ଜାତୀୟ

ଜଳବାୟୁ ପରିବର୍ତ୍ତନରୁ ବିନାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬ା୯,(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ମାତ୍ର ଦୁଇ ଚାରି ଦିନର ବ୍ୟବଧାନରେ ଉତ୍ତର ଆଫ୍ରିକାର ଦୁଇଟି ରାଷ୍ଟ୍ର ଅଭୂତପୂର୍ବ ବିପର୍ଯ୍ୟୟକୁ ସାମ୍ନା କରିଛି। ମରକ୍କୋର ବିନାଶକାରୀ ଭୂକମ୍ପରେ ୩୦୦୦ରୁ ଊର୍ଦ୍ଧ୍ୱଙ୍କ ମୃତ୍ୟୁ ଘଟିବା ପରେ ଲିବ୍ୟାରେ ଭୂମଧ୍ୟସାଗରୀୟ ଡାନିଏଲ୍‌ ଝଡ଼ ଓ ତଜ୍ଜନିତ...

ଚନ୍ଦ୍ରରେ ଜଳ ସୃଷ୍ଟି ସମ୍ଭବ

ବେଙ୍ଗାଲୁରୁ,୧୬ା୯: ପୃଥିବୀର ଉଚ୍ଚ ଶକ୍ତିଯୁକ୍ତ ଇଲେକ୍ଟ୍ରୋନ୍‌ଗୁଡ଼ିକରୁ ଚନ୍ଦ୍ର ପୃଷ୍ଠରେ ଜଳ ପ୍ରସ୍ତୁତ କରାଯାଇପାରିବ। ବୈଜ୍ଞାନିକମାନଙ୍କର ଏକ ଟିମ୍‌ ଭାରତର ଚନ୍ଦ୍ରୟାନ-୧ ଲୁନାର ମିଶନ ପଠାଇଥିବା ରିମୋଟ୍‌ ସେନ୍‌ସିଂ ଡେଟା ଅନୁଧ୍ୟାନରୁ ଏହା ଜାଣିବାକୁ ପାଇଛନ୍ତି। ଉକ୍ତ ଆବିଷ୍କାର ନେଚର ଆଷ୍ଟ୍ରୋଲୋଜି ପତ୍ରିକାରେ...

ରିପୋର୍ଟରେ ଭୁଲ୍‌ ବିବୃତି ଅପରାଧ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬ା୯: ମଣିପୁର ହିଂସାବେଳେ ସରକାରଙ୍କ ବିରୋଧରେ ଖବର ଛାପିଥିବାରୁ ଏଡିଟର୍ସ ଗିଲ୍ଡ ଓ ଏହାର ୪ ଜଣ ସଦସ୍ୟଙ୍କ ବିରୋଧରେ ମାମଲା ଦାଏର ହୋଇଛି। ସୈନ୍ୟବାହିନୀର ନିବେଦନକ୍ରମେ ଖବର ଛାପିଥିବା ଏକ ସାମ୍ବାଦିକ ସଂଗଠନ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଶତ୍ରୁତା ବଢ଼ାଇଲା...

ଅନନ୍ତନାଗରେ ଗୁଳି ବିନିମୟ ଜାରି

ନୂଆଦିଲ୍ଲୀ,୧୬ା୯: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ବୁଧବାର ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ସେନା କଲୋନେଲ, ଜଣେ ମେଜର ଏବଂ ଜଣେ ପୋଲିସ ଅଫିସର ଶହୀଦ ହୋଇଥିଲେ। ଏହି ଗୁଳି ବିନିମୟ ବେଳେ ଆହତ...

୪୫ ହଜାର କୋଟିର ପ୍ରତିରକ୍ଷା ସରଞ୍ଜାମ କ୍ରୟକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୬ା୯: ଧ୍ରୁବାସ୍ତ୍ର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର, ୧୨ଟି ଏସ୍‌-୩୦ ଏମ୍‌କେଆଇ ଯୁଦ୍ଧବିମାନ ସମେତ ବିଭିନ୍ନ ଅସ୍ତ୍ର ସିଷ୍ଟମ କ୍ରୟ ଲାଗି ୪୫ ହଜାର କୋଟି ଟଙ୍କାର ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ଦେଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ...

ଆଜି ୫୪ କଳାକାରଙ୍କୁ ମିଳିବ ସଙ୍ଗିତ ନାଟକ ଏକାଡେମୀ ଅମୃତ ଆଓ୍ବାର୍ଡ, ଉପରାଷ୍ଟ୍ରପତି କରିବେ ସମ୍ମାନୀତ

ନୂଆଦିଲ୍ଲୀ,୧୬।୯: ଆଜାଦି କା ଅମୃତ ମହୋତ୍ସବ ଅଧୀନରେ ୭୫ବର୍ଷରୁ ଅଧିକ ୮୪ କଳାକାରଙ୍କୁ ସଙ୍ଗିତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ରଥମ ଥର ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ସଂଗୀତ ନାଟକ ଏକାଡେମୀ ଦ୍ୱାରା ଏହି...

ଅବିବାହିତ, ବିଧବା ଝିଅ ମୃତ ବାପାଙ୍କ ସମ୍ପତ୍ତି ପାଇବାକୁ ହକ୍‌ଦାର

ନୂଆଦିଲ୍ଲୀ,୧୬ା୯: ଜଣେ ଅବିବାହିତ କିମ୍ବା ବିଧବା ହୋଇଥିବା ଝିଅ ସେମାନଙ୍କ ସ୍ବର୍ଗବାସୀ ବାପାଙ୍କ ସମ୍ପତ୍ତି ଉପରେ ଅଧିକାର ଦାବି କରିପାରିବେ। ତେବେ ଛାଡ଼ପତ୍ର ପାଇଥିବା ଝିଅ ଭରଣପୋଷଣ ପାଉଥିବାରୁ ସେ ବାପଘର ସମ୍ପତ୍ତି ଉପରେ ଦାବି କରିପାରିବେ ନାହଁି ବୋଲି...

ଲୋକ ସଭା, ରାଜ୍ୟ ବିଧାନସଭା ନିର୍ବାଚନ ଉପରେ ଆଲୋଚନା ହେବ

ହାଇଦ୍ରାବାଦ,୧୬ା୯: ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ନବଗଠିତ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି)ର ପ୍ରଥମ ବୈଠକ ଶନିବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଦଳର ବରିଷ୍ଠ ନେତାମାନେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ...

୫ମ କକ୍ଷପଥରେ ଆଦିତ୍ୟ-ଏଲ୍‌୧

ବେଙ୍ଗାଲୁରୁ,୧୬ା୯(ପି.ଟି.): ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ପାଇଁ ଭାରତର ପ୍ରଥମ ମିଶନ ଆଦିତ୍ୟ-ଏଲ୍‌୧ର ଚତୁର୍ଥ ପୃଥିବୀ କୈନ୍ଦ୍ରିକ କକ୍ଷପଥ ଉତ୍ଥାନ ଶୁକ୍ରବାର ଭୋର ସମୟରେ ସଫଳତାର ସହ ସମ୍ପନ୍ନ ହୋଇଛି। ଏବେ ଏହା ପଞ୍ଚମ କକ୍ଷପଥରେ ପ୍ରବେଶ କରିଛି। ନୂଆ କକ୍ଷପଥର...

ରାହୁଲ ନବୀନ ଇଡିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ନିଯୁକ୍ତ

ନୂଆଦିଲ୍ଲୀ,୧୬।୯: ଇଡି ମୁଖ୍ୟ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ଶୁକ୍ରବାର ଅର୍ଥାତ୍‌ ୧୫ ସେପ୍ଟେମ୍ବରରେ ଶେଷ ହୋଇଛି। ବର୍ତ୍ତମାନ ଇଡିର ସ୍ବତନ୍ତ୍ର ନିର୍ଦ୍ଦେଶକ ରାହୁଲ ନବୀନଙ୍କୁ ଇଡିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସଞ୍ଜୟ କୁମାର ମିଶ୍ରାଙ୍କ ପ୍ରାୟ...

ନିପାର ଚିକିତ୍ସା ପାଇଁ ଅଷ୍ଟ୍ରେଲିଆରୁ ଆସିବ ମୋନୋକ୍ଲୋନାଲ ଆଣ୍ଟିବଡି

ନୂଆଦିଲ୍ଲୀ୧୫।୯: ନିପା ଭାଇରସ ସଂକ୍ରମଣର ଚିକିତ୍ସା ପାଇଁ ଭାରତ ଅଷ୍ଟ୍ରେଲିଆରୁ ଆଉ ୨୦ରୁ ଅଧିକ ଡୋଜ ମୋନୋକ୍ଲୋନାଲ ଆଣ୍ଟିବଡି କିଣିବ। ଆଇସିଏମଆର ମହାନିର୍ଦ୍ଦେଶକ ରାଜୀବ ବାହଲ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୮ରେ ଅଷ୍ଟ୍ରେଲିଆରୁ କିଛି ମାତ୍ରାରେ...

ଅନନ୍ତନାଗ ଏନ୍‌କାଉଣ୍ଟର: ଆଖି ବୁଜିଲେ ଆଉଜଣେ ଆହତ ଯବାନ

ନୂଆଦିଲ୍ଲୀ,୧୫ା୯: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ବୁଧବାର ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ସେନା କଲୋନେଲ, ଜଣେ ମେଜର ଏବଂ ଜଣେ ପୋଲିସ ଅଫିସର ଶହୀଦ ହୋଇଥିଲେ। ଗୁଳିବିନିମୟ ବେଳେ ଆହତ ହୋଇଥିବା ଜଣେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri