ଜାତୀୟ

ନାଣ୍ଡେଡ୍‌ ଲୋକ ସଭା ଆସନ ହାତେଇଲା ଭାଜପା

ଓ୍ବାୟନାଡ୍‌,୨୩ା୧୧: ମହାରାଷ୍ଟ୍ରର ନାଣ୍ଡେଡ୍‌ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସନ୍ତୁକରାଓ ମାରୋତରାଓ ହମ୍ବାର୍ଡେ ବିଜୟୀ ହୋଇଛନ୍ତି। ସେଠାରୁ ନିର୍ବାଚିତ ହୋଇଥିବା ଚଭନ…

1 month ago

ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…

1 month ago

ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍‌ରେ ବାଜିମାତ

ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍‌ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ…

1 month ago

ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ, ପୁଣି ସୋରେନ ସରକାର

ରାଞ୍ଚି,୨୩।୧୧: ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ…

1 month ago

ମୋ ପୁଅ ହେବ ମୁଖ୍ୟମନ୍ତ୍ରୀ: କହୁ କହୁ କହିଦେଲେ ଫଡନଭିସଙ୍କ ମା’

ନୂଆଦିଲ୍ଲୀ,୨୩।୧୧: ୨୦୨୪ ମହାରାଷ୍ଟ୍ର ନିର୍ବାଚନରେ ବମ୍ପର ବିଜୟ ହାସଲ କରିଛି ମହାୟୁତି। ବର୍ତ୍ତମାନ ପ୍ରାୟ ସ୍ପଷ୍ଟ ହୋଇଛି, ଭାଜପା ସର୍ବବୃହତ ଦଳ ଭାବରେ ଉଭା ହୋଇଛି। ଦେବେନ୍ଦ୍ର…

1 month ago

ଉତ୍ତରପ୍ରଦେଶ ଉପ ନିର୍ବାଚନ:ଏଥର ଖେଳ କରିଦେଲା…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶରେ ଖାଲି ପଡିଥିବା ଆସନ ମଧ୍ୟରୁ ୯ ଆସନରେ ଉପ ନିର୍ବାଚନ ହୋଇଛି । ଟ୍ରେଣ୍ଡ ଅନୁସାରେ ଭାଜପା ୭ଟି ଆସନରେ ଆଗୁଆ ରହିଥିବା ବେଳେ…

1 month ago

ଚମକିପଡିଲେ ସବୁ ନେତା! ଅଧା ଗଣତିରୁ ଏତେ ବଡ଼କଥା କହିଦେଲେ କଳ୍ପନା

ରାଞ୍ଚି,୨୩।୧୧: ୨୪ବର୍ଷର କେର୍ଡ ଭାଙ୍ଗିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏନଡିଏକୁ ପଛରେ ପକେଇ ଆଗରେ ସୋରେନଙ୍କ ସହ ଇଣ୍ଡିଆ ମେଣ୍ଟ । ରାଜ୍ୟରେ ଇଣ୍ଡିଆ ମେଣ୍ଟକୁ…

1 month ago

ବିଜୟ ମୁହାଁ ମହାୟୁତି, ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସ୍ପଷ୍ଟ କରିଦେଲେ ଫଡନ୍‌ଭିସ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସ୍ପଷ୍ଟ ହୋଇଯିବ କିଏ ହେବେ ଆଗାମୀ ମୁଖ୍ୟମନ୍ତ୍ରୀ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ମୁଖ୍ୟମନ୍ତ୍ରୀ…

1 month ago

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ…

1 month ago

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ସଂଗ୍ରାମ ଆରମ୍ଭ: ଛପା ହେଲାଣି ପୋଷ୍ଟର

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଫଳାଫଳ ପାଇଁ ଗଣନା ଚାଲିଛି ଏବଂ ପ୍ରାରମ୍ଭିକରେ ଭାରତୀୟ ଜନତା ପାର୍ଟି, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଦଳ) ଏବଂ ଶିବସେନା…

1 month ago