ଜାତୀୟ

ବିଶ୍ୱରେ ଭାରତର ସଫଳତା ଦେଖିବାକୁ ମିଳିଛି: ମନ କି ବାତରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ କି ବାତ କାର୍ଯ୍ୟକ୍ରମର ୧୦୫ ତମ ସଂସ୍କରଣରେ ଜି -୨୦ଏବଂ ଚନ୍ଦ୍ରୟାନ -୩ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ବିଶ୍ୱରେ ଭାରତର ସଫଳତା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ କହିଛନ୍ତି...

ଦେଶକୁ ଆଜି ୯ ବନ୍ଦେ ଭାରତ ଟ୍ରେନ ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୪ ସେପ୍ଟେମ୍ବର)ରେ ଦେଶବାସୀଙ୍କୁ ୯ ବନ୍ଦେ ଭାରତ ଟ୍ରେନ ଉପହାର ଦେବେ। ଦକ୍ଷିଣ କେନ୍ଦ୍ରୀୟ ରେଳବାଇ (ଏସଆରସି) ର ଦୁଇଟି ସେବା ସମେତ ମୋଦି ୯ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ...

ଆତଙ୍କବାଦୀ ତାଲିମ ଶିବିର ଚଳାଇଥିଲେ ନିଜ୍ଜର

ନୂଆଦିଲ୍ଲୀ,୨୪ା୯: ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ୍‌ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଓ କାନାଡା ମଧ୍ୟରେ ବିବାଦ ତୀବ୍ର ହୋଇଛି। ତେବେ ନିଜ୍ଜର ଧର୍ମୀୟ କିମ୍ବା ସାମାଜିକ ବ୍ୟକ୍ତିତ୍ୱ ନୁହନ୍ତି, ସେ ଆତଙ୍କବାଦୀମାନଙ୍କ ପାଇଁ ତାଲିମ ଶିବିର ଚଳାଇବା ସହ ଆତଙ୍କବାଦ...

ମଣିପୁରରୁ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୨୪ା୯ : ହିଂସାପ୍ରବଣ ମଣିପୁରରୁ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗିରଫ କରିଛି। ସେ ମ୍ୟାନ୍‌ମାରର ବିଦ୍ରୋହୀ ଗୋଷ୍ଠୀ ସହ ସମ୍ପୃକ୍ତ ଏବଂ ମଣିପୁର ହିଂସାର ଫାଇଦା ଉଠାଇ ସେ ଭାରତ ବିରୋଧରେ ଆକ୍ରମଣ ପାଇଁ...

ପ୍ରବଳ ବର୍ଷାରେ ନାଗପୁର ଜଳାର୍ଣ୍ଣବ

ନାଗୁପର,୨୪।୯: ମୁଷଳଧାରାରେ ବର୍ଷା ଯୋଗୁ ନାଗପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ମଧ୍ୟରେ ୩ ଫୁଟରୁ ଅଧିକ ପାଣି ଭରି ରହିଛି। ଶୁକ୍ରବାର ରାତିରୁ ଆରମ୍ଭ ହୋଇଥିବା ମୁଷଳଧାରା ବର୍ଷା ନାଗପୁରବାସୀଙ୍କ ନିଦ ହଜାଇ ଦେଇଛି। ବର୍ଷା ଯୋଗୁ ରାସ୍ତା...

ଏକସଙ୍ଗେ ନିର୍ବାଚନ ଲାଗି କମିଟିର ପ୍ରଥମ ବୈଠକ

ନୂଆଦିଲ୍ଲୀ,୨୪୯: ଦେଶରେ ଏକସଙ୍ଗେ ସମସ୍ତ ନିର୍ବାଚନ କରାଇବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଜନୈତିକ ଦଳଗୁଡ଼ିକୁ ଆମନ୍ତ୍ରଣ କରି ଏକସଙ୍ଗେ ନିର୍ବାଚନ ନେଇ ନ୍ୟାୟିକ ଆୟୋଗ ସେମାନଙ୍କ...

ହମ୍‌ସଫର ଏକ୍ସପ୍ରେସ୍‌ରେ ନିଆଁ

ଅହମଦାବାଦ,୨୪ା୯: ଗୁଜରାଟର ଭାଲସାଦ ଷ୍ଟେଶନ ନିକଟରେ ତିରୁଚିରାପଲ୍ଲୀ- ଶ୍ରୀଗଙ୍ଗାନଗର ହମ୍‌ସଫର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଶନିବାର ଅପରାହ୍ନରେ ଟ୍ରେନ୍‌ଟି ଭାଲସାଦ ଷ୍ଟେଶନ ଛାଡ଼ିବା ପରେ ଜେନେରେଟର କୋଚ୍‌ରୁ ନିଆଁ ବାହାରି ପାଖ ବଗିରେ ଲାଗିଯାଇଥିଲା। ଟ୍ରେନ୍‌କୁ ଅଟକାଯିବା ପରେ...

କଂଗ୍ରେସ ଏମ୍‌ପିଙ୍କ ବିରୋଧରେ ମାନହାନି ମକଦ୍ଦମା

ଗୁଆହାଟୀ,୨୪।୯: କଂଗ୍ରେସ ଏମ୍‌ପି ଗୌରବ ଗୋଗଇଙ୍କ ବିରୋଧରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସ୍ତ୍ରୀ ରିଙ୍କି ଭୁୟାଁ ଶର୍ମା ୧୦ କୋଟି ଟଙ୍କାର ମାନହାନି ମାମଲା ରୁଜୁ କରିଛନ୍ତି। ଖାଦ୍ୟ ପ୍ରକ୍ରିୟାକରଣ ପ୍ରୋଜେକ୍ଟରେ ଅନିୟମିତତା ହୋଇଥିବା ନେଇ ସେ ମିଥ୍ୟା ଅଭିଯୋଗ...

ସୌରଶକ୍ତି ଦ୍ୱାରା ପୁଣି ଜାଗ୍ରତ ହେବେ ବିକ୍ରମ ଲ୍ୟାଣ୍ଡର-ପ୍ରଜ୍ଞାନ ରୋଭର: ଇସ୍ରୋ…

ହାଇଦ୍ରାବାଦ,୨୩।୯ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସଫଳତାର ସହିତ ଅଗଷ୍ଟ ୨୩ ରେ ଚନ୍ଦ୍ରର ଦକ୍ଷିଣ ପୋଲ ଉପରେ ଚନ୍ଦ୍ରୟାନ -୩ ର ଏକ ସଫ୍ଟ ଅବତରଣ କରିଥିଲା। ଏହା ପରେ ଉଭୟ ବିକ୍ରମ ଲ୍ୟାଣ୍ଡର ଏବଂ ପ୍ରଜ୍ଞାନ...

ଏକ ଦେଶ ଏକ ନିର୍ବାଚନ: ସମସ୍ତ ରାଜନୈତିକ ଦଳଙ୍କ ମତାମତ ଗ୍ରହଣ କରାଯିବ, କମିଟିର ନିଷ୍ପତ୍ତି…

ନୂଆଦିଲ୍ଲୀ,୨୩।୯ : ଏକ ଦେଶ ଏକ ନିର୍ବାଚନ ନେଇ ଶନିବାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ହୋଇଥିବା ପ୍ରଥମ ବୈଠକରେ ଏହି ପ୍ରସଙ୍ଗରେ ସମସ୍ତ ରାଜନୈତିକ ଦଳଙ୍କ ମତାମତ ନେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ...

ଭାରତ-କାନାଡା ବିବାଦ: ମହିନ୍ଦ୍ରା ପରେ ଜିନ୍ଦଲ ଦେଲା କାନାଡାକୁ ବଡ ଝଟକା

ନୂଆଦିଲ୍ଲୀ,୨୩।୯: କାନାଡା ଓ ଭାରତ ବିବାଦ ଚରମରେ ପହଞ୍ଚିଛି। ଉଭୟ ଦେଶ ମଧ୍ୟରେ ତିକ୍ତତାର ପ୍ରଭାବ ବ୍ୟବସାୟରେ ମଧ୍ୟ ପ୍ରଭାବିତ କରିବା ଆରମ୍ଭ କଲାଣି। ବିବାଦ ଭିତରେ ଭାରତୀୟ କମ୍ପାନୀଗୁଡିକ କାନାଡାରେ ସେମାନଙ୍କର ବ୍ୟବସାୟ ବନ୍ଦ କରୁଛନ୍ତି। ଯାହା କାନାଡା...

ଆମେ ସେମାନଙ୍କୁ ହୋଲ ସେଲରେ ଆଣିଥିଲୁ: ଭାଜପା ଛାଡୁଥିବା ନେତାଙ୍କ ଉଦ୍ଦେଶ୍ୟରେ କହିଲେ ବିଜୟଭର୍ଗୀୟ…

ଭୋପାଳ,୨୩।୯ : ଆଗକୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଏହାକୁ ଦୃଷ୍ଟିରେ ରଖି ବହୁ ନେତା ଭାଜପା କଂଗ୍ରେସରେ ଯୋଗ ଦେଉଛନ୍ତି। ସେଥିମଧ୍ୟରୁ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିିଆଙ୍କର ଅଧିକ ସମର୍ଥକ ଅଛନ୍ତି। ସେମାନଙ୍କ ଦଳ ଛାଡିବା ପ୍ରଶ୍ନରେ ଭାଜପାର ରାଷ୍ଟ୍ରୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri