ଜାତୀୟ

ଏଫଆଇଆରରେ ବିଳମ୍ବ ହେଲେ କୋର୍ଟଙ୍କୁ ସତର୍କ ରହିବା ଜରୁରୀ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୭।୯ : ସୁପ୍ରିମକୋର୍ଟ ଏକ ମାମଲାରେ ରାୟ ଦେବାବେଳେ କହିଛନ୍ତି ଯେତେବେଳେ ମାମଲାର ଏଫଆଇଆର୍‌ ପଞ୍ଜୀକରଣରେ ବିଳମ୍ବ ହୁଏ ଏବଂ କୌଣସି ସ୍ପଷ୍ଟୀକରଣ ଦିଆଯାଇ ନ ଥାଏ, ତେବେ ଏପରି ପରିସ୍ଥିତିରେ କୋର୍ଟ ସତର୍କ ରହିବା ସହ ପ୍ରମାଣକୁ ଯତ୍ନର...

କେନ୍ଦ୍ର ଉପରେ ଗୁରୁତର ଅଭିଯୋଗ ଆଣିଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୭।୯: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା କେନ୍ଦ୍ରରେ ଭାଜପା ସରକାର ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କେନ୍ଦ୍ର ସରକାରଙ୍କୁ ଗରିବ ବିରୋଧୀ ଏବଂ ପୁଞ୍ଜିବାଦୀ ସରକାର ବୋଲି କହିଛନ୍ତି। ସିଦ୍ଦରାମାୟା ଭାଜପା ସରକାରକୁ ମଧ୍ୟ ‘ନିଚ୍ଚ’ ବୋଲି ବର୍ଣ୍ଣନା କରିଛନ୍ତି।...

୨୨ ପ୍ରତିଶତ ଶସ୍ତା ହେବ ମସୁର ଡାଲି, ଆମେରିକାରୁ ଆମଦାନୀ ଡାଲି ଉପରେ କଷ୍ଟମ ଡ୍ୟୁଟି ଛାଡ…

ନୂଆଦିଲ୍ଲୀ,୭।୯ : ଡାଲିର ମୂଲ୍ୟ ବୃଦ୍ଧି ଯୋଗୁ ଲୋକେ ହଇରାଣ ହେଉଥିବାବେଳେ ଏକ ଖୁସି ଖବର ଆସିଛି। ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଅନ୍ତର୍ଗତ ଆମେରିକାରୁ ଆମଦାନୀ ହୋଇଥିବା ମସୁର ଡାଲି ଉପରେ କଷ୍ଟମ ଡ୍ୟୁଟି ଛାଡ...

ଉଦୟନିଧିଙ୍କ ବିବାଦୀୟ ମନ୍ତବ୍ୟ ଉପରେ ସଫେଇଦେଲେ ଏମ.କେ ଷ୍ଟାଲିନ

ଚେନ୍ନାଇ,୭।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କ ସନାତନ ଧର୍ମ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ତାଙ୍କ ପିତା ଏମ.କେ ଷ୍ଟାଲିନମଧ୍ୟ ଏ ସମ୍ପର୍କରେ ଏକ ବିବୃତ୍ତି ଜାରି...

ଚନ୍ଦନ ଟିକା ଲଗାଇ ଚାଟୁକାର ସାଜି ଦେଶ ବିଭାଜନ କରୁଛି ଭାଜପା: ଆରଜେଡି…

ପାଟନା,୭।୯ : ଆରଜେଡି ରାଜ୍ୟ ସଭାପତି ଜଗଦାନନ୍ଦ ସିଂ ଭାଜପା ବିରୋଧରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେଉଁମାନେ ଚନ୍ଦନ ଟିକା ଲଗାଇ ଚାଟୁକାର ସାଜି ବୁଲୁଛନ୍ତି ସେମାନେ ଭାରତକୁ ଦାସତ୍ୱ ବନ୍ଧନରେ ବାନ୍ଧୁଛନ୍ତି। ସେ ଆରଏସଏସ...

ଚନ୍ଦ୍ର-ପୃଥିବୀର ସେଲ୍‌ଫି ଉଠାଇଲା ଆଦିତ୍ୟ ଏଲ୍‌୧

ନୂଆଦିଲ୍ଲୀ,୭।୯: ଦେଶର ପ୍ରଥମ ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍‌୧ ଧୀରେ ଧୀରେ ଏହାର ଗନ୍ତବ୍ୟ ସ୍ଥଳକୁ ଗତି କରୁଛି। ସୂର୍ଯ୍ୟ-ପୃଥିବୀ ଏଲ୍‌୧ ପଏଣ୍ଟକୁ ଯାଉଥିବା ଆଦିତ୍ୟ ଏଲ୍‌୧ ପୃଥିବୀ ଏବଂ ଚନ୍ଦ୍ରର ସେଲଫି ନେଇଛି। ସୋସିଆଲ ମିଡିଆ ସାଇଟ ଏକ୍ସ...

ସନାତନ ବିବାଦ ନିଆଁରେ ଘିଅ ଢାଲିଲେ ଏ.ରାଜା, କହିଲେ ସନାତନ ଧର୍ମ ଏଚଆଇଭି ଅବା ଲେପର୍ସି ଭଳି…

ଚେନ୍ନାଇ,୭।୯ : ସନାତନ ଧର୍ମକୁ ନେଇ ତାମିଲନାଡୁ ସିଏମ ଏମକେ ଷ୍ଟାଲିନଙ୍କ ପୁଅ ଉଦୟାନିଧିଙ୍କ ବିବୃତ୍ତି ଉପରେ ବିବାଦ ବନ୍ଦ ହେବାର ନା ଧରୁନି। ଏହି ସମୟରେ ତାଙ୍କ ଦଳ ଡିଏମକେର ଅନ୍ୟ ଜଣେ ନେତା ଏ. ରାଜା ମଧ୍ୟ...

ଭାରତ ଆସିବା ପୂର୍ବରୁ ବାଇଡେନ କହିଲେ ଏମିତି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭ା୯: ଭାରତ ୯ ଏବଂ ୧୦ ସେପ୍ଟେମ୍ବରରେ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ଯେଉଁଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ସରିଯାଇଛି। ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯାଇଛି। ଜି -୨୦ ସମ୍ମିଳନୀରେ ଭାରତ ଏହାର...

ସନାତନ ବିରୋଧି ମନ୍ତବ୍ୟକୁ ଆମେ ସମର୍ଥନ କରୁନୁ, ଇଣ୍ଡିଆ ମେଣ୍ଟର ସ୍ବାର୍ଥ ପାଇଁ ଏଭଳି ମନ୍ତବ୍ୟରୁ ଦୂରେଇ ରହବା ଜରୁରୀ…

ମୁମ୍ବାଇ,୭।୯ : ତାମିଲନାଡୁର ସିଏମ ଏମ.କେ ଷ୍ଟାଲିନଙ୍କ ସନାତନ ଧର୍ମକୁ ସମାପ୍ତ କରିବା ବିବୃତ୍ତି ଉପରେ ବିବାଦ ଜାରି ରହିଛି। ବର୍ତ୍ତମାନ ଉଦୟ ବାଲା ସାହେବ ଠାକରେ ଏବଂ ଇଣ୍ଡିଆ ଆଲାଇନ୍ସର ଶିବସେନା ପକ୍ଷରୁ ମଧ୍ୟ ଏହାକୁ ସମାଲୋଚନା କରାଯାଇଛି।...

୯୦ କୋଟି ଲୋକଙ୍କ ଭାବନାକୁ ଆଘାତ ଦେଇପାରିବେ ନାହିଁ ଉଦୟନିଧି: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୭।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ସନାତନ ଧର୍ମକୁ ରଦ୍ଦ କରିବାର ବିବୃତ୍ତି ଉପରେ ବିବାଦ ଥମିବାର ନାଁ ନେଉନାହିଁ। ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ସଦସ୍ୟ ତଥା ଶିବସେନା(ୟୁବିଟି)ମଧ୍ୟ ଏହାକୁ ସମାଲୋଚନା କରିଛି। ଉଦୟନିଧି ଏହି ଦେଶରେ...

ବିବାଦ ଉଗ୍ରରୂପ ନେବା ପରେ ସନାତନ ନେଇ ମତ ରଖିଲେ ଉଦୟାନିଧି: ମୋ ମନ୍ତବ୍ୟର ଭୁଲ ଅର୍ଥ ବାହାର କରାଯାଇଛି…

ଚେନ୍ନାଇ,୭।୯ : ତାମିଲନାଡୁର କ୍ରୀଡା ମନ୍ତ୍ରୀ ଉଦୟାନିଧି ଷ୍ଟାଲିନ ସନାତନ ଧର୍ମ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଉଗ୍ରରୂପ ନେବା ପରେ ଦେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ସେ କହିଛନ୍ତି ମୋର ବିବୃତ୍ତିକୁ ଭୁଲ ବ୍ୟାଖ୍ୟା କରାଯାଇଛି...

ଯେ ପର୍ଯ୍ୟନ୍ତ ଘୃଣା ଶେଷ ନ ହୋଇଛି ଯାତ୍ରା ରହିବ ଜାରି: ରାହୁଲ…

ନୂଆଦିଲ୍ଲୀ,୭।୯ : ଗୁରୁବାର ଭାରତ ଯୋଡୋ ଯାତ୍ରା ଆରମ୍ଭ ହେବାର ପ୍ରଥମ ବାର୍ଷିକୀ । ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଦେଶରେ ଘୃଣା ଶେଷ ନହେବା ପର୍ଯ୍ୟନ୍ତ ଏହି ଯାତ୍ରା ଜାରି ରହିବ। ଭାରତ ଯୋଡୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri