ଜାତୀୟ

ଶିକ୍ଷୟିତ୍ରୀଙ୍କୁ କୋର୍ଟ ଚାଲାଣ କରାଯିବ ନା’ ଘୃଣା ସଂସ୍କୃତି ବଢ଼ିବାକୁ ଦିଆଯିବ: ମୋଦିଙ୍କୁ ସିବଲଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୬।୮ :  ରାଜ୍ୟସଭା ଏମପି କପିଲ ସିବଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର କଡା ସମାଲୋଚନା କରିଛନ୍ତି। ଊତ୍ତର ପ୍ରଦେଶରେ ଜଣେ ଶିକ୍ଷୟିତ୍ରୀ ସଂଖ୍ୟାଲଘୁ ଛାତ୍ରଙ୍କ ପ୍ରତି କରିଥିବା ଅନ୍ୟାୟ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦି ଏହାକୁ ସର୍ବସାଧାରଣରେ ନିନ୍ଦା କରି...

ମୁଖ୍ୟମନ୍ତ୍ରୀ ବିଜୟନ-ଝିଅଙ୍କୁ ଆଶ୍ୱସ୍ତି: କୋର୍ଟରେ ଅଭିଯୋଗ ଖାରଜ…

ଥିରୁଭାନନ୍ତପୁରମ,୨୬।୮ : କେରଳର ଭିଜିଲାନ୍ସ କୋର୍ଟ ପିନାରାଇ ବିଜୟନ ଏବଂ ତାଙ୍କ ଝିଅଙ୍କୁ ଆଶ୍ୱସ୍ତି ମିଳିଛି। ସିଏମଆରଏଲ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କର ଆଇଟି କମ୍ପାନୀ ଉପରେ ଆର୍ଥିକ କାରବାର ଯାଞ୍ଚ ପାଇଁ କୋର୍ଟ ତାଙ୍କ ବିରୋଧରେ ହୋଇଥିବା ଏକ...

ଏନସିପିରେ କୌଣସି ବିଭାଜନ ନାହିଁ: ଶରଦ ପାଓ୍ବାର…

ମୁମ୍ବାଇ,୨୬।୮: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଶନିବାର ତାଙ୍କ ଦଳରେ ବିଭାଜନକୁ ଏଡ଼ାଇ ଦେଇ କହିଛନ୍ତି ୍‌ ଏହା ସତ କଥା କିଛି ବିଧାୟକ ଦଳ ଛାଡିଛନ୍ତି, କିନ୍ତୁ କେବଳ ବିଧାୟକମାନେ ସମଗ୍ର ରାଜନୈତିକ ଦଳର...

ମୁମ୍ବାଇ-ଜୟପୁର ଏକ୍ସପ୍ରେସରେ ୪ ଜଣଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତ କନଷ୍ଟେବଳଙ୍କର ହେବ ନାହିଁ ନାର୍କୋ ଟେଷ୍ଟ

ନୂଆଦିଲ୍ଲୀ,୨୬।୮: ଗତ ମାସରେ ଅର୍ଥାତ୍‌ ଜୁଲାଇ ୩୧ରେ ରେଲଓ୍ବେ ସୁରକ୍ଷା ବଳ(ଆରପିଏଫ)ର ଜଣେ କନଷ୍ଟେବଳ ଚେତନ ସିଂ ଜୟପୁର-ମୁମ୍ବାଇ ଏକ୍ସପ୍ରେସରେ ୪ ଜଣଙ୍କୁ ଗୁଳିକରି ହତ୍ୟା କରିଥିଲେ। ଉକ୍ତ ଅଭିଯୁକ୍ତଙ୍କ ବ୍ରେନ୍‌ ମ୍ୟାପିଂ ଏବଂ ନାର୍କୋ ଟେଷ୍ଟ ପାଇଁ ପ୍ରବର୍ତ୍ତନ...

ହିନ୍ଦୁସ୍ତାନ, ଇଣ୍ଡିଆ ରଖାଯାଇ ପାରିଥାଆନ୍ତା, ‘ଶିବଶକ୍ତି’ କାହିଁକି,ଚନ୍ଦ୍ରାୟନ-୩ ଲ୍ୟାଣ୍ଡିଂ ପଏଣ୍ଟକୁ ନେଇ ପ୍ରଶ୍ନ ଉଠାଇଲେ ମୌଲାନା ସୈଫ

ନୂଆଦିଲ୍ଲୀ,୨୬।୮: ଅଗଷ୍ଟ ୨୩ରେ ଭାରତ ଇତିହାସ ରଚିଛି। ଚନ୍ଦ୍ରାୟାନ-୩ ଚନ୍ଦ୍ରର ସାଉଥ ପୋଲରେ ଲ୍ୟାଣ୍ଡିଂ କରି ଭାରତକୁ ଏହି କ୍ଷେତ୍ରରେ ବିଶ୍ୱରେ ପ୍ରଥମ ଦେଶ ଭାବେ ପରିଚିତ କରାଇଲା। ଏହାସହ ଚନ୍ଦ୍ରରେ ପହଞ୍ଚିଥିବା ଚତୁର୍ଥ ଦେଶର ମାନ୍ୟତା ପାଇଲା ଭାରତ।...

ଇସ୍ରୋର ବୈଜ୍ଞାନିକମାନଙ୍କୁ ଭେଟି ଦିଲ୍ଲୀ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଇସ୍ରୋର ବୈଜ୍ଞାନିକମାନଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ପହଞ୍ଚିଛନ୍ତି, ଯେଉଁଠାରେ ପାଲମ ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରିବା ପାଇଁ ଛିଡା ହୋଇଥିବା ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି- ଆଜି ଗ୍ରୀସରୁ ଫେରିବା ପରେ ମୁଁ...

ଇସ୍ରୋର ମହିଳା ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ବେଙ୍ଗାଲୁରୁ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭାରତୀୟ ମହାକାଶ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମହିଳା ବୈଜ୍ଞାନିକଙ୍କ ସହ କଥା ହୋଇଛନ୍ତି। ଏହି ମହିଳା ବୈଜ୍ଞାନିକମାନେ ଚନ୍ଦ୍ରୟାନ-୩ର ଅଂଶ ଥିଲେ। ପ୍ରଧkାନମନ୍ତ୍ରୀ ମୋଦି ଚନ୍ଦ୍ରାୟନ-୩ର ସପ୍ଟ ଲ୍ୟାଣ୍ଡିଂର ସଫଲ ମିଶନ ପାଇଁ ସେମାନଙ୍କର...

ମେଘାଳୟର ଶାଲ, ଛତିଶଗଡ଼ର ଡୋକରା କଳାକୃତି ଗ୍ରୀସ ନେତାଙ୍କୁ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦିବସୀୟ ଗ୍ରୀସ ଗସ୍ତ ସମୟରେ ସେଠାରେ ତାଙ୍କ ସମକକ୍ଷଙ୍କୁ ଭାରତୀୟ ଲୋକ ସଂସ୍କୃତି ସହ ଜଡିତ ଉପହାର ଦେଇଛନ୍ତି। ଏହି ଉପହାରରେ ପ୍ରଧାନମନ୍ତ୍ରୀ ମେଘାଳୟରୁ ତେଲେଙ୍ଗାନା ପର୍ଯ୍ୟନ୍ତ କଳାକୃତିକୁ ସାାମିଲ କରିଛନ୍ତି। ପ୍ରଧାନମନ୍ତ୍ରୀ...

ମଦୁରାଇ ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ଯୋଗୀ ଆଦିତ୍ୟନାଥ, ଜାରି ହେଲା ଟୋଲ ଫ୍ରି ନମ୍ବର, ବଢୁଛି ମୃତାହତଙ୍କ ସଂଖ୍ୟା

ମଦୁରାଇ,୨୬।୮: ମଦୁରାଇ ଟ୍ରେନ ଦୁର୍ଘଟଣାକୁ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭିର ଦୁଃଖ ପ୍ରକାଶ କରିଛନ୍ତି। ମଦୁରାଇ ଟ୍ରେନ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି କହିବା ସହ ଯୋଗୀ ମୃତକଙ୍କ ପରିବାର ପ୍ରତି...

ସୁଯୋଗ ମିଳିଲେ କଂଗ୍ରେସ ଅଧ୍ୟକ୍ଷ ହେବି, ଏହା ମୁଖ୍ୟମନ୍ତ୍ରୀ ପଦଠାରୁ ବି ୧୦୦ ଗୁଣା ବଡ: ଗେହଲୋଟ

ଜୟପୁର,୨୬।୮: ରାଜସ୍ତାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ନିକଟରେ ଏକ ସାକ୍ଷାତକାରରେ କହିଛନ୍ତି କି ପରିସ୍ଥିତି ଏମିତି ହେଲା ଯେ ମୁଁ ଅଧ୍ୟକ୍ଷ ହୋଇ ପାରିଲି ନାହିଁ। ଏହା ୧୦୦ ଗୁଣ ଭଲ ହେବ ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅପେକ୍ଷା ବହୁତ...

‘ଇଭିଏମ ହ୍ୟାକ କରି ଜିତୁଛନ୍ତି ନିର୍ବାଚନ’, ସାମନାରେ ଭାଜପାକୁ ପୁଣି ଟାର୍ଗେଟ କଲା ଶିବସେନା

ମୁମ୍ବାଇ,୨୬।୮: ଶିବସେନା(ଉଦ୍ଧବ ବାଲାସାହେବ ଠାକରେ)ତା’ର ମୁଖପତ୍ର ସାମନାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛି। ସାମନାର ସମ୍ପାଦକୀୟରେ ଲେଖାଯାଇଛି କି ଭାଜପା ଇଭିଏମ ହ୍ୟାକ କରି ନିର୍ବାଚନ ଜିତୁଛି। ଏହା ସହିତ ନିର୍ବାଚନ କମିଶନଙ୍କୁ ମଧ୍ୟ ଟାର୍ଗେଟ କରାଯାଇଛି ଏବଂ...

ଜି -୨୦ ସମ୍ମିଳନୀକୁ ନେଇ ପାର୍କିଂରେ ସମସ୍ୟା, ବାତିଲ ହୋଇପାରେ ୧୦୦୦ରୁ ଅଧିକ ଉଡାଣ

ନୂଆଦିଲ୍ଲୀ,୨୬।୮: ଜି -୨୦ ଶିଖର ସମ୍ମିଳନୀକୁ ନେଇ ଦିଲ୍ଲୀ ବିମାନବନ୍ଦରରେ ଏକ ହଜାରରୁ ଅଧିକ ବିମାନ ବାତିଲ ହୋଇପାରେ। ରିପୋର୍ଟରେ କୁହାଯାଇଛି ଯେ, ଦିଲ୍ଲୀ ବିମାନବନ୍ଦର ପାର୍କିଂ ପାଇଁ ସ୍ଥାନ ସୃଷ୍ଟି କରିବାକୁ ଏହି ବିମାନଗୁଡ଼ିକୁ ବାତିଲ କରାଯାଇପାରେ। ଜି-୨୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri