ଜାତୀୟ

ହରିୟାଣା ରେଜଲ୍ଟ: ଭାଜପାକୁ ଜିତାଇଦେଲେ କେଜରିଓ୍ବାଲ!

ନୂଆଦିଲ୍ଲୀ,୯।୧୦: ହରିୟାଣା ନିର୍ବାଚନର ଅନ୍ତିମ ଫଳାଫଳ ସାମ୍ନାକୁ ଆସିଛି। ରାଜ୍ୟରେ ୯୦ ଆସନରୁ ଭାଜପା ୪୮ଟି ଆସନ ପାଇଛି। ସେହିପରି କଂଗ୍ରେସ ମାତ୍ର ୩୯ଟି ଆସନ ହାତେଇ ପାରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ...

ଅନନ୍ତନାଗରେ ୨ ଯବାନଙ୍କୁ ଅପହରଣ: ଜଣେ ଖସି ଆସିଲେ, ଅନ୍ୟଜଣଙ୍କୁ ହତ୍ୟା

ଅନନ୍ତନାଗ,୯।୧୦: ଜମ୍ମୁ କଶ୍ମୀରର ଅନନ୍ତନାଗ ଅଞ୍ଚଳରେ ଆତଙ୍କବାଦୀମାନେ ୨ ଯବାନଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଜସ୍ବ ଉଦ୍ୟମରେ ଖସି ଆସିଥିବା ବେଳେ ବୁଧବାର ଜଣେ ନିଖୋଜ ଥିଲେ। ନିଖୋଜ ଯବାନଙ୍କୁ ଖୋଜିବା ଲାଗି ସୁରକ୍ଷା ବାହିନୀ ପକ୍ଷରୁ...

ଜମ୍ମୁ -କଶ୍ମୀରରେ ଜିତିବା ପରେ ଆସିଲା ରାହୁଲଙ୍କ ବଡ଼ ପ୍ରତିକ୍ରିୟା, କହିଦେଲେ ଏମିତି…

ନୂଆଦିଲ୍ଲୀ,୯।୧୦: ହରିୟାଣା, ଜମ୍ମୁ -କଶ୍ମୀରରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ପ୍ରକାଶ ପାଇଛି। ସେ ହରିୟାଣାର କଂଗ୍ରେସ କର୍ମୀଙ୍କୁ ସିଂହ ବୋଲି କହି ଧନ୍ୟବାଦ ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ ଏନ୍‌ସି ସହିତ କଂଗ୍ରେସ...

ଭାରତକୁ ବଡ଼ ଝଟ୍‌କା: ବର୍ଡର-ଗାଭାସ୍କର ଟ୍ରଫିରୁ ବାଦ୍‌ ପଡ଼ିଲେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଅଡ଼ୁଆ ଥମିବାର ନାଁ ଧରୁନି। ଶାମି ଆଜିକାଲି ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନଭେମ୍ବରରୁ ଜାନୁୟାରୀ ମଧ୍ୟରେ ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯିବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି...

ଆରବିଆଇର ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୯।୧୦: ଭାରତର ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ନୀତି ସୁଧ ହାରରେ କୌଣସି ପରିବର୍ତ୍ତନ କରିନାହିଁ। ଏମ୍‌ପିସି ୫୧ତମ ବୈଠକରେ ଆଲୋଚନା ପରେ ରେପୋ ହାର ୬.୫%ରେ ରଖାଯାଇଥିଲା। ଗୁରୁବାର ତିନି ଦିନିଆ ଏମସିସି ବୈଠକ ପରେ ଆରବିଆଇ...

ଇତିହାସ ରଚିଲା ଭାଜପା: ପଛରେ ରହିଗଲା କଂଗ୍ରେସ

ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ସଦ୍ୟ ଅନୁଷ୍ଠିତ ନିର୍ବାଚନର ବହୁପ୍ରତୀକ୍ଷିତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାର ୪୮ ଆସନରେ ସଫଳତା ସହ ଶାସକ ଭାଜପା ହ୍ୟାଟ୍ରିକ୍‌ ବିଜୟ ଲାଭ କରିଛି। ଏଠାରେ...

ଭାଜପାର ତୃତୀୟ ବିଜୟ: ସାଇନି ରହିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ବିଧାନସଭା ନିର୍ବାଚନରେ ଭାଜପା ବିଜୟୀ ହେବା ସହ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ପୁନର୍ବାର ଏହି ପଦରେ ରହିବେ ବୋଲି ଭାଜପା ନେତାମାନେ କହିଛନ୍ତି। ନିର୍ବାଚନର ମାତ୍ର...

ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍‌ମେକର

ନୂଆଦିଲ୍ଲୀ,୯ା୧୦:୨୦୧୯ ହରିୟାଣା ବିଧାନସଭା ନିର୍ବାଚନରେ କିଙ୍ଗ୍‌ମେକର ଭୂମିକା ନେଇଥିବା ଜନନାୟକ ଜନତା ପାର୍ଟି (ଜେଜେପି) ଏଥର ଖାତା ଖୋଲିପାରି ନାହିଁ। ଗତ ମାର୍ଚ୍ଚରେ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ଏହି ଦଳକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।...

୨୦୦ କୋଟିର ଜିଏସ୍‌ଟି ଠକେଇ ମାମଲା: ୧୪ ସ୍ଥାନରେ ଚଢ଼ାଉ, ୩୩ ଗିରଫ

ଅହମଦାବାଦ, ୮।୧୦: ଅହମଦାବାଦ କ୍ରାଇମବ୍ରାଞ୍ଚ ପକ୍ଷରୁ ଜିଏସ୍‌ଟି ଠକେଇ ବିରୋଧରେ ବଡ଼ ଅଭିଯାନ ଆରମ୍ଭ ହୋଇଛି। ଅହମ୍ମଦାବାଦ, ଜୁନାଗଡ଼, ସୁରଟ, ଖେଡ଼ା, ଭାବନଗର ଆଦି ସମେତ ଗୁଜରାଟର ୧୪ସ୍ଥାନରେ ଏହି ଚଢ଼ାଉ ହୋଇଛି। ଚଢ଼ାଉ ପରେ ୧୨ଟି ନକଲି ସଂସ୍ଥା ସହ...

୨୦୧୪ରେ ଭାଜପା ସହ ମେଣ୍ଟ ପିଡିପି ପରାଜୟର କାରଣ

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାନଚରେ ମେହବୁବା ମୁଫ୍‌ତିଙ୍କ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଶୋଚନୀୟ ପରାଜୟ ବରଣ କରିଛି। ଏହି ଦଳର ଆସନ ସଂଖ୍ୟା ୩କୁ ହ୍ରାସ ପାଇଛି, ଯାହାକି ୧୯୯୯ ପରେ ଦଳର ସବୁଠୁ ନୈରାଶ୍ୟଜନକ ପ୍ରଦର୍ଶନ। ୨୦୧୪...

କଟା ଘା’ରେ ଚୂନ ମାରିଲେ କେଜରିଓ୍ବାଲ, ଇସାରାରେ ରାହୁଲଙ୍କୁ କହିଦେଲେ ଏମିତି…

ନୂଆଦିଲ୍ଲୀ,୮।୧୦: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ର ଫଳାଫଳ ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇ ସରିଛି। ଫଳାଫଳନୁସାରେ ଭାଜପା ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବକୁ ଯାଉଛି। କ୍ରମାଗତ ତୃତୀୟ ଥର ପାଇଁ ଭାଜପା ହରିୟାଣାରେ କ୍ଷମତା ଦଖଲ କରିବାକୁ ଯାଉଥିବାବେଳେ...

ଭାଜପାକୁ ବଡ଼ ଝଟ୍‌କା ଦେଲା ଜମ୍ମୁ-କଶ୍ମୀର, କାରଣ ଥିଲା…

ନୂଆଦିଲ୍ଲୀ,୮।୧୦: ଜମ୍ମୁ-କଶ୍ମୀର ୯୦ ବିଧାନସଭା ଆସନରେ ଭୋଟ ଗଣନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ଯାଏ ନ୍ୟାଶନାଲ କନଫରେନ୍ସ ବା ଏନସି ଓ କଂଗ୍ରେସ ମେଣ୍ଟ ବହୁମତ ଛୁଇଁ ସାରିଛି। ଏବେ ଏହି ମେଣ୍ଟ ୫୦ ସିଟ୍‌ରେ ଟ୍ରେଣ୍ଡ କରୁଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri