ଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ୪୦ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୩।୮(କୁଲଦୀପ ସିଂ): ଓଡ଼ିଶାର ଏକଲବ୍ୟ ଆଦର୍ଶ ଆବାସିକ ସ୍କୁଲର ୪୦ ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ସକାଳେ ଛାତ୍ରୀଛାତ୍ରମାନେ ରାଷ୍ଟ୍ରପତି ଭବନ ଯାଇଥିଲେ। ମୟୂରଭଞ୍ଜର ୨ଜଣ ଛାତ୍ରୀଛାତ୍ର ରାଷ୍ଟ୍ରପତିଙ୍କୁ ୩ଟି ଉପହାର ପ୍ରଦାନ...

ଇସିଙ୍କ ଜାତୀୟ ଆଇକନ୍‌ ହେବେ ତେନ୍ଦୁଲକର

ନୂଆଦିଲ୍ଲୀ,୨୩ା୮(ପି.ଟି.): କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ନିର୍ବାଚନ କମିଶନ(ଇସି)ଙ୍କ ଜାତୀୟ ଆଇକନ୍‌ ହେବାକୁ ଯାଉଛନ୍ତି। ନିର୍ବାଚନ ପ୍ରକ୍ରିୟାରେ ଅଧିକରୁ ଅଧିକ ଭୋଟର ସାମିଲ ହେବା ଲାଗି ସେ ପ୍ରୋତ୍ସାହିତ କରିବେ। ବୁଧବାର ତେନ୍ଦୁଲକର ଏବଂ ନିର୍ବାଚନ କମିଶନଙ୍କ ମଧ୍ୟରେ ବୁଝାମଣା...

୨୦୫୦ ସୁଦ୍ଧା ଶହେ କୋଟି ଆଣ୍ଠୁଗଣ୍ଠି ରୋଗରେ ପୀଡ଼ିତ ହେବେ

ନୂଆଦିଲ୍ଲୀ,୨୩।୮: ବିଶ୍ୱର ପ୍ରାୟ ଶହେ କୋଟିରୁ ଊର୍ଦ୍ଧ୍ୱ ଲୋକ ୨୦୫୦ ସୁଦ୍ଧା ଆଣ୍ଠୁଗଣ୍ଠି ବାତ ରୋଗରେ ପୀଡ଼ିତ ହେବେ, ଯାହା ସାଧାରଣତଃ ଗଣ୍ଠିକୁ ଅଧିକ ସଂକ୍ରମିତ କରିବ ବୋଲି ଏକ ନୂଆ ଅଧ୍ୟୟନରୁ ଜଣାପଡ଼ିଛି। ବିଶ୍ୱ ଜନସଂଖ୍ୟାର ପ୍ରାୟ ୧୫%...

୯୪.୭ କୋଟି ସାଇବର ଆକ୍ରମଣ ରୋକାଯାଇଛି

ନୂଆଦିଲ୍ଲୀ,୨୩ା୮: ଭାରତରେ ସାଇବର ଆକ୍ରମଣ ମହାମାରୀ ଭଳି ବ୍ୟାପିଚାଲିଛି। ନିକଟରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଚଳିତ ବର୍ଷ ଦ୍ୱିତୀୟ ତ୍ରୈମାସିକରେ ଦେଶରେ ୯୪.୭ କୋଟିରୁ ଊର୍ଦ୍ଧ୍ୱ ସାଇବର ଆକ୍ରମଣକୁ ରୋକାଯାଇଛି। ସାରା ବିଶ୍ୱରେ ୧୧୦ କୋଟି ସାଇବର ଆକ୍ରମଣକୁ ପଣ୍ଡ...

ବ୍ରିକ୍ସରେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୨୩ା୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଟ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀ ମଙ୍ଗଳବାର ଜୋହାନ୍ସବର୍ଗରେ ଆରମ୍ଭ ହୋଇଛି। ୩ ଦିନ ଧରି ଚାଲିବାକୁ ଥିବା ଏହି ସମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଶେଷ କିଛି ମିନିଟ୍‌ ଛାତି ଧଡ଼ଧଡ଼

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ଏହି ଶେଷ କିଛି ମିନିଟ୍‌ ସବୁଠୁ କଠିନ ସମୟ ହୋଇଥିଲାବେଳେ ସାରା ଦେଶର ଛାତି ଧଡ଼ଧଡ଼ ହେବ ବୋଲି କୁହାଯାଉଛି। ଏହା...

ସେପ୍ଟେମ୍ବର ୭ରୁ ୧୦ ଯାଏ ଭାରତରେ ରହିବେ ବାଇଡେନ, ଜି -୨୦ ଶିଖର ସମ୍ମିଳନୀରେ ହେବେ ସାମିଲ

ନୂଆଦିଲ୍ଲୀ,୨୩।୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଜି -୨୦ ଶିଖର ସମ୍ମିଳନୀରେ ସାମିଲ ହେବା ପାଇଁ ଆସନ୍ତା ସେପ୍ଟେମ୍ବର ୭ରୁ ୧୦ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିବେ। ହ୍ବାଇଟ ହାଉସର ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକ୍‌ ସୁଲିବନ ମଙ୍ଗଳବାର ଏହି...

ଇତିହାସ ରଚିବାକୁ ପ୍ରସ୍ତୁତ ଭାରତ, ଆଜି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣ ପୋଲରେ ହେବ ‘ସଫ୍ଟ ଲ୍ୟାଣ୍ଡିଙ୍ଗ୍‌’

ନୂଆଦିଲ୍ଲୀ,୨୩।୮: ମହାକାଶ ଜଗତରେ ଇତିହାସ ସୃଷ୍ଟି କରିବାକୁ ଭାରତ ପ୍ରସ୍ତୁତ ରହିଛି। ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ତୃତୀୟ ଚନ୍ଦ୍ର ମିଶନର ଅଧୀନରେ ଚନ୍ଦ୍ରୟାନ -୩ ର ଲ୍ୟାଣ୍ଡର ମଡ୍ୟୁଲ (ଏଲଏମ୍‌) ବୁଧବାର ସନ୍ଧ୍ୟା ୬.୦୪ରେ ଚନ୍ଦ୍ର ପୃଷ୍ଠରେ...

ଗାଡ଼ିରେ ଲେଖା ହେବନି ଜାତି ସୂଚକ ଶବ୍ଦ, ନୋଏଡା ଟ୍ରାଫିକ ପୋଲିସର କଡ଼ା ପଦକ୍ଷେପ…

ଲକ୍ଷ୍ନୌ,୨୨।୮ : ଯେଉଁମାନେ ଉତ୍ତରପ୍ରଦେଶର ଯାନବାହାନରେ ଜାତି ଓ ଧର୍ମ ସୂଚକ ଶବ୍ଦ ଲେଖୁଛନ୍ତି, ସେମାନେ ଏବେ ଆଉ ସୁରକ୍ଷିତ ନୁହଁନ୍ତି। ଏଭଳି ଗାଡି ବିରୋଧରେ ନୋଏଡା ଟ୍ରାଫିକ ପୋଲିସ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏଭଳି ଗାଡି ବିରୋଧରେ...

ଚନ୍ଦ୍ରର ଦକ୍ଷିଣ ଭାଗରେ କାହିଁକି ଅବତରଣ କରିବ ଚନ୍ଦ୍ରାୟାନ ୩, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୨।୮: ଇତିହାସ ରଚିବାକୁ ଯାଉଛି ଭାରତ। ୨୩ ଅଗଷ୍ଟ ଅର୍ଥାତ୍‌ ବୁଧବାର ଭାରତ ପାଇଁ ବଡ ଦିନ। ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ଚନ୍ଦ୍ରାୟାନ-୩ ଉପରେ ରହିଛି ସାରା ବିଶ୍ୱର ନଜର। ବିକ୍ରମ ଲ୍ୟାଣ୍ଡର ଓ ପ୍ରଜ୍ଞା ରୋଭର୍‌ ଅଲଗା...

ମା‘ର ମମତା: ଜୀବନକୁ ଖାତିର ନ କରି ଗୁଣ୍ଡାଙ୍କ ସହ ଲଢ଼ି ବଞ୍ଚାଇଲେ ପୁଅଙ୍କର ଜୀବନ…

ପାଟନା,୨୨।୮ : କୌଣସି ମା ପାଇଁ, ନିଜ ପିଲାମାନଙ୍କଠାରୁ ବଡ଼ କିଛି ନାହିଁ। ମା ନିଜ ପିଲାଙ୍କୁ ସୁରକ୍ଷା ଦେବାକୁ ଜୀବନ ସହ ବାଜି ଲଗାଇଦେଇଥାନ୍ତି। ଜଣେ ମା ନିଜ ପିଲାମାନଙ୍କ ପ୍ରତି ସ୍ନେହ ଏବଂ ପ୍ରେମ ଆଚରଣ ପ୍ରଦର୍ଶନକରିବା...

ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବ ନୂତନ ଏନଜିଟି ଅଧ୍ୟକ୍ଷ ନିଯୁକ୍ତ…

ନୂଆଦିଲ୍ଲୀ,୨୨।୮ : କେନ୍ଦ୍ର ସରକାରଙ୍କ ପକ୍ଷରୁ କଲିକତା ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବଙ୍କୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ଏବଂ ବୁଧବାରଠାରୁ ଦାୟିତ୍ୱ ଗ୍ରହଣ କରିବେ। ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri