ଜାତୀୟ

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ ନେଇ ଜଣେ ଅଭିଯୁକ୍ତ କହିଛନ୍ତି। ତାଙ୍କ କହିବା ମୁତାବକ ସେ ବାବା ସିଦ୍ଧକିଙ୍କ...

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତ ସରକାରଙ୍କ ସହ ଆଲୋଚନା କରିବା ଲାଗି କ୍ୟାବିନେଟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ...

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ ପୁଣିଥରେ ଚୁକ୍ତିନାମା ଆଧାରରେ ୬୫ବର୍ଷରୁ କମ୍‌ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚାକିରି ଦେବାକୁ ନିଷ୍ପତ୍ତି...

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର ପ୍ରସ୍ତୁତି ଚାଲିଛି। ନିର୍ବାଚନ ପରେ କ’ଣ ହେବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ।...

୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…

ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍‌ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ବି ମିଳିଛି। ଆକାସା ଏୟାରଲାଇନ୍ସର ୫ ବିମାନକୁ ମଧ୍ୟ ବୋମା...

ରାଜନୀତିରେ ଏଣ୍ଟ୍ରି କଲେ ଜିତନ ରାମ ମାଂଝିଙ୍କ ବୋହୂ

ପାଟନା,୧୯।୧୦: ନଭେମ୍ବର ୧୩ରେ ବିହାରର ଚାରୋଟି ବିଧାନସଭା ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ବେଲାଗଞ୍ଜ ଏବଂ ଇମାମଗଞ୍ଜ ସିଟ ଗୟା ଜିଲାର ଅଟେ। କେନ୍ଦ୍ର ମନ୍ତ୍ରୀ ଜିତନ ରାମ ମାଂଝିଙ୍କ ଇସ୍ତଫା ପରେ ଇମାମଗଞ୍ଜ ଆସନ ଖାଲି...

ଗୋଟିଏ ବୋମା ଧମକରେ କ୍ଷତି ହେଉଛି ୩କୋଟି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: କିଛି ଦିନ ହେବ ଲଗାତାର ଭାବେ ଭାରତର ବିମାନଗୁଡ଼ିକୁ ବୋମା ଧମକ ମିଳୁଛି। ଶନିବାର ତିନୋଟି ଇଣ୍ଡିଗୋ ଏୟାରଲାଇନ୍ସ ଏବଂ କିଛି ବିମାନ ଆକାସା ଏୟାରକୁ ଧମକ ମିଳିିଛି। ଏହାପରେ ବିମାନର ଜରୁରୀ ଅବତରଣ କରାଇ ଯାଞ୍ଚ ପରେ...

ଜେଏମଏମ-କଂଗ୍ରେସ ମଧ୍ୟରେ ହେଲା ଆସନ ବୁଝାମଣା, ବାମଦଳ ପାଇଁ ଛାଡିଲେ ୧୧ ଆସନ

ରାଞ୍ଚି,୧୯।୧୦: ଇଣ୍ଡିଆ ମେଣ୍ଟ ଅନ୍ତର୍ଗତ ଝାଡ଼ଖଣ୍ଡରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ ବାମ ଦଳ ଏକାଠି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ମେଣ୍ଟର ନେତା...

ଥମୁନି ବୋମା ଧମକ, ଆଜିବି କିଛି ବିମାନକୁ ମିଳିଲା ବୋମାରେ ଉଡାଇ ଦେବାକୁ ଧମକ, ଏୟାରଲାଇନ୍ସ କହିଲା…

ନୂଆଦିଲ୍ଲୀ,୧୯।୧୦: ବିମାନକୁ ବୋମାରେ ଉଡାଇ ଦେବାକୁ ମିଳୁଥିବା ଧମକ ଯେମିତି ବନ୍ଦ ହେଉନାହିଁ। ଶନିବାର ମଧ୍ୟ ଅନେକ ବିମାନକୁ ବୋମା ଧମକ ଦିଆଯାଇଥିଲା। ଯେଉଁ କାରଣରୁ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ବୋମା ଧମକ ପାଇଥିବା ବିମାନ ମଧ୍ୟରୁ ତିନୋଟି...

ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର ସୁଖ ଓରଫ ସୁଖବୀର ବଲବୀର ସିଂଙ୍କୁ ଗିରଫ କରିଛି। ସଲମାନ ଖାନଙ୍କୁ ହତ୍ୟା...

ବିମାନରେ ବୋମା ଅଛି… ଏମିତି ଏକ ମିଛ କଲ ପାଇଁ ଖର୍ଚ୍ଚ ହୋଇଥାଏ ୩ କୋଟି ଟଙ୍କା

ନୂଆଦିଲ୍ଲୀ,୧୯।୧୦: ଗତ କିଛି ଦିନ ହେବ ଦେଶରେ କେତେଜଣ ଅଜଣା ଅପରାଧୀ ବିମାନରେ ବୋମା ଲଗାଯାଇଥିବା ମିଥ୍ୟା କଲ କରି ବିମାନ କମ୍ପାନୀଗୁଡିକ ପାଇଁ ବ୍ୟାପକ କ୍ଷତି ଘଟାଉଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୪୦ଟି ବିମାନରେ ବୋମା ଥିବା ଧମକ...

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ ବୋମା ଓ ଏହାର ପରୀକ୍ଷଣକୁ ବହୁ ରୋଚକ କଥା ଶୁଣିଥିବେ। କିନ୍ତୁ ପରମାଣୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri