ଜାତୀୟ

‘୪୦ ଲକ୍ଷ ହିସାବରେ କିଣା ଯାଇଥିଲେ ୪ ଏମପି’, କ୍ୟାଶ ଫର ଭୋଟ ଅଭିଯୋଗ ଉପରେ ସୁପ୍ରିମକୋର୍ଟରେ କାହିଁକି ଆବଶ୍ୟକ ପଡିଲା ପୁଣି ଶୁଣାଣି

ନୂଆଦିଲ୍ଲୀ,୨୧।୯: ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚ ୧୯୯୩ ଭୋଟ (ନୋଟ ବଦଳରେ ଭୋଟ) ମାମଲାର ଶୁଣାଣି କରିବ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଗଠିତ ୫ସଦସ୍ୟ ବିଶିଷ୍ଟ ସମ୍ବିଧାନ ବେଞ୍ଚ ଏହାକୁ ୭ଜଣ ବିଚାରପତିଙ୍କ ବେଞ୍ଚକୁ ସ୍ଥାନାନ୍ତର କରିଛନ୍ତି। ଏମପି...

ଦିଲ୍ଲୀ ବିଶ୍ୱ ବିଦ୍ୟାଳୟରେ ୪ ବର୍ଷ ପରେ ନିର୍ବାଚନ

ନୂଆଦିଲ୍ଲୀ,୨୧।୯: ଚାରି ବର୍ଷ ପରେ ଅର୍ଥାତ୍‌ କରୋନା ମହାମାରୀ ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ ଅନୁଷ୍ଠିତ ହେବ। ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସଚିବ ଏବଂ ଯୁଗ୍ମ ସଚିବ ପଦ ପାଇଁ ଶୁକ୍ରବାର ଅର୍ଥାତ ୨୨...

୨୦୨୪ ନିର୍ବାଚନ ପୂର୍ବରୁ ଜେଜେପିକୁ ବଡ ଧକ୍କା

ଚଣ୍ଡିଗଡ଼,୨୧।୯: ଲୋକ ସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଦଳ ସେମାନଙ୍କର ରାଜନୀତିର ସମିକରଣ ସେଟ କରିବାରେ ଲାଗି ପଡିଛନ୍ତି। ଯେହେତୁ ପ୍ରତ୍ୟେକ ନିର୍ବାଚନ ସମୟରେ ରାଜନୈତିକ ଦଳଗୁଡ଼ିକରେ ଉତ୍ତେଜନା ଦେଖାଯାଏ। ବିଭିନ୍ନ ଦଳର ନେତାମାନେ ଏଠାରୁ ସେଠାକୁ ଯାଆନ୍ତ। ଯେଉଁଥିପାଇଁ...

ଭାରତ-କାନାଡା ବିବାଦ: ୬୭ହଜାର କୋଟି ଟଙ୍କାର କ୍ଷତି, ହୋଇପାରେ ଦରବୃଦ୍ଧି

ନୂଆଦିଲ୍ଲୀ,୨୧।୯: ଭାରତ ଏବଂ କାନାଡା ମଧ୍ୟରେ ଦିନକୁ ଦିନ ତିକ୍ତତା ବଢିବାରେ ଲାଗିଛି। ଉଭୟ ଦେଶ ପରସ୍ପରର କୂଟନୀତିଜ୍ଞଙ୍କୁ ମଧ୍ୟ ବହିଷ୍କାର କରିଛନ୍ତି। କେବଳ ଏତିକି ନୁହେଁ, କିଛି ବାଣିଜ୍ୟ କାରବାରକୁ ସ୍ଥଗିତ ରଖାଯାଇଛି। ଦୁଇ ଦେଶ ମଧ୍ୟରେ ସମ୍ପର୍କ...

ସେପ୍ଟେମ୍ବର ୨୩ରେ ପୁଣି ଆକ୍ଟିଭ ହୋଇପାରେ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର୍‌, ରୋଭର

ନୂଆଦିଲ୍ଲୀ,୨୧।୯: ଇସ୍ରୋର ଚନ୍ଦ୍ରୟାନ-୩ ମିଶନ ସଫଳତାର ସହିତ ଶେଷହୋଇଛି, କିନ୍ତୁ ଖବର ଆସୁଛି ଯେ ଏହି ମିଶନ ବର୍ତ୍ତମାନ ପୁଣି ଆରମ୍ଭ ହୋଇପାରେ। ଇସ୍ରୋର ସ୍ପେସ ବୈଜ୍ଞାନିକମାନେ କହିଛନ୍ତି , ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର୍‌ ଏବଂ ରୋଭର ସେପ୍ଟେମ୍ବର ୨୩ରେ ପୁନର୍ବାର...

ଏୟାରଲାଇନର ବିମାନ ସୁରକ୍ଷା ମୁଖ୍ୟଙ୍କୁ ୧ ମାସ ପାଇଁ ନିଲମ୍ବିତ କଲା ଡିଜିସିଏ

ନୂଆଦିଲ୍ଲୀ,୨୧।୯: ଟାଟା ଗ୍ରୁପ ମାଲିକାନାରେ ଥିବା ଏୟାର ଇଣ୍ଡିଆକୁ ଏକ ବଡ ଝଟକା ଲାଗିଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଏୟାର ଇଣ୍ଡିଆର ବିମାନ ସୁରକ୍ଷା ମୁଖ୍ୟଙ୍କୁ ଦିଆଯାଇଥିବା ମଞ୍ଜୁରୀ ଉପରେ ଏକ ମାସ ପାଇଁ ରୋକ ଲଗାଇଛି।...

‘ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହେବା ଏକ ସୁବର୍ଣ୍ଣ ମୁହୁର୍ତ୍ତ’, ସମସ୍ତ ଏମପିଙ୍କୁ ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ଭାରତର ସଂସଦୀୟ ଯାତ୍ରାରେ ଏକ ସୁବର୍ଣ୍ଣ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କହିଛନ୍ତି ଯେ ମାତୃ ଶକ୍ତିର ଆତ୍ମବିଶ୍ୱାସ ଦେଶକୁ ଏକ ନୂତନ ଦିଗ...

ଗେହଲଟ ସରକାରଙ୍କ ଉପରେ ବର୍ଷିଲେ ଧାମି

ଜୟପୁର,୨୧।୯: ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଧ୍ୟାନରେ ରଖି ଭାଜପା ଶାସକ କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରିଛି। ନେତା ଓ ମନ୍ତ୍ରୀ ଗେହଲଟ ସରକାର ଉପରେ ଖୁବ ବର୍ଷିଛନ୍ତି। ସେପଟେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଏକ ବଡ ବୟାନ...

କର୍ନାଟକକୁ  ଝଟକା: କାବେରୀ ଜଳ ପ୍ରାଧିକରଣ ଆଦେଶରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମନା କଲେ…

ନୂଆଦିଲ୍ଲୀ,୨୧।୯ : କାବେରୀ ଜଳ ପରିଚାଳନା ପ୍ରାଧିକରଣର ନିର୍ଦ୍ଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ପ୍ରକୃତରେ, ଏହି ନିର୍ଦ୍ଦେଶ ଅନୁଯାୟୀ, କାବେରୀ ଜଳ ପରିଚାଳନା ପ୍ରାଧିକରଣ କର୍ନାଟକକୁ ତାମିଲନାଡୁକୁ ୫୦୦୦ କ୍ୟୁସେକ ଜଳ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ।...

ନଡ୍ଡା କହିଲେ ଆଜି ମହିଳା ସଂରକ୍ଷଣ ବିଲ ଲାଗୁ ହେଲେ ୨୦୨୯ ମଧ୍ୟରେ ଲାଗୁ ହୋଇଯିବ, ନଚେତ…

ନୂଆଦିଲ୍ଲୀ,୨୧।୯: ମହିଳା ସଂରକ୍ଷଣ ବିଲ କାର୍ଯ୍ୟକାରୀ କରିବାରେ ବିଳମ୍ବ, କେତେଜଣ ମହିଳାଙ୍କ ପାଇଁ କାହିଁକି ସଂରକ୍ଷଣ ନାହିଁ ଭଳି ବିରୋଧୀ ଦଳର ଏହି ପ୍ରଶ୍ନର ଉତ୍ତରରେଭାଜପା ଏମପି ଜେପି ନାଡ୍ଡା କହିଛନ୍ତି ଯେ ମହିଳାମାନେ କେଉଁ ଆସନରେ ସଂରକ୍ଷଣ ପାଇବେ,...

ବିମାନ ବିଳମ୍ବ ହେଲେ ଭିଜା କାର୍ଡ ଧାରୀଙ୍କୁ ମିଳିବ ମାଗଣାରେ ସମସ୍ତ ସୁବିଧା…

ନୂଆଦିଲ୍ଲୀ,୨୧।୯ : ଏବେ ବିମାନ ଉଡ଼ାଣରେ ବିଳମ୍ବ ହେଲେ ଚିନ୍ତା କରିବାର ଆବଶ୍ୟକତା ନାହିଁ । ଯାତ୍ରୀଙ୍କ ପାଖରେ କେବଳ ଭିଜା କାର୍ଡ ଥିଲେ ତାଙ୍କୁ ଲାଉଞ୍ଜ, ଖାଦ୍ୟ ଏବଂ ରହଣି ସହିତ ସମସ୍ତ ସୁବିଧା ମାଗଣାରେ ଯୋଗାଇ ଦିଆଯିବ।...

କାନାଡାକୁ ନେଇ ଆକ୍ସନ ମୋଡରେ ଭାରତ, ଭିଜା ସର୍ଭିସ ସସପେଣ୍ଡ କରି ନାଗରିକଙ୍କ ଏଣ୍ଟ୍ରି ଉପରେ ଲଗାଇଲା ରୋକ

ନୂଆଦିଲ୍ଲୀ,୨୧।୯: ଭାରତ ଓ କାନାଡା ମଧ୍ୟରେ ବିବାଦ ବଢିବାରେ ଲାଗିଛି। ପ୍ରଥମେ ଉଭୟ ଦେଶର କୂଟନୀତିଜ୍ଞଙ୍କୁ ନିଲମ୍ବିତ କରାଯାଇଥିଲା ଏବଂ ବର୍ତ୍ତମାନ ନୂଆଦିଲ୍ଲୀ କାନାଡା ନାଗରିକଙ୍କ ପାଇଁ ଭିଜା ସେବାକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛି। ଭାରତ ଏପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri