ଜାତୀୟ

ଭାଜପା ସମ୍ପତ୍ତି ୨୧% ବୃଦ୍ଧି

ନୂଆଦିଲ୍ଲୀ, ୫ା୯ (ପି.ଟି.):୮ଟି ଜାତୀୟ ରାଜନୈତିକ ଦଳ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ସେମାନଙ୍କ ସମ୍ପତ୍ତି ୮,୮୨୯ କୋଟି ୧୬ ଲକ୍ଷ ଟଙ୍କା ବୋଲି ଘୋଷଣା କରିଛନ୍ତି। ୨୦୨୦-୨୧ରେ ଏହି ପରିମାଣ ୭,୨୯୭ କୋଟି ୬୨ ଲକ୍ଷ ଥିଲା। ଆସୋସିଏଶନ...

ଗୁରୁ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୯: ଭାରତର ପୂର୍ବତନ ରାଷ୍ଟପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମବାର୍ଷିକୀ। ଏହି ଦିନକୁ ସାରା ଦେଶରେ ଗୁରୁ ଦିବସ ଭାବରେ ପାଳନ କରାଯାଏ। ଏହି ଅବସରରେ ପ୍ରଧାନେମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଗୁରୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଜରିଆରେ ସେ...

ଭାରତର ଭବିଷ୍ୟତ ଗଠନରେ ଶିକ୍ଷକମାନଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା: ମୋଦି

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷକମାନଙ୍କୁ ଦେଶର ବିଭିନ୍ନ ଅଞ୍ଚଳର ସଂସ୍କୃତି ଏବଂ ବିବିଧତାକୁ ନିଜ ବିଦ୍ୟାଳୟରେ ପାଳନ କରିବାକୁ ଅନୁରୋଧ କରିଛନ୍ତି। ଦେଶର ଯୁବ ମାନସିକତା ବିକାଶରେ ଶିକ୍ଷକଙ୍କ ଉଦ୍ୟମକୁ ସେ ପ୍ରଶଂସା କରିଥିଲେ।...

ଖୁବ୍‌ଶୀଘ୍ର ମହିଳାମାନଙ୍କୁ ସଂସଦ-ବିଧାନସଭାରେ ମିଳିବ ଉପଯୁକ୍ତ ପ୍ରତିନିଧିତ୍ୱ: ଉପରାଷ୍ଟ୍ରପତି

ଜୟପୁର,୫।୯: ଉପରାଷ୍ଟ୍ରପତି ଜଗଦୀପ ଧନଖର ଜୟପୁରରେ ପହଞ୍ଚି ମହାରାଣୀ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ସହ ‘ରାଷ୍ଟ୍ର ନିର୍ମାଣରେ ମହିଳାଙ୍କ ଅଂଶଗ୍ରହଣ’ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସାମ୍ବିଧାନିକ ସଂଶୋଧନ ମାଧ୍ୟମରେ ସଂସଦ ଏବଂ ବିଧାନସଭାରେ ମହିଳାମାନେ ଉପଯୁକ୍ତ ପ୍ରତିନିଧିତ୍ୱ ପାଇବେ ଉପରାଷ୍ଟ୍ରପତି କହିଛନ୍ତି।...

ଏନ୍‌ସି ନେତାଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୯: ୨୦୧୮ରେ ଜମ୍ମୁ-କଶ୍ମୀର ବିଧାନସଭାରେ ‘ପାକିସ୍ତାନ ଜିନ୍ଦାବାଦ୍‌’ ସ୍ଲୋଗାନ ଦେଇଥିବା ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ନେତା ମହମ୍ମଦ ଆକବର ଲୋନ୍‌ଙ୍କୁ ଦିନକ ମଧ୍ୟରେ ସତ୍ୟପାଠ ଦାଖଲ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ସେ ଭାରତର ସମ୍ବିଧାନକୁ ମାନୁଥିବା,...

ରାଜ୍ୟପାଳ-ପଶ୍ଚିମବଙ୍ଗ ସରକାର ମୁହଁାମୁହଁି

କୋଲ୍‌କାତା,୫।୯: କୁଳପତି ନିଯୁକ୍ତିକୁ ନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ଓ ଟିଏମ୍‌ସି ମଧ୍ୟରେ ପୁଣି ନୂଆ ବିବାଦ ଦେଖାଦେଇଛି। ରବିବାର ରାଜ୍ୟର ୭ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ରାଜ୍ୟପାଳ ସି.ଭି. ଆନନ୍ଦବୋଷ ନିଯୁକ୍ତି ଦେଇଥିଲେ। ଏହାକୁ ନେଇ ସୋମବାର ରାଜ୍ୟ ଶିକ୍ଷାମନ୍ତ୍ରୀ ଭତ୍ୟ...

କଂଗ୍ରେସ କାର୍ଯ୍ୟକ୍ରମର ବାସି ଖାଦ୍ୟ ଖାଇ ୨୦ ଗୋରୁ ମୃତ

ରାୟପୁର,୫ା୯: ଛତିଶଗଡ଼ର ନୟା ରାୟପୁର ଅନ୍ତର୍ଗତ ଟୁଟା ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିବା ସହ ଅନେକ ଅସୁସ୍ଥ ହୋଇପଡ଼ିଥିବାରୁ ବିରୋଧୀ ଭାଜପା କଂଗ୍ରେସ ସରକାରଙ୍କୁ ସମାଲୋଚନା କରିଛି। ଖବର ଅନୁଯାୟୀ ଗତ ୨ ତାରିଖରେ ଉକ୍ତ ସ୍ଥାନରେ...

ୟୁପି ମନ୍ତ୍ରୀ ସନାତନ ଧର୍ମକୁ ଅପମାନିତ କରିଥିଲେ

ଉତ୍ତରପ୍ରଦେଶ ରାମପୁରର ଲୋଧେଶ୍ୱର ମହାଦେବ ମନ୍ଦିରରେ ଥିବା ଶିବଲିଙ୍ଗ ଉପରେ ରାଜ୍ୟ ମନ୍ତ୍ରୀ ସତୀଶ ଶର୍ମା ହାତ ଧୋଉଥିବାର ଭିଡିଓ ଭାଇରାଲ ହେବା ପରେ ବିରୋଧୀ ଦଳଗୁଡ଼ିକ ଏହାର ନିନ୍ଦା କରିଛନ୍ତି। ମନ୍ଦିରର ପୂଜକ ସତୀଶଙ୍କୁ ଶିବଲିଙ୍ଗ ଆଧାରରେ ହାତ...

‘ସନାତନ ଧର୍ମକୁ ସମ୍ମାନ ଦିଏ’: ଉଦୟନିଧିଙ୍କ ମନ୍ତବ୍ୟ ଉପରେ ମମତାଙ୍କ ଟିପ୍ପଣି

ନୂଆଦିଲ୍ଲୀ,୫ା୯: ସନାତନ ଧର୍ମ ଉପରେ ଡିଏମ୍‌କେ ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟକୁ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାପସନ୍ଦ କରିଛନ୍ତି। ସେ ତାମିଲନାଡୁ ଓ ଦକ୍ଷିଣ ଭାରତର ଜନସାଧାରଣଙ୍କୁ ସମ୍ମାନ ଦିଅନ୍ତି। ପ୍ରତ୍ୟେକ...

ୟୁପି ପ୍ରିନ୍ସିପାଲ୍‌ ହତ୍ୟା ମାମଲା: ଆଇଏସ୍‌ ସମର୍ଥକ ଦୋଷୀସାବ୍ୟସ୍ତ

ନୂଆଦିଲ୍ଲୀ,୫ା୯: ଉତ୍ତରପ୍ରଦେଶର ଜଣେ ଅବସରପ୍ରାପ୍ତ ହାଇସ୍କୁଲ୍‌ ପ୍ରିନ୍ସିପାଲ୍‌ଙ୍କୁ ହତ୍ୟା ମାମଲାରେ ଲକ୍ଷ୍ନୌର ସ୍ବତନ୍ତ୍ର ଏନ୍‌ଆଇଏ କୋର୍ଟ ଆଇଏସ୍‌ ଆତଙ୍କବାଦୀ ସଂଗଠନ ସହ ସମ୍ପୃକ୍ତ ୨ ଉଗ୍ରପନ୍ଥୀଙ୍କୁ ଦୋଷୀସାବ୍ୟସ୍ତ କରିଛି। ୭ ବର୍ଷ ପୂର୍ବେ କାନ୍‌ପୁରର ପୂର୍ବତନ ସ୍କୁଲ୍‌ ପ୍ରିନ୍ସପାଲ ରାମବାବୁ ଶୁକ୍ଳାଙ୍କୁ...

ପୁଣି ସନାତନ ଧର୍ମକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୫।୯: ତାମିଲନାଡୁର ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମ ବିରୋଧରେ ବିବୃତ୍ତି ଦେବା ଦିନଠାରୁ ସେ ଭାଜପା ସମେତ ସମସ୍ତ ହିନ୍ଦୁ ଧାର୍ମିକ ନେତାଙ୍କ ଟାର୍ଗେଟରେ ରହିଆସିଛନ୍ତି। ଦେଶର ବିଭିନ୍ନ ଅଞ୍ଚଳରେ ତାଙ୍କ ବିରୋଧରେ ପ୍ରଦର୍ଶନ ପ୍ରଦର୍ଶନ କରାଯାଉଛି। କିନ୍ତୁ...

ଜି-୨୦କୁ କିଏ ଆସୁଛି, କିଏ ନାହିଁ ଧ୍ୟାନ ନ ଦେଇ ପ୍ରସଙ୍ଗ ଉପରେ ଧ୍ୟାନ ଦେବା ଉଚିତ୍‌: ଜୟଶଙ୍କର

ନୂଆଦିଲ୍ଲୀ,୫।୯: ଭାରତରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ଅନୁପସ୍ଥିତି ନିଶ୍ଚିତ ହୋଇଛି। ଅନେକ ଲୋକ ମଧ୍ୟ ଏହି ବିଷୟରେ ପ୍ରଶ୍ନ ଉଠାଉଛନ୍ତି। ବୈଦେଶିକ ମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri