ଜାତୀୟ

‘ଏଥର ଦିଲ୍ଲୀରେ ‘ଇଣ୍ଡିଆ’ସରକାର’, ମମତା ବାନାର୍ଜୀଙ୍କ ଫଟୋ ସହ କୋଲକାତାରେ ଲାଗିଲା ନୂଆ ପୋଷ୍ଟର

କୋଲକାତା,୫।୮: ବିରୋଧୀ ଦଳର ମିଳିତ ମଞ୍ଚ ‘ଇଣ୍ଡିଆ’ ଘୋଷଣା ପରେ ଏହାର ପ୍ରଭାବ ପଶ୍ଚିମବଙ୍ଗ ରାଜନୀତିରେ ଦେଖା ଦେଲାଣି। ରାଜଧାନୀ କୋଲକାତାରେ ଇଣ୍ଡିଆ ମିଳିତ ମଞ୍ଚକୁ ନେଇ ନୂଆ ପୋଷ୍ଟର ଲଗାଯାଇଛି। ସ୍ଥାନେ ସ୍ଥାନେ ଲାଗିଥିବା ଏହି ପୋଷ୍ଟର ଦିଲ୍ଲୀ...

ପ୍ରି-ପ୍ଲାନ ଥିଲା ନୁହ ହିଂସା: ଅନିଲ ବିଜ

ଗୁରୁଗ୍ରାମ,୫।୮: ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜ ଶୁକ୍ରବାର କହିଛନ୍ତି ଯେ ନୁହ ହିଂସା ସଂପର୍କରେ ଏପର୍ଯ୍ୟନ୍ତ ୧୦୨ ଏଫଆଇଆର ପଞ୍ଜୀକୃତ ହୋଇଛି, ଯେଉଁଥିରୁ ଅର୍ଦ୍ଧେକରୁ ଅଧିକ କେବଳ ନୁହରେ ଅଛନ୍ତି । ଏପର୍ଯ୍ୟନ୍ତ ୨୦୨ଜଣଙ୍କୁ ଗିରଫ କରାଯାଇଛି ଏବଂ ୮୦ଜଣଙ୍କୁ...

୩ ଲୋକଙ୍କୁ ହତ୍ୟା ପରେ ଅଶାନ୍ତ ମଣିପୁର: ଡ୍ରୋନ, ବୋମା ଏବଂ ଗୁଳିରେ ଆକ୍ରମଣ କରୁଛନ୍ତି ଉପଦ୍ରବକାରୀ, ଜବାବ ଦେଉଛି ପୋଲିସ

ଇମ୍ଫାଲ,୫।୮: ମଣିପୁରରେ ଜାତିଆଣ ବିବାଦର ନିଆଁ ଲିଭିବାର ନାଁ ନେଉନାହିଁ। ଉପଦ୍ରବକାରୀମାନେ ବିଷ୍ଣୁପୁର ଜିଲାରେ ମୈତେଇ ସମ୍ପ୍ରଦାୟର ୩ ଜଣଙ୍କୁ ହତ୍ୟା କରିବା ସହ ଅନେକ ଘରେ ନିଆଁ ଲଗାଇ ଦେଇଛନ୍ତି। ଏହି ହିଂସା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।...

‘କଶ୍ମୀର ଏବେ କାହାର ନିର୍ଦ୍ଦେଶରେ ବନ୍ଧା ନୁହେଁ’, ଆର୍ଟିକଲ ୩୭୦ ହଟିବାର ୪ ବର୍ଷପୂର୍ତ୍ତି ଅବସରରେ ଏଲଜି ସିହ୍ନା କହିଲେ ରାଜ୍ୟରେ କେତେ ହୋଇଛି ବିକାଶ

ଶ୍ରୀନଗର,୫।୮: ଜମ୍ମୁ-କଶ୍ମୀରରୁ ଆର୍ଟିକଲ ୩୭୦ ବା ଅନୁଚ୍ଛେଦ ୩୭୦ ହଟିବାକୁ ୪ ବର୍ଷ ପୂରଣ ହୋଇଛି। ଏହି ଅବସରରେ କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ମନୋଜ ସିହ୍ନା ଶୁକ୍ରବାର କହିଛନ୍ତି ସଡ଼କରେ ହେଉଥିବା ହିଂସାରେ ହ୍ରାସ ହୋଇଛି, ଆତଙ୍କବାଦୀଙ୍କ ପକ୍ଷରୁ...

ଥମୁନି ମଣିପୁର ହିଂସା: ୩ ମୈତେଇ ସମ୍ପ୍ରଦାୟଙ୍କ ମୃତ୍ୟୁ

ଇମ୍ଫାଲ,୫।୮: ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ଜାତି-ବିବାଦ ମଧ୍ୟରେ ହିଂସା ବନ୍ଦ ହେବାର ନାମ ନେଉନାହିଁ। ଶୁକ୍ରବାର ବିଳମ୍ବିତ ରାତିରେ ବିଷ୍ଣୁପୁର ଜିଲାରେ ହିଂସା ଘଟଣାରେ ଅତି କମରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀଙ୍କ କହିବାନୁସାରେ, ମୃତ ବ୍ୟକ୍ତି କ୍ୱାକଟା...

‘୧୮ ବର୍ଷ ହେଉ ନିର୍ବାଚନ ଲଢିବାର ବୟସ’ ସଂସଦୀୟ କମିଟି ଦେଲା ପ୍ରସ୍ତାବ, ଯୁବବର୍ଗ ଦେଲେ ପ୍ରତିକ୍ରିୟା

ନୂଆଦିଲ୍ଲୀ,୫।୮: ଏକ ସଂସଦୀୟ କମିଟି ଶୁକ୍ରବାର ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ପାଇଁ ସର୍ବନିମ୍ନ ବୟସ ସୀମା ହ୍ରାସ କରିବାକୁ ସୁପାରିଶ କରିଛି। ଗଣତନ୍ତ୍ରରେ ଯୋଗଦେବା ପାଇଁ ଏହା ଯୁବକମାନଙ୍କୁ ସମାନ ସୁଯୋଗ ଦେବ ବୋଲି କମିଟି...

ରାହୁଲଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିବା ପରେ, ‘ଏବେ ଟମାଟୋ ଖାଇବା ସମୟ’ ବୋଲି କେନ୍ଦ୍ରକୁ ଟାର୍ଗେଟ କରି କହିଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୫।୮: ମୋଦି ସରନେମ ସହ ଜଡିତ ଆପରାଧିକ ମାନହାନୀ ମାମଲାରେ ଆଶ୍ୱସ୍ତି ମିଳିବା ପରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ରାହୁଲ ଗାନ୍ଧୀଙ୍କ ଦଣ୍ଡବିଧାନ ଉପରେ ରୋକ ଲାଗିବା ପରେ କଂଗ୍ରେସ କହିଛି ଯେ ସତ୍ୟର ବିଜୟ ହୋଇଛି।...

ହାଥରସରେ ମର୍ମନ୍ତୁଦ ଦୁର୍ଘଟଣା: ୫ ମୃତ

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶର ହାଥରସରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶୁକ୍ରବାର ରାତିରେ ପୋଲିସ ଷ୍ଟେଶନ ସାହପାଓ ଅଞ୍ଚଳରେ ଟ୍ରାକ୍ଟର ଟ୍ରଲି ଏବଂ ଡମ୍ଫର ମଧ୍ୟରେ ମୁହାଁମୁହିଁ ଧକ୍କାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା...

ରାହୁଲ ଗାନ୍ଧୀ ହିଁ ପ୍ରଧାନମନ୍ତ୍ରୀ ଚେହେରା ବୋଲି କହିଲେ ଗେହଲଟ

ଜୟପୁର, ୫।୮: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ସେ କେବଳ ରାଜସ୍ଥାନରେ ରାଜନୀତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କ ପାଇଁ ଦଳର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ହିଁ ପ୍ରଧାନମନ୍ତ୍ରୀ ପଦର ଚେହେରା। ତଥାପି ଏ ବାବଦରେ ହାଇକମାଣ୍ଡ...

ଜ୍ଞାନବାପି ସର୍ଭେକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୫ା୮: ସପ୍ତଦଶ ଶତାବ୍ଦୀରେ ଜ୍ଞାନବାପି ମସ୍‌ଜିଦ ନିର୍ମାଣ ପୂର୍ବରୁ ସେଠାରେ ମନ୍ଦିର ଥିଲା କି ନାହିଁ, ତାହା ନିଶ୍ଚିତ କରିବା ପାଇଁ ମସ୍‌ଜିଦ ପରିସରରେ ବିଜ୍ଞାନସମ୍ମତ ସର୍ଭେ କରିବାକୁ ଆଲ୍ଲାହାବାଦ ହାଇକୋର୍ଟ ରାୟ ଦେଇଥିଲେ। ଏହା ଉପରେ ସ୍ଥଗିତାଦେଶ ଲଗାଇବାକୁ ସୁପ୍ରିମକୋର୍ଟ...

ସବୁବେଳେ ସତ୍ୟର ବିଜୟ

ନୂଆଦିଲ୍ଲୀ,୫ା୮: ଆପରାଧିକ ମାନହାନି ମାମଲାରେ ମିଳିଥିବା ଦଣ୍ଡ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସବୁବେଳେ ସତ୍ୟର ବିଜୟ ହୋଇଆସିଛି। ଆଜି ନ ହେଲେ କାଲି କିମ୍ବା ପରଦିନ...

ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ଟାଇଟଲରଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୫ା୮: ୧୯୮୪ର ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କୁ ଦିଲ୍ଲୀର ରାଉସ୍‌ ଆଭିନ୍ୟୁ କୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାରେ ସିବିଆଇର ଚାର୍ଜଶିଟ୍‌ ଆଧାରରେ ତାଙ୍କୁ ଶନିବାର କୋର୍ଟରେ ହାଜର ହେବା ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri