ଜାତୀୟ

ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୮: ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ସେ ଦ୍ୱିତୀୟ ରାଉଣ୍ଡରେ ୮୮.୧୭ ମିଟର ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ସହ ସେ...

ଆଦାନୀଙ୍କୁ ଅଧିକ ୩,୮୦୨ କୋଟି ଦେଇଛି ଜିୟୁଭିଏନ୍‌ଏଲ୍‌

ଅହମଦାବାଦ,୨୮ା୮: ଗୁଜରାଟ ଉର୍ଜା ବିକାଶ ନିଗମ ଲିମିଟେଡ୍‌ (ଜିୟୁଭିଏନ୍‌ଏଲ୍‌) ଆଦାନୀ ପାଓ୍ବାର ମୁନ୍ଦ୍ରା ଲିଃ (ଏପିଏମ୍‌ୟୁଏଲ୍‌)କୁ ଗତ ୫ ବର୍ଷ ମଧ୍ୟରେ ବିଦ୍ୟୁତ୍‌ ଦେୟ ବାବଦକୁ ପ୍ରାୟ ୩,୮୦୨ କୋଟି ଟଙ୍କା ଅଧିକ ପଇଠ କରିଥିବା ବିରୋଧୀ କଂଗ୍ରେସ ଅଭିଯୋଗ...

ମଣିପୁରରେ ୩ ଘର ଜାଳିଦେଲେ

ଇମ୍ଫାଲ,୨୮।୮: କିଛି ଦିନର ଅନ୍ତରାଳ ପରେ ମଣିପୁରରେ ରବିବାର ପୁଣି ହିଂସାକାଣ୍ଡ ଘଟିଛି। ନୂଆ ଲମ୍ବୁଲେନ୍‌ ଅଞ୍ଚଳରେ ଥିବା ୩ ଘରକୁ ଅଜ୍ଞାତ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଘଟଣା ପରେ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲ୍‌ ବନ୍ଦ

ଲକ୍ଷ୍ନୌ,୨୮ା୮: ଉତ୍ତରପ୍ରଦେଶ ମୁଜାଫରପୁରର ଯେଉଁ ସ୍କୁଲ୍‌ର ଶିକ୍ଷୟିତ୍ରୀ ଜଣେ ମୁସଲମାନ ଛାତ୍ରଙ୍କୁ ତାଙ୍କ ସହପାଠୀମାନଙ୍କ ଦ୍ୱାରା ମାଡ଼ ମରାଇଥିଲେ, ତାହାକୁ ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ଶିକ୍ଷା ବିଭାଗ ଏନେଇ ସ୍କୁଲ୍‌ ପରିଚାଳନା...

ଚନ୍ଦ୍ରର ତାପମାତ୍ରା ପ୍ରୋଫାଇଲ ପଠାଇଲା ଲ୍ୟାଣ୍ଡର

ବେଙ୍ଗାଲୁରୁ,୨୮ା୮: ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମରେ ଥିବା ସର୍ଫେସ୍‌ ଥମୋଫିଜିକାଲ ଏକ୍ସପେରିମେଣ୍ଟ ପ୍ଲେଲୋଡ୍‌ (ଚାଷ୍ଟେ) ଚନ୍ଦ୍ର ଦକ୍ଷିଣ ମେରୁ ଚତୁଃପାର୍ଶ୍ୱରେ ଥିବା ଉପର ମୃତ୍ତିକାର ତାପମାତ୍ରା ପ୍ରୋଫାଇଲ ପଠାଇଛି। ଚନ୍ଦ୍ରପୃଷ୍ଠର ତାପମାତ୍ରା ସମ୍ପର୍କରେ ଜାଣିବାରେ ଏହା ସହାୟକ ହେବ ବୋଲି ଇସ୍ରୋ...

ଆତିକ୍‌ଙ୍କ ବେନାମୀ ସମ୍ପତ୍ତି ଉପରେ ପ୍ରଥମ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୨୭ା୮: ଗ୍ୟାଙ୍ଗଷ୍ଟର ଆତିକ୍‌ ଅହମଦଙ୍କ ପରିବାର କୋଟି କୋଟି ଟଙ୍କାର ବେନାମୀ ସମ୍ପତ୍ତି ହାସଲ କରିଛନ୍ତି। ଆୟକର ବିଭାଗ ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରେ ଜଣେ ବିପିଏଲ୍‌ କାର୍ଡଧାରୀ ସୁରକ୍ଷା କର୍ମୀଙ୍କ ନିକଟରେ ଥିବା ଆତିକଙ୍କ ୬ଟି ଜମିକୁ ଆୟକର ବିଭାଗ...

ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ ସ୍ଥାନ ‘ଶିବଶକ୍ତି’ ରଖିବାରେ କୌଣସି ଭୁଲ୍‌ ନାହିଁ: ଇସ୍ରୋ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୭ା୮: ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ ସ୍ଥାନର ନାଁ ‘ଶିବଶକ୍ତି’କୁ ନେଇ କୌଣସି ବିବାଦ ନାହିଁ ବୋଲି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଅଧ୍ୟକ୍ଷ ଏସ୍‌. ସୋମନାଥ ରବିବାର ପ୍ରକାଶ କରିଛନ୍ତି। ଶିବଶକ୍ତି ନାଁ ରଖିବାରେ କୌଣସି ଭୁଲ୍‌ ନାହିଁ ବୋଲି...

ବିହାରରେ ନିର୍ବାଚନ ଲଢ଼ିବ ଏଏପି

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆଗାମୀ ବିହାର ବିଧାନସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ଫଳରେ ବିରୋଧୀ ଏକତା ଇଣ୍ଡିଆ ମେଣ୍ଟକୁ ଆଉ ଏକ ବଡ଼ ଧକ୍କା ଲାଗିଛି। ୨୦୨୫ରେ ବିହାର ବିଧାନସଭା...

କଂଗ୍ରେସର ଦାବି: ‘ଇଣ୍ଡିଆ’ ସହ ଯୋଗାଯୋଗରେ ଅଛନ୍ତି ଏନ୍‌ଡିଏ ବୈଠକରେ ଯୋଗଦେଇଥିବା କିଛି ଦଳ

ନୂଆଦିଲ୍ଲୀ,୨୭।୮: କଂଗ୍ରେସ ମୁଖପାତ୍ର ଆଲୋକ ଶର୍ମା ରବିବାର ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଭାଜପା ନେତୃତ୍ୱାଧୀନ ଏନଡିଏ ବୈଠକରେ ଯୋଗ ଦେଇଥିବା ୩୮ଟି ଦଳ ମଧ୍ୟରୁ ୪ ଦଳ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ସହ ଯୋଗାଯୋଗରେ...

ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠରେ ମାପିଲା ମାଟିର ତାପମାତ୍ରା: ଗ୍ରାଫ୍‌ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ,୨୮୭।୮: ଭାରତର ଚନ୍ଦ୍ରୟାନ-୩ ଚନ୍ଦ୍ର ବିଷୟରେ ସୂଚନା ଦେବା ଆରମ୍ଭ କରିଛି। ବିକ୍ରମ ଲ୍ୟାଣ୍ଡର୍‌ ଏବଂ ରୋଭର ପ୍ରଜ୍ଞାନ ଉପରେ ଥିବା ସମସ୍ତ ଯନ୍ତ୍ରଗୁଡ଼ିକ ସଠିକ ଭାବରେ କାମ କରୁଛି। ଲ୍ୟାଣ୍ଡର୍‌ ବିକ୍ରମ ଚନ୍ଦ୍ର ପୃଷ୍ଠର ତାପମାତ୍ରା ଚିହ୍ନଟ କରିଛି।...

ଅଖିଳେଶଙ୍କୁ ନାଗ ସାପ ସହ ତୁଳନା କଲେ କେଶବ ମୌର୍ଯ୍ୟ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ମାଉ ଜିଲାର ଘୋସି ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନକୁ ନେଇ ଆଜିକାଲି ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। ଏହି କ୍ରମରେ ଘୋସି ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଦାରା ସିଂ ଚୌହାନଙ୍କୁ ସମର୍ଥନ କରି ଏକ ସାଧାରଣ ସଭାକୁ...

ଓୱାଇସିଙ୍କ ହାତରେ କେସିଆରଙ୍କ କାର୍‌ ଷ୍ଟିଅରିଂ: ଶାହା

ହାଇଦ୍ରାବାଦ୍‌,୨୭।୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ତେଲେଙ୍ଗାନା ଖମ୍ମମରେ ‘ରାୟଥୁ ଗୋସା-ଭାଜପା ଭରୋସା’ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏଥର ଭାଜପା ଏଠାରେ କ୍ଷମତାକୁ ଆସିବ ବୋଲି ସେ ଦାବି କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ହେଉଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri