ଜାତୀୟ

‘ଡବଲ ଇଞ୍ଜିନ ଫେଲ ହୋଇଗଲା’, ନୁହ ହିଂସାକୁ ନେଇ ଭାଜପାକୁ ଟାର୍ଗେଟ କଲେ ଅଖିଳେଶ

ଲକ୍ଷ୍ନୌ,୧।୮: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଲଗାତାର ସୋସିଆଲ ମିଡିଆ ମାଧ୍ୟମରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଛନ୍ତି। ଏଥର ସେ ହରିୟାଣାରେ ହୋଇଥିବା ହିଂସାକୁ ନେଇ ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି। ଅଖିଳେଶ ଏହାକୁ ଭାଜପା...

ଅଚାନକ ଦିଲ୍ଲୀର ଆଜାଦପୁର ପରିବା ମଣ୍ଡିରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୮: କୃଷକ ଓ କାର ମେକାନିକଙ୍କ ସହ ସାକ୍ଷାତ କରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସକାଳେ ହଠାତ ଆଜଦପୁର ପରିବା ମଣ୍ଡିରେ ପହଞ୍ଚି ପରିବା ବିକାଳିଙ୍କୁ ସାକ୍ଷାତ୍‌ କରିଛନ୍ତି। ରାହୁଲ ଯେତେବେଳେ ପରିବା ମଣ୍ଡିରେ ପହଞ୍ଚିଥିଲେ...

ଭୋଟରଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହେବାରୁ ନିଜକୁ ଚପଲରେ ପିଟିଲେ କାଉନସିଲର

ହାଇଦ୍ରାବାଦ୍‌,୧।୮: ଆନ୍ଧ୍ରପ୍ରଦେଶର ଅନାକାପଲ୍ଲୀ ଜିଜାର ଜଣେ କାଉନସିଲର ନିଜ ଭୋଟରଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହେବାରୁ ନିଜକୁ ଚପଲରେ ପିଟିଛନ୍ତି। ନରସିପାଟନମ ପୌରପାଳିକା (ୱାର୍ଡ ୨୦)ର କାଉନସିଲର ମୁଲାପର୍ତ୍ତୀ ରାମରାଜୁ ପରିଷଦ ବୈଠକରେ ନିଜର ଅସନ୍ତୋଷ ବ୍ୟକ୍ତ...

ଚନ୍ଦ୍ରୟାନ-୩ର ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସଲୁନାର ଇଞ୍ଜେକ୍‌ଶନ ସଫଳ

ବେଙ୍ଗାଲୁରୁ,୧ା୮: ଚନ୍ଦ୍ରୟାନ-୩ ପୃଥିବୀ ଚାରିପଟେ ୧୮ ଦିନ ଘୂରିବା ସହ ୫ ଥର କକ୍ଷ ଉତ୍ଥାନ କରାଯିବା ପରେ ଇସ୍ରୋ ଏହାର ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସଲୁନାର ଇଞ୍ଜେକ୍‌ଶନ (ଟିଏଲ୍‌ଆଇ) ସଫଳତାର ସହ କରାଇଛି। ମହାକାଶ ଯାନର ୨,୧୪୫ କିଲୋଗ୍ରାମ ପ୍ରପଲଶନ୍‌ ଇଞ୍ଜିନ...

ପୃଥିବୀର କକ୍ଷ ପଥ ଛାଡି ଚନ୍ଦ୍ର ଆଡକୁ ଗତିକଲା ଚନ୍ଦ୍ରାୟନ-୩, ଅଗଷ୍ଟ ୫ ଗୁରୁତ୍ୱପୂର୍ଣ୍ଣ

ବେଙ୍ଗାଲୁରୁ,୧।୮: ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ମଙ୍ଗଳବାର ଚନ୍ଦ୍ରାୟନ-୩ ଅନ୍ତରୀକ୍ଷ ଯାନକୁ ପୃଥିବୀର କକ୍ଷରୁ ବାହାର କରି ସଫଳତାପୂର୍ବକ ଚନ୍ଦ୍ରର କକ୍ଷ ଆଡକୁ ପଠାଇଛି। ଇସ୍ରୋ ତା’ର ଏକ ବୟାନରେ କହିଛି କି ‘ଚନ୍ଦ୍ରାୟନ-୩ ପୃଥିବୀ କକ୍ଷ ପଥକୁ ପୂରଣ...

ମୁସଲମାନ ପକ୍ଷଙ୍କୁ ଭୁଲ୍‌ ସୁଧାରିବାକୁ ହେବ: ୟୁପି ମୁଖ୍ୟମନ୍ତ୍ରୀ

ବାରାଣସୀ,୧।୮: ବାରାଣସୀର ଜ୍ଞାନବାପି ମସ୍‌ଜିଦକୁ ନେଇ ହିନ୍ଦୁ ଓ ମୁସଲମାନ ପକ୍ଷଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ସମସ୍ୟାର ସମାଧାନ ପାଇଁ ସରକାର ସମସ୍ତ ଉଦ୍ୟମ କରୁଥିବା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର କହିଛନ୍ତି। ଜ୍ଞାନବାପି ପରିସରରେ ଦେବଦେବୀଙ୍କ ମୂର୍ତ୍ତି...

ହିଂସା ଥିଲା ଅଭୂତପୂର୍ବ ଭୟଙ୍କର

ନୂଆଦିଲ୍ଲୀ, ୧।୮ : ମଣିପୁରରେ ମେ ୪ରେ ଦୁଇ ଆଦିବାସୀ ମହିଳାଙ୍କୁ ଯେଭଳି ଉଲଗ୍ନ ପରେଡ୍‌ କରାଯାଇ ନିର୍ଯାତନା ଦିଆଯାଇଥିଲା ଓ ତାହାର ଦୃଶ୍ୟ ଭିଡ଼ିଓରୁ ଦେଖିବାକୁ ମିଳିଥିଲା, ତାହା ଥିଲା ଅଭୂତପୂର୍ବ ଭୟଙ୍କର। ସୋମବାର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌...

କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୮: ଅଗଷ୍ଟ ମାସ ଆରମ୍ଭରୁ ଏଲପିଜି ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ ଆସିଛି। ଏଥର କମର୍ସିଆଲ ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ହ୍ରାସ ପାଇଛି। ଏହି ପରିବର୍ତ୍ତନ ଯୋଗୁ ଦେଶର ରାଜଧାନୀ ନୂଆଦିଲ୍ଲୀରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୬୮୦ ଟଙ୍କାକୁ...

ପୋଲିସ ପ୍ରତ୍ୟାହାର ଦାବିରେ ମହିଳାଙ୍କ ବିକ୍ଷୋଭ

ଇମ୍ଫାଲ,୧।୮: ମ୍ୟାନ୍‌ମାର ସୀମାକୁ ଲାଗିଥିବା ମଣିପୁରର ମୋରେହ ସହରରୁ ପୋଲିସ ଫୋର୍ସ ପ୍ରତ୍ୟାହାର ଦାବିରେ ୧,୦୦୦ରୁ ଊର୍ଦ୍ଧ୍ୱ ମହିଳା ସୋମବାର ଚୁରାଚାନ୍ଦପୁରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତୁରନ୍ତ ରାଜ୍ୟ ପୋଲିସଙ୍କୁ ପ୍ରତ୍ୟାହାର କରି ନିଆ ନ ଗଲେ ମଣିପୁରର ସମସ୍ତ ଆଦିବାସୀ...

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିରେ ବିରୋଧୀ ଅଟଳ

ନୂଆଦିଲ୍ଲୀ,୧।୮: ମଣିପୁର ହିଂସା ପ୍ରସଙ୍ଗକୁ ନେଇ ପାର୍ଲାମେଣ୍ଟରେ ସୋମବାର ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁରର ଆଇନ ଶୃଙ୍ଖଳା ସ୍ଥିତି ଉପରେ ବିବୃତି ରଖନ୍ତୁ ବୋଲି ପୁଣି ଦାବି କରିଥିଲେ। ହିଂସାପ୍ରବଣ ଉତ୍ତରପୂର୍ବାଞ୍ଚଳ ରାଜ୍ୟ...

ଶିବକୁମାରଙ୍କ ବିରୋଧରେ ସିବିଆଇ ପିଟିଶନ ଖାରଜ

ନୂଆଦିଲ୍ଲୀ,୧।୮: କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ବିରୋଧରେ ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଲଗାଇଥିବାବେଳେ ତଦନ୍ତକାରୀ ସଂସ୍ଥା ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲା। ସର୍ବୋଚ୍ଚ ଅଦାଲତ ହାଇକୋର୍ଟଙ୍କ ରାୟରେ ହସ୍ତକ୍ଷେପ କରିବାକୁ ସୋମବାର ମନା କରିଛନ୍ତି।...

ଛାତ୍ରୀଙ୍କ ବୋତଲରେ ପରିସ୍ରାକୁ ନେଇ ଉତ୍ତେଜନା

ଜୟପୁର,୧।୮:ରାଜସ୍ଥାନର ଭିଲଓ୍ବାରା ଜିଲା ଅନ୍ତର୍ଗତ ଏକ ସ୍କୁଲରେ କେତେଜଣ ଛାତ୍ର ଅନ୍ୟ ସମ୍ପ୍ରଦାୟର ଜଣେ ଛାତ୍ରୀଙ୍କ ପାଣି ବୋତଲରେ ପରିସ୍ରା ପୂରାଇବା ଘଟଣାକୁ ନେଇ ସୋମବାର ଉକ୍ତ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ଜଣେ ଛାତ୍ରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri