ଜାତୀୟ

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ବିଶେଷ କିଛି ଭଲ ହୋଇନାହିଁ। ଖେଳର ପ୍ରଥମ...

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି। ଆଦିତ୍ୟ ଠାକରେ, ଅନିଲ ଦେଶାଇ ଏବଂ ସଞ୍ଜୟ ରାଉତଙ୍କ ସମେତ ବରିଷ୍ଠ ନେତାମାନେ...

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ ପ୍ରମାଣ ଦେଇନାହିଁ। ବର୍ତ୍ତମାନ କାନାଡାର ଜାତୀୟ ସୁରକ୍ଷା ବିଶେଷଜ୍ଞ ଜୋ ଆଡାମ ଜର୍ଜ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ଠାରୁ ସୁରକ୍ଷିତ ରହିବାକୁ...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ ଚାପୁଡ଼ା ମାରିଛନ୍ତି। ମେଳାରେ ସେମାନେ ଖୋଲାଖୋଲି ଭାବେ ବିଷାକ୍ତ ମଦ ବିକ୍ରି କରିଥିଲେ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ ଅଭିଯୁକ୍ତ ତାଲିବ ଏବଂ ସରଫରାଜ ଆହତ ହୋଇଥିଲେ। କଂଗ୍ରେସ ନେତା ସୁପ୍ରିୟା ଶ୍ରୀନେତ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର ଆଇ.ପି. ଆଡ୍ରେସରେ ଧମକ ପୋଷ୍ଟ କରିବା ପାଇଁ ଆଇପି ଆଡ୍ରେସ ସମ୍ପର୍କରେ ସୂଚନା...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ ବିଦେଶରେ ବସିଥିବା ଲୋକଙ୍କ ଦ୍ୱାରା ପରିଚାଳିତ ହେଉଛି। ଏହି ଅଭିଯୋଗକୁ ଖଣ୍ଡନ କରି...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ ପ୍ରାଣ ହରାଇଛନ୍ତି। ସିଓ୍ବାନରେ ବିଷାକ୍ତ ମଦ ୨୦ ଜୀବନ ନେଇଥିବାବେଳେ ସରନରେ ୫...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଦାବି...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ କରିବା ମାମଲାରେ ଅଭିନେତ୍ରୀଙ୍କୁ ଇଡି ପକ୍ଷରୁ ପଚରାଉଚରା କରାଯାଉଛି। ଏହି ଆପରେ ଆଇପିଏଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri