ଜାତୀୟ

ହରିୟାଣାର ପ୍ରତିଟି ବୁଥରେ ୧୦ ଜଣିଆ କମିଟି ଗଠନ କରିବ ଏଏପି

ନୂଆଦିଲ୍ଲୀ,୩।୯: ହରିୟାଣାରେ ସଂଗଠନର ସମ୍ପ୍ରସାରଣ ପରେ ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ରବିବାର ପ୍ରାୟ ୪୦୦୦ କର୍ମୀଙ୍କୁ ଶପଥ ଦେବା ଲାଗି ଭିଓ୍ବାନୀରେ ପହଞ୍ଚିଥିଲେ। ଏହି ସମୟରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ...

‘ଓ୍ବାନ ନେଶନ ଓ୍ବାନ ଏଜୁକେଶନ’ହେବା ଦରକାର: କେଜରିଓ୍ବାଲ

ନୂଆଦିଲ୍ଲୀ,୩।୯: ଲୋକ ସଭା ନିର୍ବାଚନ ପରେ ହରିୟାଣାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁ କାରଣରୁ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ହୋଇଛନ୍ତି। ଏହି କ୍ରମରେ ଆମ ଆଦମୀ ପାର୍ଟି (ଏଏପି) ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

‘ଓ୍ବାନ ନେଶନ, ଓ୍ବାନ ଇଲେକ୍ସନକୁ ନେଇ’ ଆକ୍ସନରେ କମିଟି, ରାମନାଥ କୋବିନ୍ଦଙ୍କୁ ଭେଟିଲେ ଆଇନ ମନ୍ତ୍ରଣାଳୟର ଅଧିକାରୀ

ନୂଆଦିଲ୍ଲୀ,୩।୯: ଓ୍ବାନ ନେଶନ, ଓ୍ବାନ ଇଲେକ୍ସନ ଉପରେ ସାରା ଦେଶରେ ଏକ ନୂଆ ଆଲୋଚନା ଆରମ୍ଭ ହୋଇଛି। ଏହି ସମୟରେ ଆଇନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ରବିବାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। କୋବିନ୍ଦ ଲୋକ ସଭା, ରାଜ୍ୟ...

ଜି-୨୦ର ଶେଷ ଶେରପା ବୈଠକରେ ଦେଖିବାକୁ ମିଳିବ ମଓ୍ବୋତ ସଂସ୍କୃତିର ଝଲକ, ବିଦେଶୀ ଅତିଥିଙ୍କ ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି

ନୂଆଦିଲ୍ଲୀ,୩।୯: ହରିୟାଣାର ନୁହୁ ଜିଲାର ତାୱଡୁ ସବ-ଡିଭିଜନ ଅନ୍ତର୍ଗତ କୋଟା-ସାରାଇ ସୀମାନ୍ତ ଗ୍ରାମରେ ଅବସ୍ଥିତ ଆଇଟିସି ଗ୍ରାଣ୍ଡ ଭାରତ ହୋଟେଲରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଶେରପା ବୈଠକରେ ବିଦେଶୀ ଅତିଥିମାନେ ସିଧାସଳଖ ମେୱାତି ସଂସ୍କୃତିର...

‘ଇଣ୍ଡିଆ’ ଗୋଷ୍ଠୀ ହିନ୍ଦୁତ୍ୱକୁ ଘୃଣା କରୁଛି: ଶାହା

ନୂଆଦିଲ୍ଲୀ,୩ା୯: କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ରବିବାର ଡିଏମକେ ନେତା ତଥା ଏହାର ‘ଇଣ୍ଡିଆ’ ସହଯୋଗୀ ପାର୍ଟି କଂଗ୍ରେସ ‘ସନାତନ ଧର୍ମ’କୁ ନଷ୍ଟ କରିବା କଥା କହୁଥିବା ବେଳେ ରାହୁଲ ଗାନ୍ଧୀଙ୍କୁ ହିନ୍ଦୁ ସଂଗଠନ ସହ ତୁଳନା କରିବା...

୨ ଛାତ୍ରଙ୍କୁ ପାକିସ୍ତାନ ପଳାଇବାକୁ କହି ବିବାଦରେ ଶିକ୍ଷୟିତ୍ରୀ

ବେଙ୍ଗାଲୁରୁ,୩ା୯: ଉତ୍ତରପ୍ରଦେଶ ଏବଂ ଦିଲ୍ଲୀ ପରେ ବର୍ତ୍ତମାନ କର୍ନାଟକର ଜଣେ ଶିକ୍ଷୟିତ୍ରୀ ଦୁଇ ମୁସଲମାନ ଛାତ୍ରଙ୍କୁ ‘ପାକିସ୍ତାନ ପଳାଅ’ କହି ବିବାଦରେ ଛନ୍ଦି ହୋଇଛନ୍ତି। ଏହି ଘଟଣା ଶିବାମୋଗାର ଟିପୁ ନଗରରେ ଘଟିଛି। ଯେଉଁଠାରେ ଜଣେ ଶିକ୍ଷୟିତ୍ରୀ ଦୁଇ ଛାତ୍ରଙ୍କୁ...

ଉଦୟନିଧି ଷ୍ଟାଲିନଙ୍କ ବୟାନକୁ ନେଇ ନଡ୍ଡା କହିଲେ, ‘ଏହା ସନାତନ ଧର୍ମକୁ ଶେଷ କରିବାର ରଣନୀତି’

ନୂଆଦିଲ୍ଲୀ,୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦାବି କରିଛନ୍ତି ଯେ ଖୁବ ଶୀଘ୍ର ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ଭାବରେ ଉଭା ହେବ। ମଧ୍ୟପ୍ରଦେଶର ଚିତ୍ରକୋଟରେ ‘ଜନ ଆର୍ଶିବାଦ ଯାତ୍ରା’ରେ ଜନତାଙ୍କୁ...

ଚାଇନା, ପାକିସ୍ତାନକୁ କଡ଼ା ସମାଲୋଚନା କଲେ ମୋଦି

ନୂଆଦିଲ୍ଲୀ,୩ା୯: ଚଳିତମାସ ୯-୧୦ ତାରିଖରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଦୁଇଟି ଶବ୍ଦରେ କହିଛନ୍ତି ଯେ, ଏହି ଦେଶରେ...

ଜାଲନା ହିଂସାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଆଦିତ୍ୟ ଠାକରେ, କହିଲେ ଇସ୍ତଫା ଦେଇଦେବା ଭଲ

ମୁମ୍ବାଇ,୩।୯: ମହାରାଷ୍ଟ୍ରର ଜାଲନାରେ ମରାଠା ସଂରକ୍ଷଣ ଆନ୍ଦୋଳନ ଶୁକ୍ରବାର ହିଂସାତ୍ମକ ରୂପ ନେଇଛି। ଏହି ଆନ୍ଦୋଳନରେ ୩୮ଜଣ ପୋଲିସ କର୍ମଚାରୀଙ୍କ ସମେତ ଅନେକ ଲୋକ ଆହତ ହୋଇଥିଲେ। ଏଥି ସହିତ, ଶନିବାର ଅପରାହ୍ନ ପର୍ଯ୍ୟନ୍ତ ୩୬୦ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ...

ଉତ୍ତର ପ୍ରଦେଶ ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷିତ

ଲକ୍ଷ୍ନୌ,୩।୯: ଉତ୍ତର ପ୍ରଦେଶରେ ରାଜ୍ୟ ସଭାର ଗୋଟିଏ ଖାଲି ଆସନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ନିଜର ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ଶର୍ମାଙ୍କୁ ପ୍ରାର୍ଥୀ କରିଛି। ସୂଚନାଯୋଗ୍ୟ ଯେ, ଦଳର ବରିଷ୍ଠ ନେତା ହରିଦ୍ୱାର ଦୁବେଙ୍କ ମୃତ୍ୟୁ କାରଣରୁ...

ଜି-୨୦କୁ ନେଇ ଚାଇନାର ଅଭିଯୋଗକୁ ଖଣ୍ଡନ କଲା ଭାରତ…

ନୂଆଦିଲ୍ଲୀ, ୩।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଦେଶର ପ୍ରତ୍ୟେକ ଭାଗରେ ଜି-୨୦ ବୈଠକ ଅନୁଷ୍ଠିତ ହେବା ସ୍ବାଭାବିକ। ଅରୁଣାଚଳ ପ୍ରଦେଶ ଏବଂ କ୍‌ଶ୍ମୀରରେ ଜି -୨୦ ବୈଠକ ଆୟୋଜନ ଉପରେ ଚାଇନାର ଆପତ୍ତିକୁ ପ୍ରଧାନମନ୍ତ୍ରୀ ଖଣ୍ଠନ କରିଛନ୍ତି।...

‘୨୦୪୭ ସୁଦ୍ଧା ଭାରତ ହେବ ବିକଶିତ ଦେଶ’

ନୂଆଦିଲ୍ଲୀ,୩ା୯: ଦେଶର ଆର୍ଥିକ ଅଭିବୃଦ୍ଧିକୁ ମୋଦି ସରକାରଙ୍କ ୯ ବର୍ଷର ରାଜନୈତିକ ସ୍ଥିରତାର ଏକ ‘ସ୍ବାଭାବିକ ସହ-ଉତ୍ପାଦ’ ଭାବରେ ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶା ପ୍ରକଟ କରିଛନ୍ତି ଯେ, ୨୦୪୭ ସୁଦ୍ଧା ଭାରତ ଏକ ବିକଶିତ ରାଷ୍ଟ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri