ଜାତୀୟ

ବାସଭବନରେ ତ୍ରିରଙ୍ଗା ଉଡାଇଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୫।୮: ୭୭ ତମ ସ୍ବାଧୀନତା ଦିବସ ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତାଙ୍କ ବାସଭବନରେ ତ୍ରିରଙ୍ଗା ଉଡାଇଛନ୍ତି। ସେହି ସମୟରେ ସିଆରପିଏଫ୍‌ ଯବାନ ଏବଂ ଅଫିସ କର୍ମଚାରୀଙ୍କ ଉପସ୍ଥିତ ଥିଲେ। ଏହା ପରେ ସେ ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ...

ଆସନ୍ତାବର୍ଷ ପୁଣି ଆସିବି: ଲାଲକିଲାରୁ ପ୍ରଧାନମନ୍ତ୍ରୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲାରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୯୦ ମିନିଟରୁ ଅଧିକ ସମୟ ଦେଇଥିବା ସମ୍ବୋଧନରେ ପ୍ରଧାନମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଏବଂ ମଣିପୁର ବିଷୟରେ କହିଛନ୍ତି। ଏଥିସହିତ ରାଜନୈତିକ...

ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ସମ୍ବୋଧନ ସମୟରେ ସୁରକ୍ଷାରେ ତ୍ରୁଟି

ପାଟନା,୧୫।୮: ପାଟନାର ଗାନ୍ଧୀ ମଇଦାନରେ ୭୭ ତମ ସ୍ବାଧୀନତା ଦିବସ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସମାରୋହରେ ସୁରକ୍ଷାରେ ତ୍ରୁଟି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ...

ଶିମଲା ଭୂସ୍ଖଳନ: ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର, ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କର ମୃତ୍ୟୁ

ଶିମଲା,୧୫।୮: ସୋମବାର ରାଜଧାନୀ ଶିମଲାର ସମରାହିଲରେ ଘଟିଥିବା ଭୂସ୍ଖଳନ ହେତୁ ମାଟି ତଳେ ପୋତି ହୋଇଯାଇଥିବା ୮ଟି ମୃତଦେହକୁ ବାହାର କରାଯାଇଥିଲା। ତେବେ ମଙ୍ଗଳବାର ଏନଡିଆରଏଫ ଟିମ ଉଦ୍ଧାର କାର୍ଯ୍ୟକୁ ଆହୁରି ଜୋରଦାର କରିଛି। ମଙ୍ଗଳବାର ସକାଳେ ଆଉ ତିନୋଟି...

ସଚିନ କି କୋହଲି ନୁହେଁ, ଏହି କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୫।୮: କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ସ୍ମୃତି ଇରାନୀ ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ତାଙ୍କ ପ୍ରିୟ କ୍ରିକେଟର ଭାବରେ ବାଛିଛନ୍ତି। ଇନଷ୍ଟାଗ୍ରାମରେ ଏକ ପ୍ରଶ୍ନ-ଉତ୍ତର ଅଧିବେଶନରେ ସେ ଏହା ପ୍ରକାଶ କରିଛନ୍ତି। ପୂର୍ବତନ ଟିଭି ଅଭିନେତ୍ରୀ ସ୍ମୃତି...

କୃଷ୍ଣ ଜନ୍ମଭୂମି ନିକଟରେ ଭଙ୍ଗାରୁଜା ବିରୋଧରେ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ, ଅଗଷ୍ଟ ୧୬ରେ ହେବ ଶୁଣାଣି

ଲକ୍ଷ୍ନୌ,୧୫।୮: ମଥୁରା ସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ନିକଟରେ ଭଙ୍ଗାରୁଜା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଅଗଷ୍ଟ ୧୬ରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଏକ ବେଞ୍ଚ ଆବେଦନକାରୀଙ୍କୁ ଆଶ୍ୱାସନା ଦେଇଛି ଯେ...

ମଣିପୁରରେ ଶାନ୍ତି ପାଇଁ ଅପିଲ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୭ ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥିସହ ଭାରତକୁ ମୁକ୍ତ କରିଥିବା ସ୍ବାଧୀନତା ସଂଗ୍ରାମର ଶହୀଦ ତଥା ସଂଗ୍ରାମୀମାନଙ୍କୁ ପ୍ରଣାମ ଜଣାଇଛନ୍ତି। ହିଂସା ନିଆଁରେ ଜଳୁଥିବା ମଣିପୁରରେ ଶାନ୍ତି ପାଇଁ...

‘୧୦୦୦ବର୍ଷର ଦାସତ୍ୱ, ଭବିଷ୍ୟତର ଭବ୍ୟ ଭାରତ ମଧ୍ୟରେ ଠିଆ ହୋଇଛି ଦେଶ’: ମୋଦି

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ହଜିଯାଇଥିବା ଐତିହ୍ୟ ଏବଂ ସମୃଦ୍ଧ ସମୃଦ୍ଧତାକୁ ପୁନରୁଦ୍ଧାର କରିବା ଏବଂ ଆଗାମୀ ଏକ ହଜାର ବର୍ଷ ପାଇଁ ଦିଗ ନିର୍ଦ୍ଧାରଣ କରିବା। ବୁଧବାର ଅଗଷ୍ଟ...

ଦେଶକୁ କ୍ଷମା ମାଗୁ କଂଗ୍ରେସ, ନଚେତ୍‌ ଲୋକେ ଦେବେ କଡ଼ା ଜବାବ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୧୫।୮: ଭାରତୀୟ ଜନତା ପାର୍ଟି (ଭାଜପା) କୁ ଭୋଟ ଦେଇଥିବା ଲୋକଙ୍କୁ ରାକ୍ଷସ ବୋଲି କହିଥିଲେ କଂଗ୍ରେସ ନେତା ରଣଦୀପ ସୁରଜଓ୍ବୋଲା। ଏହାକୁ ନେଇ ଭାଜପା କଂଗ୍ରେସ ଉପରେ ବର୍ଷିଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏଭଳି ମନ୍ତବ୍ୟ ପାଇଁ...

ପ୍ରିୟଙ୍କା ଗାନ୍ଧୀଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ ହେବା ଉପରେ ଅସନ୍ତୋଷ ପ୍ରକାଶ କଲେ କମଳ ନାଥ

ନୂଆଦିଲ୍ଲୀ,୧୫।୮: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏଫଆଇଆର୍‌ ଦାଖଲ ହେତୁ ଆଜିକାଲି ମଧ୍ୟପ୍ରଦେଶର ରାଜନୀତି ସରଗରମ ରହିଛି। ରାଜ୍ୟ ସରକାର ଶିବରାଜ ସିଂ ଚୌହାନଙ୍କୁ କମିଶନ କୁହାଯାଇଥିବା ନେଇ ଏଫ୍‌ଆଇଆର ଦାଖଲ କରାଯାଇଛି।...

ଲାଲ କିଲାରେ ମଣିପୁର ପ୍ରସଙ୍ଗ ଉଠାଇଲେ ମୋଦି, କହିଲେ ଶାନ୍ତିରୁ ବାହାରିଥାଏ ସମାଧାନର ରାସ୍ତା

ନୂଆଦିଲ୍ଲୀ,୧୫।୮: ସାରା ଦେଶ ମଙ୍ଗଳବାର ପାଳନ କରୁଛି ୭୭ ତମ ସ୍ବାଧିନତା ଦିବସ। ୭୭ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଡ ଫୋର୍ଟରୁ କ୍ରମାଗତ ଦଶମ ଥର ଲାଗି ତ୍ରିରଙ୍ଗା ଉଡାଇଛନ୍ତି। ଏହା ପରେ ସେ ଦେଶବାସୀଙ୍କୁ...

ଭାରତ ଉପରେ ଖରାପ ନଜର ରଖୁଥିବା ଦେଶକୁ ମୁହଁତୋଡ ଜବାବ ଦେବ ସେନା: ରାଜନାଥ ସିଂ

ନୂଆଦିଲ୍ଲୀ,୧୫।୮: ପୂର୍ବ ଲଦାଖରେ ଚାଇନା ସହ ସୀମା ବିବାଦ ଏବଂ ସୀମାପାର ଆତଙ୍କବାଦକୁ ପାକିସ୍ତାନର ସମର୍ଥନ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାଁ ନ ନେଇ ଉଭୟ ଦେଶକୁ କଡ଼ା ଜବାବ ଦେଇଛନ୍ତି। ଦେଶର ୭୭ତମ ସ୍ବାଧୀନତା ଦିବସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri