ଜାତୀୟ

ଦେଶ ସ୍ବାଧୀନତା ପାଇବାର ୨୩ ଦିନ ପୂର୍ବରୁ ପ୍ରସ୍ତୁତ ହୋଇଥିଲା ଜାତୀୟ ପତାକା, ଜାଣନ୍ତୁ ପତାକା ପଛର ଆଉ କିଛି କଥା…

ନୂଆଦିଲ୍ଲୀ,୧୧ା୮: ସ୍ବାଧୀନତା ସଂଗ୍ରାମୀ ତଥା ବିପ୍ଳବୀମାନେ ଦେଶକୁ ବ୍ରିଟିଶ ଶାସନରୁ ମୁକ୍ତ କରିବା ପାଇଁ ଦୀର୍ଘବର୍ଷ ଧରି ସଂଗ୍ରାମ କରିଥିଲେ। କିନ୍ତୁ ଦୀର୍ଘବର୍ଷ ଧରି ସେମାନଙ୍କର ଭାରତର ପତାକା ନ ଥିଲା। ଅବଶ୍ୟ ୧୮୫୭ର ବିପ୍ଳବ ପରେ ବ୍ରିଟିଶ ସରକାର...

ଆଇପିସି, ସିଆରପିସି ସଂଶୋଧନ ବିଲ୍‌ ଲୋକସଭାରେ ଆଗତ

ନୂଆଦିଲ୍ଲୀ,୧୧।୮: ମଣିପୁର ହିଂସାକୁ ନେଇ ଗୃହରେ ଉତ୍ତେଜନା ମଧ୍ୟରେ ସଂସଦର ମୌସୁମୀ ଅଧିବେଶନ ଶୁକ୍ରବାର ଶେଷ ହେବାକୁ ଯାଉଛି। ଆଜି ବି ଗୃହରେ ହଟ୍ଟଗୋଳ ଦେଖାଦେଇଛି। ଏସବୁ ଭିତରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ଇଣ୍ଡିଆନ୍‌...

ବିରୋଧୀ ମେଣ୍ଟର ନାଁ ‘ଇଣ୍ଡିଆ’ ରଖିବାକୁ ନେଇ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୮: ବିରୋଧୀ ମେଣ୍ଟର ନାଁ ‘ଇଣ୍ଡିଆ’ ରଖିବାକୁ ନେଇ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏଭଳି ମାମଲା ନିର୍ବାଚନ ଆୟୋଗରେ ରଖାଯିବା ଉଚିତ ବୋଲି କୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାର ସିଧାସଳଖ...

ଉତ୍ତରପ୍ରଦେଶରେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ମୋରଦାବାଦ,୧୧।୮: ଉତ୍ତରପ୍ରଦେଶରେ ଜଣେ ଭାଜପା ନେତାକୁ ଗୁଳିକରି ହତ୍ୟା କରାଯାଇଛି। ସେ ହେଲେ ଅନୁଜ ଚୌଧାରୀ। ୩୪ ବର୍ଷୀୟ ଅନୁଜ ମୋରଦାବାଦ ସ୍ଥିତ ବାସଭବନ ବାହାରେ ବୁଲୁଥିଲେ। ସେତିକିବେଳେ ବାଇକ୍‌ରେ ୩ଜଣ ବ୍ୟକ୍ତି ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ।...

ଇସିଙ୍କ ନିଯୁକ୍ତି ପ୍ରକ୍ରିୟା ଉପରେ ଉଠିଲା ବିବାଦ: ଆଡଭାନୀଙ୍କ ୧୧ ବର୍ଷ ପୁରୁଣାପତ୍ର ଦେଖାଇଲା କଂଗ୍ରେସ

ନୂଆଦିଲ୍ଲୀ,୧୧।୮: ଦେଶର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଙ୍କ ନିଯୁକ୍ତି ପ୍ରକ୍ରିୟାରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ଭୂମିକା ରଦ୍ଦ କରିବାକୁ ବିରୋଧୀମାନେ କ୍ରମାଗତ ଭାବରେ ଦାବି କରିଆସୁଛନ୍ତି। ଏହି ସମୟରେ, କଂଗ୍ରେସର ସାଧାରଣ ସଂପାଦକ ଜୟରାମ ରମେଶ ଶୁକ୍ରବାର ଭାଜପାର...

ସାବଧାନ! ଆପଣଙ୍କ ପିଲା ଖାଉନାହାନ୍ତି ତ ଏହି ଚକୋଲେଟ୍‌, ହୋଇପାରେ ଏହି ଅଦ୍ଭୁତ ରୋଗ

ବେଙ୍ଗାଲୁରୁ,୧୧ା୮: କର୍ନାଟକର ରାଇଚୁର ପରେ ଏବେ ମାଙ୍ଗାଲୁରୁରେ ଚକୋଲେଟ୍‌ରେ ଡ୍ରଗ୍ସ ବିକ୍ରି ମାମଲା ସାମ୍ନାକୁ ଆସିଛି। ଏହି ଘଟଣା ଯେତେବେଳେ ସାମ୍ନାକୁ ଆସିଥିଲା ସେତେବେଳେ ଜଣାପଡ଼ିଥିଲା ଯେ, ପିଲାମାନେ ଏହି ପ୍ରକାର ଚକୋଲେଟକୁ ବହୁତ ଭଲ ପାଆନ୍ତି ଏବଂ ମାତାପିତାଙ୍କ...

ରାହୁଲଙ୍କ ପାଖରେ ଝିଅଙ୍କ ଅଭାବ ନାହିଁ, ସେ ୫୦ ବର୍ଷର ବୃଦ୍ଧାଙ୍କୁ ଫ୍ଲାଇଂ କିସ୍‌ କାହିଁକି ଦେବେ? ଏପରି କହି…

ନୂଆଦିଲ୍ଲୀ,୧୧।୮: ଲୋକ ସଭାରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧିଙ୍କ ଫ୍ଲାଇଂ କିସ୍‌କୁ ନେଇ ନୂଆ ବିବାଦ ଦେଖାଦେଇଛି। ରାହୁଲଙ୍କ ପାଖରେ ଝିଅମାନଙ୍କ ଅଭାବ ନାହିଁ । ଏଣୁ ସେ ୫୦ ବର୍ଷର ବୃଦ୍ଧା ମହିଳାଙ୍କୁ ଏଭଳି ଚୁମ୍ବନ କାହିଁକି ଦେବେ...

‘ନୀରବର ଅର୍ଥ ଶାନ୍ତ, ଏତେ ଛୋଟ ମାମଲାରେ କିଏ ନିଲମ୍ବିତ କରେ’, ଅଧୀରଙ୍କ ନିଲମ୍ବନକୁ ନେଇ କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୧।୮: ଲୋକ ସଭାରେ କଂଗ୍ରେସର ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ନିଲମ୍ବନ ପ୍ରସଙ୍ଗ ମଧ୍ୟ ରାଜ୍ୟ ସଭାରେ ଉଠିଛି। ରାଜ୍ୟ ସଭାରେ ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର କହିଛନ୍ତି ଯେ, ଆପଣ ଆମ ନେତାଙ୍କୁ ନିରବ ମୋଦିଙ୍କ ନାମ...

‘ଆସାମ ରାଇଫଲ୍ସକୁ ହଟା ନ ଯାଉ’, ମୋଦିଙ୍କୁ ପତ୍ର ଲେଖିଲେ କୁକି ବିଧାୟକ, ମୋତେଇ ସମ୍ପ୍ରଦାୟ କରୁଛି ବିରୋଧ

ଇମ୍ଫାଲ,୧୧।୮: ମଣିପୁରରେ ଦୀର୍ଘ ୩ ମାସରୁ ଅଧିକ ସମୟ ଧରି ଚାଲିଥିବା ଜାତିଗତ ହିଂସା ମଧ୍ୟରେ ଦେଶର ସର୍ବ ପୁରାତନ ଅର୍ଦ୍ଧସାମରିକ ବାହିନୀ ଆସାମ ରାଇଫଲ୍ସକୁ ନେଇ ବିବାଦ ଆରମ୍ଭ ହୋଇଛି। ବିରୋଧୀ ଏପରି ଯେ ରାଜ୍ୟର ଦୁଇ ପ୍ରମୁଖ...

ମୁନ ମିଶନ: ଚନ୍ଦ୍ରାୟନ-୩ ପରେ ରୁଷିଆର ଲୁନା-୨୫ ଲଞ୍ଚ, ଇସ୍ରୋ ଜଣାଇଲା ଶୁଭେଚ୍ଛା

ନୂଆଦିଲ୍ଲୀ,୧୧।୮: ଭାରତ ପରେ ଏବେ ରୁଷିଆ ଲୁନର ମିଶନ ଲୁନା-୨୫ ଲଞ୍ଚ କରିଛି। ୪୭ ବର୍ଷ ପରେ ରୁଷିଆ ଏହାକୁ ପଠାଇଛି। ଶୁକ୍ରବାର ଲଞ୍ଚ ହେବାକୁ ଥିବା ଏହି ଚନ୍ଦ୍ରାୟନ ମିଶନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ରୁଷିଆ...

ନିର୍ବାଚନ କମିଶନଙ୍କ ନିଯୁକ୍ତି ପ୍ୟାନେଲରେ ସିଜେଆଇଙ୍କୁ ରଖିବାକୁ ଦାବି କରିଥିଲେ ଆଡଭାନୀ

ନୂଆଦିଲ୍ଲୀ,୧୧।୮: ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୦ ଗୁରୁବାର ପାର୍ଲାମେଣ୍ଟରେ ଏକ ବିଲ ଉପସ୍ଥାପନ ହୋଇଥିଲା, ଯେଉଁଥିରେ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ଏକ ହାଇ ପାଓ୍ବାର କମିଟି ପାଇଁ ବ୍ୟବସ୍ଥା ରହିଛି, କିନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସୁପ୍ରିମକୋର୍ଟର ପ୍ରଧାନ...

ମଣିପୁରରେ କେହି ପ୍ରଧାନମନ୍ତ୍ରୀ ମୋଦି, ଶାହଙ୍କୁ ଦୋଷୀ ବୋଲି କହୁନାହାନ୍ତି: ହିମନ୍ତ ବିଶ୍ୱ ଶର୍ମା

ଗୁଆହାଟୀ,୧୧।୮: ଗତ ଚାରି ମାସ ଧରି ମଣିପୁରରେ ହିଂସା ଚାଲିଛି। ଏହି ସମୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ ସାକ୍ଷାତକାରରେ କହିଛନ୍ତି ଯେ ହିଂସା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିମ୍ବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri