଲେ କେଦାରନାଥ ଦର୍ଶନରେ। ସେଠାରେ ସେ ଏକ ଗୁମ୍ଫାରେ ଧ୍ୟାନ କରିବାର…

6 years ago
ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ରବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିଶାଖାପଟ୍ଟନମ୍‌,୧୯।୫: ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବିରିୟାନୀ ପରସାକୁ କେନ୍ଦ୍ର କରି ବର ପକ୍ଷ ଏବଂ କନ୍ୟା ଘର ସଦସ୍ୟଙ୍କ…

6 years ago
ଯୌତୁକରେ ମିଳିଲାନି ସ୍କର୍ପିଓ: ଅଧା ବିବାହରୁ ବର ଫେରାରଯୌତୁକରେ ମିଳିଲାନି ସ୍କର୍ପିଓ: ଅଧା ବିବାହରୁ ବର ଫେରାର

ଯୌତୁକରେ ମିଳିଲାନି ସ୍କର୍ପିଓ: ଅଧା ବିବାହରୁ ବର ଫେରାର

ଜୟପୁର,୧୯।୫: ରାଜସ୍ଥାନ ବାରାଂ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବରଙ୍କୁ କନ୍ୟା ପକ୍ଷ ସ୍କର୍ପିଓ ଗାଡ଼ି ଦେବାକୁ ମନା କରିବାରୁ ଅଧା ବିବାହରୁ…

6 years ago