ଜାତୀୟ

ବେକାରୀ, ମୁଦ୍ରାସ୍ଫୀତିକୁ ନେଇ କେନ୍ଦ୍ର ଉପରେ ବର୍ଷିଲେ ପ୍ରିୟଙ୍କା

ରାୟପୁର,୨୧।୯: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଛତିଶଗଡର ଭିଲାଇ ଗସ୍ତ କରିଛନ୍ତି। ଏଠାରେ ସେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ ସହ ମହିଳା ସମୃଦ୍ଧି ସମ୍ମିଳନୀରେ ୩୦୯.୫୬ କୋଟି ଟଙ୍କା ମୂଲ୍ୟର ବିକାଶ କାର୍ଯ୍ୟର ଉଦ୍‌ଘାଟନ ଏବଂ ଭୂମି ପୂଜନ କରିଛନ୍ତି।...

ଭାରତରେ ଆବଶ୍ୟକତାଠାରୁ ଅଧିକ କାନାଡା କୂଟନୀତିଜ୍ଞ ଅଛନ୍ତି: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୧।୯: ଖାଲିସ୍ତାନୀ ନେତାଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ କୂଟନୀତିଜ୍ଞଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ସରକାର ଏହାର ଜବାବ ଦେଇଛନ୍ତି। ଭାରତରେ କାନାଡାର କୂଟନୀତିଜ୍ଞଙ୍କୁ ମିଳିଥିବା ଧମକପୂର୍ଣ୍ଣ ରିପୋର୍ଟ ଉପରେ...

ରାଜନୀତି କରୁଛି କାନାଡା, ସେଠାରେ ଭାରତୀୟ କୁଟନିତୀଜ୍ଞମାନେ ସୁରକ୍ଷିତ ନୁହନ୍ତି: ଏମ୍ଇଏ

ନୂଆଦିଲ୍ଲୀ, ୨୧। ୯: ଭାରତ ଏବଂ କାନାଡା ମଧ୍ଯରେ ତିକ୍ତତା ଦିନକୁ ଦିନ ବଢୁଥିବା ବେଳେ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ବୟାନ ଜାରି କରାଯାଇଛି। କାନାଡା ପୁରା ଘଟଣାକୁ ନେଇ ରାଜନୀତି କରୁଛି। ସେଠାରେ ଭାରତୀୟ କୁଟନିତୀଜ୍ଞମାନେ ସୁରକ୍ଷିତ...

ଆଉ ବିଳମ୍ବ କରିବି ନାହିଁ: ଶିବସେନା ବିଧାୟକଙ୍କ ଅଯୋଗ୍ୟତା ମାମଲାରେ କହିଲେ ନାର୍ଭେକର

ମୁମ୍ବାଇ,୨୧।୯: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକର ଗୁରୁବାର ଶିବସେନା ବିଧାୟକଙ୍କ ଅଯୋଗ୍ୟତା ମାମଲା ଉପରେ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଶିବସେନା ବିଧାୟକଙ୍କ ଅଯୋଗ୍ୟତା ମାମଲାର ନିଷ୍ପତ୍ତିରେ ଆଉ ବିଳମ୍ବ କରିବି ନାହିଁ।   ଏହା ସହିତ ସେ ଯାହା...

ରାହୁଲଙ୍କୁ ନଡାଙ୍କ ଟାର୍ଗେଟ୍‌: ନେତାଙ୍କୁ ନେତା ହେବାକୁ ପଡିଥାଏ, ପରାମର୍ଶଦାତାରେ କାମ ଚଳିବନି

ନୂଆଦିଲ୍ଲୀ,୨୧।୯: ସଂସଦର ସ୍ବତନ୍ତ୍ର ଅଧିବେଶନର ତୃତୀୟ ଦିନରେ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାରିତ ହୋଇଛି। ଗୁରୁବାର ଏହି ବିଲ୍‌ ରାଜ୍ୟ ସଭାରେ ଆଗତ ହୋଇ ବିତର୍କ ଚାଲିଛି। ଏହି ବିତର୍କରେ ଭାଗ ନେଇ ଭାଜପା ସଭାପତି ଜେପି...

କାନାଡ଼ାରେ ଭାରତୀୟ ଭିସା ସେବା ସ୍ଥଗିତ

ନୂଆଦିଲ୍ଲୀ,ଓଟାଓ୍ବା/୨୧।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିକଟରେ ଦେଇଥିବା ବିବୃତ୍ତି ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ସୃଷ୍ଟି କରିଛି। ଭାରତ ଯାଉଥିବା ଯାତ୍ରୀମାନଙ୍କ ପାଇଁ କାନାଡା ଏକ...

ଭାରତୀୟ ମେଡିକାଲ ଗ୍ରାଜୁଏଟ୍ସ ଆମେରିକା, ଅଷ୍ଟ୍ରେଲିଆ, କାନାଡାରେ କରିପାରିବେ ପ୍ରୋଜେକ୍ଟ, ଓ୍ବାର୍ଲଡ ଫେଡେରେଶନରୁ ମିଳିଲା ମାନ୍ୟତା

ନୂଆଦିଲ୍ଲୀ,୨୧।୯: ଭାରତର ରାଷ୍ଟ୍ରୀୟ ଚିକିତ୍ସା ଆୟୋଗ(ଏନଏମସି)କୁ ୧୦ ବର୍ଷ ପାଇଁ ଓ୍ବାର୍ଲଡ ଫେଡେରେଶନ ଫର ମେଡିକାଲ ଏଜୁକେଶନ(ଡବ୍ଲୁଏଫଏମଇ) ମାନ୍ୟନାରେ ସମ୍ମାନୀତ କରାଯାଇପାରେ। ଏହି ନିଷ୍ପତ୍ତି ପରେ ଭାରତୀୟ ମେଡିକାଲ ଗ୍ରାଜୁଏଟ୍ସ ଏବେ ଆମେରିକା, ଅଷ୍ଟ୍ରେଲିଆ ଓ କାନାଡାରେ ପ୍ରୋଜେକ୍ଟ କରିପାରିବେ।...

ଆଜି ଶେଷ ହୋଇପାରେ ସଂସଦର ସ୍ବତନ୍ତ୍ର ଅଧିବେଶନ, ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଥିଲା ସିଡ୍ୟୁଲ

ନୂଆଦିଲ୍ଲୀ,୨୧।୯: ସଂସଦର ଉଭୟ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହୋଇପାରେ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସଭାରେ ଆଜି ହିଁ ମହିଳା ସଂରକ୍ଷଣ ବିଲ ପାରିତ ହେବ। ସନ୍ଧ୍ୟା ୪ଟାରେ ବିଜନେସ ଆଡଭାଇଜରୀ କମିଟିର ବୈଠକ...

ଚାଇନା ପ୍ରସଙ୍ଗରେ ଛାତି ଚଉଡା କରି ଆଲୋଚନା ପାଇଁ ମୁଁ ପ୍ରସ୍ତୁତ: ରାଜନାଥ

ନୂଆଦିଲ୍ଲୀ,୨୧।୯: ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ବିତର୍କ ଚାଲିଛି। ଗୁରୁବାର ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦି ଏଥିପାଇଁ ସମସ୍ତ ସାଂସଦଙ୍କୁ ଧନ୍ୟବାଦ ଦେଇଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ବିରୋଧୀଙ୍କ ସହଯୋଗକୁ ପ୍ରଶଂସା କରିଛନ୍ତି।...

ହ୍ବାଟସଆପ ଚ୍ୟାନେଲରେ ଯୋଡି ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ହ୍ବାଟସଆପ ଚ୍ୟାନେଲରେ ଯୋଡି ହୋଇଯାଇଛନ୍ତି। ହ୍ବାଟସ ଆପ ଚ୍ୟାନେଲରେ ଯୋଗଦେବାର କିଛି ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କର ୨୩ହଜାରରୁ ଅଧିକ ଫଲୋୟର୍ସ ହୋଇଯାଇଛନ୍ତି। ବର୍ତ୍ତମାନ ଦେଶର ଜନତା ହ୍ବାଟସ ଆପ ଚ୍ୟାନେଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ...

‘୪୦ ଲକ୍ଷ ହିସାବରେ କିଣା ଯାଇଥିଲେ ୪ ଏମପି’, କ୍ୟାଶ ଫର ଭୋଟ ଅଭିଯୋଗ ଉପରେ ସୁପ୍ରିମକୋର୍ଟରେ କାହିଁକି ଆବଶ୍ୟକ ପଡିଲା ପୁଣି ଶୁଣାଣି

ନୂଆଦିଲ୍ଲୀ,୨୧।୯: ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚ ୧୯୯୩ ଭୋଟ (ନୋଟ ବଦଳରେ ଭୋଟ) ମାମଲାର ଶୁଣାଣି କରିବ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଗଠିତ ୫ସଦସ୍ୟ ବିଶିଷ୍ଟ ସମ୍ବିଧାନ ବେଞ୍ଚ ଏହାକୁ ୭ଜଣ ବିଚାରପତିଙ୍କ ବେଞ୍ଚକୁ ସ୍ଥାନାନ୍ତର କରିଛନ୍ତି। ଏମପି...

ଦିଲ୍ଲୀ ବିଶ୍ୱ ବିଦ୍ୟାଳୟରେ ୪ ବର୍ଷ ପରେ ନିର୍ବାଚନ

ନୂଆଦିଲ୍ଲୀ,୨୧।୯: ଚାରି ବର୍ଷ ପରେ ଅର୍ଥାତ୍‌ କରୋନା ମହାମାରୀ ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ ଅନୁଷ୍ଠିତ ହେବ। ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସଚିବ ଏବଂ ଯୁଗ୍ମ ସଚିବ ପଦ ପାଇଁ ଶୁକ୍ରବାର ଅର୍ଥାତ ୨୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri