କୋଲକାତା,୧୨।୧୨ : ବଳାତ୍କାର ପୀଡିତାଙ୍କୁ ପଚରାଉଚରା ଉପରେ କୋଲକାତା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ପୁରୁଷ ଅଧିକାରୀ କୌଣସି ପରିସ୍ଥିତିରେ ବଳାତ୍କାର ପୀଡିତାଙ୍କୁ ପଚରାଉଚରା କରିବା…
ନୂଆଦିଲ୍ଲୀ,୧୨।୧୨ : ଭାଜପା ତିନିଟି ରାଜ୍ୟରେ ମୁଖ୍ୟମନ୍ତ୍ରୀ ଚୟନ କରିଛି। ଛତିଶଗଡରେ ବିଷ୍ଣୁଦେବ ସାଏ, ମଧ୍ୟପ୍ରଦେଶରେ ମୋହନ ଯାଦବ ଏବଂ ବର୍ତ୍ତମାନ ରାଜସ୍ଥାନର ଭଜନଲାଲ ଶର୍ମାଙ୍କୁ ଦାୟିତ୍ୱ…
ଭୋପାଳ୧୨।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପାର ବହୁ ବରିଷ୍ଠ ନେତାଙ୍କୁ ପଛରେ ପକାଇ ହାଇକମାଣ୍ଡ ନୂଆ ଚେହେରା ଡ. ମୋହନ ଯାଦବଙ୍କୁ ରାଜ୍ୟର…
ନୂଆଦିଲ୍ଲୀ,୧୨।୧୨:ଜଳବାୟୁ କାର୍ଯ୍ୟକର୍ତ୍ତା ଲିସିପ୍ରିୟା କଙ୍ଗୁଜମ ଦୁବାଇରେ ଅନୁଷ୍ଠିତ ସଂଯୁକ୍ତ ରାଷ୍ଟ୍ର ଜଳବାୟୁ ସମ୍ମିଳନୀ ୨୦୨୩(cop 28)ମଞ୍ଚକୁ ଦୋହାଲାଇ ଦେଇଛନ୍ତି। ମଣିପୁରର ୧୨ବର୍ଷିୟ ଲିସି ନିଜ ମୁଣ୍ଡ ଉପରେ…
ନୂଆଦିଲ୍ଲୀ,୧୨।୧୨: ଦେଶରେ ଜଣେ ଡାକ୍ତର ୮୩୪ଜଣଙ୍କୁ ଚିକିତ୍ସା କରୁଛନ୍ତି। ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ପ୍ରବୀଣ ପଓ୍ବାର। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଦେଶରେ ପଞ୍ଚିକୃତ…
ନୂଆଦିଲ୍ଲୀ,୧୨।୧୨ : ଛତିଶଗଡ ଏବଂ ମଧ୍ୟପ୍ରଦେଶ ପରେ ଭାରତୀୟ ଜନତା ପାର୍ଟି ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନାମ ଘୋଷଣା କରିଛି। ପ୍ରତ୍ୟେକ ଥର ପରି,ଭାଜପା ଏଭଳି…
ନୂଆଦିଲ୍ଲୀ,୧୨।୧୨ : ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ସିବିଏସଇ ପକ୍ଷରୁ ଡାଟା ଶିଟ ପ୍ରକାଶ ପାଇଛି। ୧୫ ଫେବୃଆରୀ ୨୦୨୪ରୁ ପରୀକ୍ଷା ଆରମ୍ଭ ହେବ। ଭାରତ…
ଅହମଦାବାଦ,୧୨।୧୨ : ନାଦିୟାଦ ମ୍ୟୁନିସିପାଲ କର୍ପୋରେଶନର କାଞ୍ଜିଆ ହଦାରେ ରଖାଯାଇଥିବା ୩୦ ବୁଲା ଗୋରୁଙ୍କ ମୃତ୍ୟୁକୁ ନେଇ ଗୁଜରାଟ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜଷ୍ଟିସ ଆଶୁତୋଷ…
ହାଇଦ୍ରାବାଦ,୧୨।୧୨ : ତେଲଙ୍ଗାନାର କଂଗ୍ରେସ ସରକାର ଆସନ୍ତା ୧୦୦ ଦିନ ମଧ୍ୟରେ ଏଲପିଜି ସିଲିଣ୍ଡର ୫୦୦ ଟଙ୍କାରେ ଯୋଗାଇ ଦେବା ସହିତ ଧାନ କ୍ରୟରେ କ୍ୱିଣ୍ଟାଲ ପିଛା…
ନୂଆଦିଲ୍ଲୀ,୧୨।୧୨ : ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ନାଗରିକତ୍ୱ ଆଇନର ଧାରା ୬-ଏ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ନିଜର ରାୟ…