ଜାତୀୟ

ସନାତନ ଧର୍ମର ବିଲୋପ ଜରୁରୀ: ଉଦୟନିଧି

ଚେନ୍ନାଇ/ନୂଆଦିଲ୍ଲୀ,୪ା୯ : ଭୋଟ ପାଖେଇ ଆସିଲେ ଭାଜପା ନେତାମାନେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଛାଡ଼ି ଧର୍ମୀୟ କାର୍ଡ ଖେଳିବା ସହ ଧ୍ରୁବୀକରଣ ବଳରେ ନିର୍ବାଚନ ଜିତିବା ପାଇଁ ପ୍ରାଣପଣେ ଉଦ୍ୟମ କରୁଥିବା ଦେଖିବାକୁ ମିଳିଥାଏ। ଦେଶରେ ବଢ଼ିଚାଲିଥିବା ମୁଦ୍ରାସ୍ଫୀତି, ବେକାରି ସମସ୍ୟା...

‘ଯୌତୁକ ନିର୍ଯାତନାର ମିଥ୍ୟା ଅଭିଯୋଗ ଚରମ ନିଷ୍ଠୁରତା’

ନୂଆଦିଲ୍ଲୀ,୪ା୯(ପି.ଟି.) : ସ୍ବାମୀଙ୍କ ପରିବାର ବିରୋଧରେ ମହିଳା ମିଥ୍ୟା ଯୌତୁକ ନିର୍ଯାତନା କିମ୍ବା ବଳାତ୍କାର ଅଭିଯୋଗ ଆଣିବା ‘ଚରମ ନିଷ୍ଠୁରତା’ ଏବଂ ଏହାର କ୍ଷମା ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଉଚ୍ଚ ଅଦାଲତଙ୍କ ମତରେ କୌଣସି ବୈବାହିକ ସମ୍ପର୍କର...

ମଣିପୁର ସ୍ଥିତି ସମ୍ଭାଳିବେ ଅବସରପ୍ରାପ୍ତ ସେନା ଅଧିକାରୀ

ଇମ୍ଫାଲ,୪।୯: ମଣିପୁରରେ ଦୀର୍ଘ ୪ ମାସହେଲା ହିଂସାକାଣ୍ଡ ଲାଗି ରହିଛି। ଏଥିରେ ୨୦୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଅବସରପ୍ରାପ୍ତ ସେନା ଅଧିକାରୀ କଲୋନେଲ୍‌ ନେକ୍ଟର ସଞ୍ଜୀବମ୍‌ଙ୍କୁ ପୋଲିସ ବିଭାଗରେ ୫ ବର୍ଷ ଲାଗି ନିଯୁକ୍ତ...

ମଣିପୁରରେ ୧୨,୬୯୪ ପିଲା ବିସ୍ଥାପିତ

ଇମ୍ଫାଲ,୪ା୯ : ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦୀର୍ଘ ୪ ମାସ ହେଲା ଲାଗିରହିଥିବା ଜାତିଆଣ ସଂଘର୍ଷ ଓ ହିଂସାକାଣ୍ଡରେ ପାଖାପାଖି ୨୦୦ ଲୋକଙ୍କ ଜୀବନ ଯାଇଥିବାବେଳେ ୫୦ ହଜାରରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ବିସ୍ଥାପିତଙ୍କ ମଧ୍ୟରେ ୧୨,୬୯୪ ପିଲା...

ଆଦିତ୍ୟ-ଏଲ୍‌୧ର ପ୍ରଥମ କକ୍ଷ ଉତ୍ଥାନ

ବେଙ୍ଗାଲୁରୁ,୪ା୯: ଭାରତର ପ୍ରଥମ ସୋଲାର ମିଶନ ଆଦିତ୍ୟ-ଏଲ୍‌୧ ସୂର୍ଯ୍ୟ ଅଭିମୁଖେ ଉତ୍‌କ୍ଷେପଣ କରାଯିବାର ଦିନକ ପରେ ଏହାର ପ୍ରଥମ ପୃଥିବୀ କୈନ୍ଦ୍ରିକ କକ୍ଷପଥ ଉତ୍ଥାନ ରବିବାର ସଫଳତାର ସହ ସମ୍ପନ୍ନ ହୋଇଛି। ଏହି ମହାକାଶ ଯାନ ଭଲ ସ୍ଥିତିରେ ରହିଥିବା...

ଜି୨୦ ସମିଟ୍‌: ୨୦୭ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୩ା୯: ଦିଲ୍ଲୀର ପ୍ରଗତି ମଇଦାନରେ ଆସନ୍ତା ୯ ଏବଂ ୧୦ ତାରିଖରେ ଜି ୨୦ ରାଷ୍ଟ୍ରଗୋଷ୍ଠୀର ନେତାମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ। ସୁରକ୍ଷାକୁ ଦୃଷ୍ଟିରେ ଭାରତୀୟ ରେଲଓ୍ବେ ଦିଲ୍ଲୀକୁ ଚଳାଚଳ କରିବାକୁ ଥିବା ୨୦୭ ମେଲ୍‌ ଏବଂ ଏକ୍ସପ୍ରେସ୍‌ ଟ୍ରେନ୍‌କୁ...

୫ରେ ଇଣ୍ଡିଆ ଏମ୍‌ପିଙ୍କ ବୈଠକ: ରଣନୀତି ସମ୍ପର୍କରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୩ା୯: ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସେପ୍ଟେମ୍ବର ୫ ତାରିଖରେ ଇଣ୍ଡିଆ ମେଣ୍ଟ ସହଯୋଗୀ ଦଳଗୁଡ଼ିକର ଏମ୍‌ପିମାନଙ୍କ ବୈଠକ ଡାକିଛନ୍ତି। ଖାର୍ଗେଙ୍କ ରାଜାଜୀ ମାର୍ଗ ବାସଭବନରେ ଏହି ବୈଠକ ବସିବା ନେଇ ସ୍ଥିର ହୋଇଛି।...

ଛୁରିଭୁସି ଶିକ୍ଷକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩ା୯ ଦିଲ୍ଲୀର ଜାମିଆନଗର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୨୮ ବର୍ଷୀୟ ଶିକ୍ଷକଙ୍କୁ ଛାତ୍ର ଜଣକ ଛୁରିଭୁସି ହତ୍ୟା କରିଛନ୍ତି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକ ଛାତ୍ରଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ଅନ୍ୟପକ୍ଷେ ଶିକ୍ଷକ...

ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୩।୮: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କୁ ହତ୍ୟା ଧମକ ମିଳିଛି। ଉତ୍ତରପ୍ରଦେଶର ବରେଲିରେ ଅନାସ ଅନସାରୀ ନାମକ ଜଣେ ଯୁବକ ତାଙ୍କୁ ଏହି ଧମକ ଦେଇଥିବା ଜଣାପଡିଛି। ଏଠାରେ ଅନାସ ଅନସାରୀ ଇନଷ୍ଟାଗ୍ରାମରେ ଏକ ଧମକପୂର୍ଣ୍ଣ ପୋଷ୍ଟ...

‘ଇଣ୍ଡିଆ’ ମେଣ୍ଟର ପ୍ରକୃତ ଏଜେଣ୍ଡା ହିନ୍ଦୁ ଧର୍ମକୁ ସଂପୂର୍ଣ୍ଣ ଧ୍ୱଂସ କରିବା’

ନୂଆଦିଲ୍ଲୀ,୩।୯: ତାମିଲନାଡୁର ଯୁବ କଲ୍ୟାଣ ମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ମନ୍ତବ୍ୟ(ସନାତନ ଧର୍ମକୁ ରଦ୍ଦ କରାଯିବା ଉଚିତ)କୁ ନେଇ ଦେଶରେ ରାଜନୈତିକ ଝଡ ସୃଷ୍ଟି ହୋଇଛି। ଷ୍ଟାଲିନଙ୍କ ବିବୃତ୍ତିକୁ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ସହିତ ଯୋଡି ରବିବାର...

ହରିୟାଣାର ପ୍ରତିଟି ବୁଥରେ ୧୦ ଜଣିଆ କମିଟି ଗଠନ କରିବ ଏଏପି

ନୂଆଦିଲ୍ଲୀ,୩।୯: ହରିୟାଣାରେ ସଂଗଠନର ସମ୍ପ୍ରସାରଣ ପରେ ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ରବିବାର ପ୍ରାୟ ୪୦୦୦ କର୍ମୀଙ୍କୁ ଶପଥ ଦେବା ଲାଗି ଭିଓ୍ବାନୀରେ ପହଞ୍ଚିଥିଲେ। ଏହି ସମୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ...

‘ଓ୍ବାନ ନେଶନ ଓ୍ବାନ ଏଜୁକେଶନ’ହେବା ଦରକାର: କେଜରିଓ୍ବାଲ

ନୂଆଦିଲ୍ଲୀ,୩।୯: ଲୋକ ସଭା ନିର୍ବାଚନ ପରେ ହରିୟାଣାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁ କାରଣରୁ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ହୋଇଛନ୍ତି। ଏହି କ୍ରମରେ ଆମ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri