Advertisement

ଜାତୀୟ

ଅଲଓ୍ବର ପୀଡ଼ିତାଙ୍କୁ ରାଜସ୍ଥାନ ପୋଲିସରେ ମିଳିବ ନିଯୁକ୍ତିଅଲଓ୍ବର ପୀଡ଼ିତାଙ୍କୁ ରାଜସ୍ଥାନ ପୋଲିସରେ ମିଳିବ ନିଯୁକ୍ତି

ଅଲଓ୍ବର ପୀଡ଼ିତାଙ୍କୁ ରାଜସ୍ଥାନ ପୋଲିସରେ ମିଳିବ ନିଯୁକ୍ତି

ଜୟପୁର,୧୯।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ପୋଲିସରେ ନିଯୁକ୍ତି ମିିଳିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଉଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୀଡ଼ିତାଙ୍କ ସହିତ ସାକ୍ଷାତ୍‌…

6 years ago
ଭୋଟ ନ ଦେବାକୁ କହି ଭାଜପା କର୍ମକର୍ତ୍ତା ଦେଲେ ନୋଟ୍‌: ଆଙ୍ଗୁଠିରେ ଲଗାଇଲେ କାଳିଭୋଟ ନ ଦେବାକୁ କହି ଭାଜପା କର୍ମକର୍ତ୍ତା ଦେଲେ ନୋଟ୍‌: ଆଙ୍ଗୁଠିରେ ଲଗାଇଲେ କାଳି

ଭୋଟ ନ ଦେବାକୁ କହି ଭାଜପା କର୍ମକର୍ତ୍ତା ଦେଲେ ନୋଟ୍‌: ଆଙ୍ଗୁଠିରେ ଲଗାଇଲେ କାଳି

ଲକ୍ଷ୍ନୌ,୧୯ା୫: ଉତ୍ତରପ୍ରଦେଶ ଚନ୍ଦୋଲୀ ଲୋକ ସଭା ଆସନରେ ଅନ୍ତିମ ପର୍ଯ୍ୟାୟରେ ମତଦାନ ଜାରି ରହିଛି। ସ୍ଥାନୀୟ ତାରାଜୀବନପୁର ଗାଁରେ ଭାଜପା କର୍ମକର୍ତ୍ତା ପ୍ରତି ଭୋଟରଙ୍କୁ ୫ ଶହ…

6 years ago
ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରିଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ…

6 years ago
ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯ା୫: ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପରେ ଜେଡିଏସ୍‌ ସୁପ୍ରିମୋ ଦେବେଗୌଡା କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଶନିବାର ସମର୍ଥନ କରିଛନ୍ତି। ୮୭ତମ…

6 years ago
ବର୍ଷାରେ ଭିଜି ପାଦରେ ଚାଲି ଚାଲି ଯାଇ ଗୁମ୍ଫାରେ ଧ୍ୟାନ କଲେ ମୋଦିବର୍ଷାରେ ଭିଜି ପାଦରେ ଚାଲି ଚାଲି ଯାଇ ଗୁମ୍ଫାରେ ଧ୍ୟାନ କଲେ ମୋଦି

ବର୍ଷାରେ ଭିଜି ପାଦରେ ଚାଲି ଚାଲି ଯାଇ ଗୁମ୍ଫାରେ ଧ୍ୟାନ କଲେ ମୋଦି

ଡେରାଡୁନ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାର ସାରି ଶନିବାର କେଦାରନାଥ ଦର୍ଶନରେ ବାହାରିଥିଲେ। ଏହି ଅବସରରେ ଡେରାଡୁନରେ ପ୍ରାୟ ୧.୫ କିଲୋମିଟର ପାହାଡ ଉପରେ ଥିବା…

6 years ago
ଆଚାର ସଂହିତା ଉଲ୍ଲଂଘନ ପାଇଁ ସନ୍ନିଙ୍କୁ ନୋଟିସ୍‌ଆଚାର ସଂହିତା ଉଲ୍ଲଂଘନ ପାଇଁ ସନ୍ନିଙ୍କୁ ନୋଟିସ୍‌

ଆଚାର ସଂହିତା ଉଲ୍ଲଂଘନ ପାଇଁ ସନ୍ନିଙ୍କୁ ନୋଟିସ୍‌

ଗୁରୁଦାସପୁର,୧୮।୫: ଆଦର୍ଶ ଆଚାର ସଂହିତା ଉଲ୍ଲଂଘନ ଅଭିଯୋଗରେ ପଞ୍ଜାବର ଗୁରୁଦାସପୁରରୁ ନିର୍ବଚନ ଲଢୁଥିବା ଭାଜପା ପ୍ରାର୍ଥୀ ସନ୍ନି ଦେଓଲଙ୍କୁ ନିର୍ବାଚନ କମିଶନ ଏକ ନୋଟିସ୍‌ ଜାରି କରିଛନ୍ତି।…

6 years ago
କେଜରିଓ୍ବାଲଙ୍କ ମୁସଲିମ୍‌ ଭୋଟ ବୟାନକୁ ନେଇ ଜବାବ ରଖିଲେ ଶିଲାକେଜରିଓ୍ବାଲଙ୍କ ମୁସଲିମ୍‌ ଭୋଟ ବୟାନକୁ ନେଇ ଜବାବ ରଖିଲେ ଶିଲା

କେଜରିଓ୍ବାଲଙ୍କ ମୁସଲିମ୍‌ ଭୋଟ ବୟାନକୁ ନେଇ ଜବାବ ରଖିଲେ ଶିଲା

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ଦ୍ୱନ୍ଦ୍ୱରେ ପଡିଯାଇଛନ୍ତି। ଚଳିତ ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ଟି ଯାକ ଆସନ ଏଏପି ହାତକୁ ଆସୁଥିବା ପୂର୍ବରୁ…

6 years ago
ଧାରା ୩୭୦ ନେଇ ଭାଜପା ସହିତ ଜେଡିୟୁର ରହିଛି ମତଭେଦଧାରା ୩୭୦ ନେଇ ଭାଜପା ସହିତ ଜେଡିୟୁର ରହିଛି ମତଭେଦ

ଧାରା ୩୭୦ ନେଇ ଭାଜପା ସହିତ ଜେଡିୟୁର ରହିଛି ମତଭେଦ

ପାଟନା,୧୮।୫: ୩୭୦ ଧାରା ନେଇ ଜେଡିୟୁର ଭାଜପା ସହିତ ମତଭେଦ ରହିଛି। ଏ ସମ୍ପର୍କରେ ଜେଡିୟୁ ପ୍ରବକ୍ତା ଅଜୟ ଆଲୋକ ସୂଚନା ଦେଇଛନ୍ତି। ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ…

6 years ago
ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌…

6 years ago
ପେଟପୁରା ଖାଇବାକୁ ନ ଦେବାରୁ ମାଲିକାଣୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ଚାକରପେଟପୁରା ଖାଇବାକୁ ନ ଦେବାରୁ ମାଲିକାଣୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ଚାକର

ପେଟପୁରା ଖାଇବାକୁ ନ ଦେବାରୁ ମାଲିକାଣୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ଚାକର

ଯମୁନାନଗର,୧୮।୫: ହରିଆଣାର ଯମୁନାନଗରରେ ଥିବା ନ୍ୟୁ ଜୈନ ନଗର କଲୋନୀରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ପେଟପୁରା ଖାଇବାକୁ ନ ଦେବାରୁ ମାଲିକାଣୀଙ୍କୁ ହତ୍ୟା କଲେ…

6 years ago