ଜାତୀୟ

୨୦୨୪ ନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ଟଙ୍କା କି ମଦ ବାଣ୍ଟିବି ନାହିଁ: ଗଡକରୀ

ନୂଆଦିଲ୍ଲୀ,୩୦।୯: ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନରେ ଭୋଟରମାନଙ୍କୁ ଆକୃଷ୍ଟ କରିବା ଲାଗି ଟଙ୍କା କିମ୍ବା ମଦ ବାଣ୍ଟିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ସେ କେବଳ ଲୋକମାନଙ୍କ ସେବା କରିବା...

ଭାରତ ବ୍ରିଟେନରେ ଉଠାଇଲା ଭାରତୀୟ ହାଇ କମିଶନଙ୍କୁ ଗୁରୁଦ୍ୱାର ଯିବା ସମୟରେ ଅଟକାଇବା ପ୍ରସଙ୍ଗ, ଭାଜପା ନେତା ବି କଲେ ନିନ୍ଦା

ନୂଆଦିଲ୍ଲୀ,୩୦।୯: ସ୍କଟଲ୍ୟାଣ୍ଡର ଗୁରୁଦ୍ୱାରକୁ ଯାଉଥିବା ଭାରତୀୟ ହାଇ କମିଶନରଙ୍କୁ ଧାର୍ମିକ ସ୍ଥାନକୁ ପ୍ରବେଶ କରାଇ ଦିଆଯାଇ ନାହିଁ। ବ୍ରିଟେନର ସ୍କଟଲ୍ୟାଣ୍ଡରେ ଏହି ଘଟଣା ସାମ୍ନାକୁ ଆସିଛି ଯେତେବେଳେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଏବଂ...

କଂଗ୍ରେସରେ ସାମିଲ ହେଲେ ୨୦ରୁ ଅଧିକ ଏଏପି ନେତା

ନୂଆଦିଲ୍ଲୀ,୩୦।୯: ଜାତୀୟ ରାଜଧାନୀରେ ଦିଲ୍ଲୀରେ ୨୦ରୁ ଅଧିକ ଏଏପି ନେତା ଶୁକ୍ରବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ଅଧିକାରୀମାନେ ଏହି ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ଦିନରେ ଅଧିକ ଲୋକ କଂଗ୍ରେସରେ ଯୋଗଦେବେ ବୋଲି ଆଶା କରାଯାଉଛି। ଦିଲ୍ଲୀ...

ଭାରତ-କାନାଡା ବିବାଦରେ ଭାରତକୁ ସମର୍ଥନ କଲା ବାଂଲାଦେଶ, କହିଲେ ଆତଙ୍କବାଦୀଙ୍କ ହବ୍‌ ପାଲଟିଛି କାନାଡା

ଢାକା,୩୦।୯: ଭାରତ-କାନାଡା ବିବାଦକୁ ନେଇ ପ୍ରତିକ୍ରିୟା ରଖିଛି ବାଂଲାଦେଶ। ଖାଲିସ୍ତାନୀ ନେତାଙ୍କୁ ସମର୍ଥନ କରୁଥିବା କାନାଡା ଉପରେ ବାଂଲାଦେଶର ବୈଦେଶିକ ମନ୍ତ୍ରୀ ଏ.କେ ଅବଦୁଲ ମୋମେନ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି, କାନାଡା ଆତଙ୍କବାଦୀଙ୍କ ହବ୍‌ ପାଲଟିଛି। ଯେକୌଣସି ଆତଙ୍କବାଦୀ...

ରାଜଧାନୀରେ ଏନ୍‌ଆଇଏର ଚଢାଉ, ୩ ଆଇଏସଆଇଏସ୍‌ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ

ନୂଆଦିଲ୍ଲୀ,୩୦।୯: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ଦିଲ୍ଲୀରେ ଆଇଏସଆଇଏସ୍‌ ଆତଙ୍କବାଦୀଙ୍କୁ ଖୋଜୁଛି। ୩ ଜଣ ଆତଙ୍କବାଦୀ ରାଜଧାନୀରେ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଆତଙ୍କବାଦୀଙ୍କ ନାମ ମହମ୍ମଦ ଶାହନୱାଜ ଆଲାମ, ରିଜୱାନ ଅବଦୁଲ ହାଜି ଅଲି...

‘ସଂକଳ୍ପ ସପ୍ତାହ’ କାର୍ଯ୍ୟକ୍ରମର ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଭାରତ ମଣ୍ଡପମଠାରେ ଶନିବାର (ସେପ୍ଟେମ୍ବର ୩୦) ’ସଂକଳ୍ପ ସପ୍ତାହ’ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ଦେଶର ଆକାଂକ୍ଷା ବ୍ଲକଗୁଡିକ ପାଇଁ ‘ସଂକଳ୍ପ ସପ୍ତାହ’ ଯାତ୍ରା ଏକ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ। ଆସ୍ପିରେସନ ବ୍ଲକ ପ୍ରୋଗ୍ରାମ...

ଭାରତ ଯାତ୍ରା ସମୟରେ ଟ୍ରୁଡୋଙ୍କ ବିମାନରେ ଥିଲା କୋକେନ

ଅଟାଓ୍ବା/ନୂଆଦିଲ୍ଲୀ,୩୦।୯: ଜି-୨୦ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଭାରତ ଆସିଥିବାବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିମାନରେ କୋକେନ ଭରି ରହିଥିଲା। ଏପରି ଦାବି କରିଛନ୍ତି ଭାରତର ପୂର୍ବତନ କୂଟନୀତିଜ୍ଞ ଦୀପକ ବୋହରା। ତେବେ ଏହି ଅଭିଯୋଗକୁ କାନାଡାର ପ୍ରଧାନମନ୍ତ୍ରୀଙ୍କ...

ମଧ୍ୟପ୍ରଦେଶ ନିର୍ବାଚନ: ଏସପି, କଂଗ୍ରେସ ମଧ୍ୟରେ ହେବ ମେଣ୍ଟ! ଚାଲିଛି ଆଲୋଚନା

ଭୋପାଳ,୩୦।୯: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଏସପି ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟ ହେବାର ସମ୍ଭାବନା ରହିଛି। ଉଭୟ ଦଳର ଶୀର୍ଷ ନେତୃତ୍ୱ ମଧ୍ୟରେ ଆଲୋଚନା ଚାଲିଛି। ସରକାରୀ ଘୋଷଣା ପରେ ଉଭୟ ଦଳର ବିଶିଷ୍ଟ ନେତାମାନେ ମଧ୍ୟ ମଞ୍ଚ ବାଣ୍ଟିବେ।...

ଶାହାଙ୍କୁ ଭେଟିବା ପରେ ବସୁନ୍ଧରା କହିଲେ ଭଗବାନଙ୍କ ଘର ଦୂର ସତ କିନ୍ତୁ ଅନ୍ଧାର ନୁହେଁ

ଜୟପୁର,୩୦।୯: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଶୁକ୍ରବାର ଦାବି କରିଛନ୍ତି ଯେ ଆଗାମୀ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବ। ଅଲୱର ଜିଲାର ବାରୱା ଡୁଙ୍ଗ୍ରି ଗାଁର ନାରାୟଣ...

ଆଜି ରାହୁଲଙ୍କ ମଧ୍ୟପ୍ରଦେଶ ଗସ୍ତ, ଉଜୈନ ବଳାତ୍କାର ଘଟଣାରେ ସରକାରଙ୍କୁ କରିବେ ଟାର୍ଗେଟ୍‌

ନୂଆଦିଲ୍ଲୀ,୩୦।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ମଧ୍ୟପ୍ରଦେଶ ଗସ୍ତ କରିବେ। ଏହି ସମୟରେ ଶାଜାପୁର ଜିଲାର କାଲାପିପଲ ବିଧାନସଭା ନିର୍ବାଚନମଣ୍ଡଳୀରେ ରାହୁଲ ଗାନ୍ଧୀ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ। ଏଥିରେ ସେ ମଧ୍ୟପ୍ରଦେଶ ସରକାରଙ୍କୁ ଦୁର୍ନୀତି ଏବଂ...

କାବେରୀ ଜଳ ବିବାଦ: ପୁନର୍ବିଚାର ପାଇଁ ସୁପ୍ରିମକୋର୍ଟ, ସିଡବ୍ଲୁଏମଏରେ ଆବେଦନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୩୦।୯: କାବେରୀ ନଦୀର ଜଳ ଛାଡିବା ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। କର୍ନାଟକ ସରକାର ଏହାର ପୁନର୍ବିଚାର ପାଇଁ କାବେରୀ ୱାଟର ମ୍ୟାନେଜମେଣ୍ଟ ଅଥରିଟି (ସିଡବ୍ଲୁଏମଏ) ଏବଂ ସୁପ୍ରିମକୋର୍ଟରେ ଆବେଦନ କରିବେ। ଏଥିପାଇଁ ସେ ଶନିବାର ପୁନର୍ବିଚାର ପିଟିଶନ ଦାଖଲ...

ଶାନ୍ତ କୁମାର ପିଟିଆଇ ମୁଖ୍ୟ

ନୂଆଦିଲ୍ଲୀ,୩୦ା୯: ଡେକାନ୍‌ ହେରାଲ୍ଡର ପ୍ରକାଶନୀ ସଂସ୍ଥା ଦି ପ୍ରିଣ୍ଟର୍ସ (ମହୀଶୂର) ପ୍ରାଇଭେଟ୍‌ ଲିମିଟେଡ୍‌ର ଶାନ୍ତ କୁମାର ଶୁକ୍ରବାର ପ୍ରେସ୍‌ ଟ୍ରଷ୍ଟ୍‌ ଅଫ୍‌ ଇଣ୍ଡିଆ (ପିଟିଆଇ) ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ଲଗାତର ୨ ଥର ଅଧ୍ୟକ୍ଷ ପଦ ସମ୍ଭାଳିଥିବା ଅଭିକ ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri