ଜାତୀୟ

ଏସପି ପାଇଁ ଘାତକ ହୋଇ ପାରନ୍ତି ସ୍ବାମୀ ପ୍ରସାଦ ମୌର୍ଯ୍ୟ, ବ୍ରାହ୍ମଣ-ହିନ୍ଦୁ ଧର୍ମ ବିରୋଧରେ ଦେଇଥିଲେ ମନ୍ତବ୍ୟ…

ଲକ୍ଷ୍ନୌ,୨୧।୯ : ବ୍ରାହ୍ମଣ ମହାସଭା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ବ୍ରାହ୍ମଣ ଏବଂ ହିନ୍ଦୁ ଧର୍ମ ବିରୋଧୀ ମନ୍ତବ୍ୟ ନେଇ ଅସନ୍ତୁଷ୍ଟ ଅଛନ୍ତି। ଏହାକୁ ବିରୋଧ କରି ବ୍ରାହ୍ମଣ ମହାସଭା ମୌର୍ଯ୍ୟଙ୍କ ପୁତ୍ତଳିକା ପୋଡିଛନ୍ତି। ପ୍ରଦର୍ଶନକାରୀ ମୋର୍ଯ୍ୟଙ୍କ ବିରୋଧରେ ସ୍ଲୋଗାନ ଦେଇଛନ୍ତି।...

ରାଷ୍ଟ୍ରପତି ଆଦିବାସୀ ସମ୍ପ୍ରଦାୟରୁ ଆସିଛନ୍ତି, ସେଥିପାଇଁ ସଂସଦ ଭବନ ଉଦଘାଟନ ପାଇଁ କରାଗଲାନି ଆମନ୍ତ୍ରଣ: ଉଦୟାନିଧି…

ଚେନ୍ନାଇ,୨୧।୯ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ଉଦୟାନିଧି ଷ୍ଟାଲିନ ପୁଣି ଥରେ ସନାତନ ଧର୍ମ ଉପରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ଏଥର ସେ ସନାତନ ଧର୍ମକୁ ସଂସଦ ଭବନର ଉଦଘାଟନୀ ଉତ୍ସବ ସହ ଯୋଡ଼ିଛନ୍ତି। କାହିଁକି ରାଷ୍ଟ୍ରପତି...

ଇ-ମେଲ ଜରିଆରେ ଦିଲ୍ଲୀର ଆଉ ଏକ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨୧।୯: ଦେଶର ରାଜଧାନୀ ଦିଲ୍ଲୀର ଅନ୍ୟ ଏକ ବିଦ୍ୟାଳୟକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଧମକ ପାଇବା ପରେ ଦିଲ୍ଲୀ ପୋଲିସ ଏବଂ ଅନ୍ୟ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏହାପୂର୍ବରୁ ମଧ୍ୟ ଅନେକ ବିଦ୍ୟାଳୟକୁ ବୋମାରେ...

କମ ସୁଧ ହାର ଯୋଗୁ ସଞ୍ଚୟ ହୋଇଛି ହ୍ରାସ, ଲୋକେ ସମ୍ପତ୍ତିରେ କରିଛନ୍ତି ବିନିଯୋଗ…

ନୂଆଦିଲ୍ଲୀ,୨୧।୯ : କରୋନା ମହାମାରୀ ସମୟରେ ଭାରତୀୟ ବ୍ୟାଙ୍କଗୁଡିକ ସୁଧ ହାର ହ୍ରାସ କରିଥିଲେ, ଯେଉଁ କାରଣରୁ ଲୋକମାନେ ଆର୍ଥିକ ସଞ୍ଚୟ କରିବା ପରିବର୍ତ୍ତେ ସମ୍ପତ୍ତିରେ ବିନିଯୋଗ କରିଥିଲେ। ଏସବିଆଇର ଏକ ଅନୁସନ୍ଧାନ ରିପୋର୍ଟରେ ଏହି ଦାବି କରାଯାଇଛି। ଅନୁସନ୍ଧାନ...

ଏହି ୨ ଏମ୍‌ପି ମହିଳା ସଂରକ୍ଷଣ ବିଲ୍‌ ବିପକ୍ଷରେ ଦେଲେ ଭୋଟ

ନୂଆଦିଲ୍ଲୀ,୨୧।୯: ସଂସଦର ସ୍ବତନ୍ତ୍ର ଅଧିବେଶନର ତୃତୀୟ ଦିନରେ ସ୍‌ଲୋକସଭାରେ ମହିଳା ସଂରକ୍ଷଣ ବିଲ ପାରିତ ହୋଇଛି। ଲୋକସଭାରେ ଏହି ବିଲ ସପକ୍ଷରେ ୪୫୪ ଭୋଟ ଏବଂ ବିପକ୍ଷରେ ୨ଟି ଭୋଟ ଦିଆଯାଇଛି। ତେବେ ବିପକ୍ଷରେ ଭୋଟ ଦେଇଥିବା ୨ ଏମ୍‌ପିଙ୍କୁ...

କୁଲିଙ୍କ ଭଳି ମୁଣ୍ଡରେ ରେଳ ଯାତ୍ରୀଙ୍କ ସାମଗ୍ରୀ ବୋହିଲେ ରାହୁଲ…

ନୂଆଦିଲ୍ଲୀ,୨୧।୯ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଜଧାନୀ ଦିଲ୍ଲୀର ଆନନ୍ଦ ବିହାର ରେଳ ଷ୍ଟେଶନରେ କୁଲିଙ୍କୁ ଭେଟିଥିଲେ। ଏହି ସମୟ ମଧ୍ୟରେ ସେ ଯାତ୍ରୀମାନଙ୍କ ସାମଗ୍ରୀ ମଧ୍ୟ ମୁଣ୍ଡରେ କୁଲିଙ୍କ ଭଳି ଉଠାଇଥିଲେ। ଯାହାର ଭିଡିଓ ସାମ୍ନାକୁ ଆସିଛି।...

ଟ୍ରେନ ଦୁର୍ଘଟଣା ଅନୁକମ୍ପା ରାଶି ୧୦ ଗୁଣ ବଢିଲା

ନୂଆଦିଲ୍ଲୀ,୨୧।୯: ଭାରତୀୟ ରେଳ ବୋର୍ଡ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ କିମ୍ବା ଆଘାତରେ ଦିଆଯାଇଥିବା ଅନୁକମ୍ପା ରାଶିକୁ ୧୦ ଗୁଣ ବୃଦ୍ଧି କରିଛି। ଏହି ରାଶି ଶେଷ ଥର ପାଇଁ ୨୦୧୨ ଏବଂ ୨୦୧୩ରେ ସଂଶୋଧିତ ହୋଇଥିଲା। ବୋର୍ଡ କହିଛି ଯେ,...

ଅକ୍ଷୟ ଶକ୍ତିରେ ଭାରତର ପଦକ୍ଷେପ ଯଥେଷ୍ଟ ନୁହେଁ

ନୂଆଦିଲ୍ଲୀ,୨୧।୯: ଭାରତରେ ଅକ୍ଷୟ ଶକ୍ତି ଉତ୍ପାଦନ ବଢ଼ିଥିଲେ ମଧ୍ୟ ଏବେ ବି ଏହା ୧.୫ ଡିଗ୍ରୀ ସେଲସିୟସ୍‌ ଲକ୍ଷ୍ୟ ପୂରଣ କରିବାରେ ସକ୍ଷମ ହୋଇନାହଁି। ତାପଜ ବିଦ୍ୟୁତ୍‌ ଉତ୍ପାଦନରେ ମଧ୍ୟ ଦେଶ ପଛୁଆ ରହିଥିବା ମଙ୍ଗଳବାର ଜଳବାୟୁ ଆକ୍ସନ ଟ୍ରାକର...

ସାଧାରଣତନ୍ତ୍ର ଦିବସକୁ ବାଇଡେନ୍‌ ଆମନ୍ତ୍ରିତ

ନୂଆଦିଲ୍ଲୀ,୨୧ା୯: ଭାରତର ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେବା ଲାଗି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଥିବା ଓ୍ବାଶିଂଟନ ପକ୍ଷରୁ କୁହାଯାଇଛି। ଜି୨୦ ସମ୍ମିଳନୀ ଅବସରରେ ବାଇଡେନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ବେଳେ ତାଙ୍କୁ ୨୦୨୪...

୧୯୯୮ ରାୟର ପୁନଃ ଯାଞ୍ଚ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ା୯ : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ଏମ୍‌ପିମାନଙ୍କୁ ଲାଞ୍ଚ ଦେବା ଘଟଣାରେ ପି.ଭି. ନରସିଂହ ରାଓ ସରକାରଙ୍କ ସମ୍ପୃକ୍ତିକୁ ନେଇ ସୁପ୍ରିମକୋର୍ଟଙ୍କ ୧୯୯୮ ରାୟର ପୁନଃ ଯାଞ୍ଚ କରିବା ଲାଗି ସର୍ବୋଚ୍ଚ ଅଦାଲତ ବୁଧବାର ରାଜି ହୋଇଛନ୍ତି। ଏହା...

୪୨% ଯୁବ ଗ୍ରାଜୁଏଟ୍‌ ବେରୋଜଗାର

ନୂଆଦିଲ୍ଲୀ,୨୧।୯: ଭାରତର ଦ୍ରୁତ ଅଭିବୃଦ୍ଧି ସହ ବର୍ତ୍ତମାନ ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ହୋଇଥିବାବେଳେ ଦେଶର ପ୍ରାୟ ୪୨% ଯୁବ ଗ୍ରାଜୁଏଟ ବେରୋଜଗାର ରହିଥିବା ଅଜିମ୍‌ ପ୍ରେମ୍‌ଜୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଦେଶରେ...

କାନାଡାରେ ଭାରତୀୟ ହିନ୍ଦୁଙ୍କ ପ୍ରତି ବିପଦ

ନୂଆଦିଲ୍ଲୀ,୨୧ା୯ : ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜାରଙ୍କୁ ହତ୍ୟା ଘଟଣାରେ ଭାରତର ସମ୍ପୃକ୍ତି ଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅଭିଯୋଗ କରିବା ପରେ ଦୁଇଦେଶ ମଧ୍ୟରେ ସମ୍ପର୍କ ଖରାପ ହୋଇପଡ଼ିଛି। ପରସ୍ପର ଜଣେ ଲେଖାଏ କୂଟନୀତିଜ୍ଞ ବହିଷ୍କାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri