ଜାତୀୟ

ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ

ନୂଆଦିଲ୍ଲୀ,୧୮ା୭: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍‌ ଓ’ବ୍ରାଏନ୍‌ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଶାସକ ଭାଜପା ଗୋଟିଏ ଆସନ ଅଧିକ ପାଇବା ସହ ରାଜ୍ୟ ସଭାରେ...

ଏୟାର ଇଣ୍ଡିଆ ବିମାନରେ ଫାଟିଲା ମୋବାଇଲ, ଏମରଜେନ୍ସି ଲ୍ୟାଣ୍ଡିଂ

ଉଦୟପୁର,୧୮।୭: ଉଦୟପୁରରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନକୁ ଏମରଜେନ୍ସି ଲ୍ୟାଣ୍ଡିଂ କରାଯାଇଛି। କାରଣ ଟେକଅପ ପରେ ବିମାନରେ ବିସ୍ଫୋରଣ ହେବାରୁ ଏହି ଲ୍ୟାଣ୍ଡିଂ କରାଯାଇଥିଲା। ଉଡ଼ାଣ ସମୟରେ ବିସ୍ଫୋରଣ ହେବା ମାତ୍ରେ ସମଗ୍ର କ୍ୟାବିନରେ ଧୂଆଁ ବ୍ୟାପିଗଲା...

ଏନଡିଏ ବୈଠକରେ ଯୋଗଦେବେ ୩୮ ଦଳ, ବେଙ୍ଗାଲୁରୁରେ ବିରୋଧୀ ଦଳ ବୈଠକର ଦ୍ୱିତୀୟ ଦିନ

ନୂଆଦିଲ୍ଲୀ,୧୮।୭: ବେଙ୍ଗାଲୁରୁ ପରେ ମଙ୍ଗଳବାର ଦିଲ୍ଲୀରେ ଏନଡିଏ ଶକ୍ତି ପ୍ରଦର୍ଶନ କରିବାକୁ ଯାଉଛି। ଏନଡିଏ ବୈଠକରେ ୩୮ ଦଳ ସାମିଲ ହୋଇପାରନ୍ତି। ଚିରାଗ ପାସଓ୍ବାନ ବି ଔପଚାରିକ ଭାବେ ଏନଡିଏରେ ସାମିଲ ହେବେ। ଅନ୍ୟପକ୍ଷରେ, ୨୬ ବିରୋଧୀ ଦଳର ଦୁଇ...

‘ପ୍ରୋଜେକ୍ଟ କେ’ରେ ଦୀପିକାଙ୍କ ପ୍ରଥମ ଲୁକ୍‌ ଭାଇରାଲ

ବହୁ ପ୍ରତୀକ୍ଷିତ ଫିଲ୍ମ ‘ପ୍ରୋଜେକ୍ଟ କେ’ରେ ଦୀପିକା ପାଦ୍ୟୁକୋନଙ୍କ ପ୍ରଥମ ଲୁକ୍‌ ଭାଇରାଲ ହୋଇଛି। ବୈଜୟନ୍ତୀ ମୁଭିଜ୍‌ର ଅଫିସିଆଲ ଇନଷ୍ଟାଗ୍ରାମରେ ଫିଲ୍ମରେ ଦୀପିକାଙ୍କ ଲୁକ୍‌ ମୁକ୍ତିଲାଭ କରିଛି। ଦୀପିକାଙ୍କୁ ଫଟୋରେ ରାଗ ମୁଡ୍‌ରେ ଦେଖାଯାଇଛି। ସେ କିଛି ଦେଖୁଥିବାର ନଜର...

ଆସନ୍ତାବର୍ଷ ଜାନୁଆରୀ ୧୫ରୁ ୨୪ ମଧ୍ୟରେ ହେବ ରାମ ମନ୍ଦିର ଗର୍ଭଗୃହରେ ପ୍ରତିମୂର୍ତ୍ତି ସ୍ଥାପନ

ଅଯୋଧ୍ୟା,୧୮।୭: ଅଯୋଧ୍ୟାରେ ନିର୍ମାଣାଧୀନ ରାମ ମନ୍ଦିରର ପ୍ରଥମ ମହଲାରେ ପାଞ୍ଚ ବର୍ଷର ଶିଶୁ ରୂପରେ ଭଗବାନ ରାମଙ୍କ ପ୍ରତିମା ସ୍ଥାପନ କରାଯିବ। ଆସନ୍ତାବର୍ଷ ଜାନୁଆରୀ ୧୫ରୁ ୨୪ ମଧ୍ୟରେ ହେବ ରାମ ମନ୍ଦିର ଗର୍ଭଗୃହରେ ମୂର୍ତ୍ତି ସ୍ଥାପନ କରାଯିବ। ଶ୍ରୀ...

ସୀମା ହେଦର ପାକିସ୍ତାନୀ ଗୁପ୍ତଚର ହୋଇଥିବା ସନ୍ଦେହ ବଢିଲା

ଲକ୍ଷ୍ନୌ,୧୮।୭: ଉତ୍ତରପ୍ରଦେଶ ପୋଲିସର ଆତଙ୍କବାଦ ନିରୋଧୀ ସ୍କ୍ବାାଡ (ୟୁପି ଏଟିଏସ) ନେପାଳ ଦେଇ ବେଆଇନ ଭାବେ ଭାରତ ଆସିଥିବା ଜଣେ ପାକିସ୍ତାନୀ ମହିଳା ସୀମା ହେଦରଙ୍କ ଦୀର୍ଘ ସମୟ ପଚରାଉଚରା କରିଛି। ଗୁପ୍ତଚର ଏଜେନ୍ସିରୁ ମିଳିଥିବା ‘ନିର୍ଦ୍ଦିଷ୍ଟ’ ସୂଚନାକୁ ଆଧାର...

ଜବତ ଏତେ, ଲୁଚିଛି କେତେ

ନୂଆଦିଲ୍ଲୀ,୧୮ା୭, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ତତ୍ତ୍ୱାବଧାନରେ ସୋମବାର ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଦ୍ୱାରା ସାରା ଦେଶରେ ୧,୪୪,୦୦୦ କେ.ଜି. ଡ୍ରଗ୍ସ ନଷ୍ଟ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୨,୩୮୧ କୋଟି ଟଙ୍କା ହେବ। ସଦ୍ୟ କାର୍ଯ୍ୟାନୁଷ୍ଠାନ...

ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୮ା୭: ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ରେକର୍ଡ ହୋଇଥିବା ଭୋଟ୍‌କୁ ଭୋଟର ଭେରିଫାଏବ୍ଲ ପେପର ଅଡିଟ୍‌ ଟ୍ରେଲ୍‌ (ଭିଭିପିଏଟି) ସହ ଭୋଟରମାନଙ୍କ ଦ୍ୱାରା ପୁନଃ ଯାଞ୍ଚ ପାଇଁ ଏକ ଏନ୍‌ଜିଓ ପକ୍ଷରୁ ଦାଏର ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର...

୫ ବର୍ଷରେ ୧୩.୫ କୋଟି ଦାରିଦ୍ର୍ୟରୁ ମୁକ୍ତ ହୋଇଛନ୍ତି

ନୂଆଦିଲ୍ଲୀ,୧୮ା୭(ପି.ଟି.): ୨୦୨୧ ମାର୍ଚ୍ଚରେ ଶେଷ ହେଉଥିବା ୫ ବର୍ଷ ମଧ୍ୟରେ ଭାରତର ୧୩.୫ କୋଟି ଲୋକ ବହୁବିଧ ଦାରିଦ୍ର୍ୟରୁ ମୁକ୍ତ ହୋଇଥିବା ନୀତି ଆୟୋଗ ରିପୋର୍ଟରେ କୁହାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟ, ଶିକ୍ଷା ଓ ଜୀବନ ଧାରଣ ମାନରେ ଉନ୍ନତି ହୋଇଥିବା...

‘ନ୍ୟାୟିକ କାର୍ଯ୍ୟ ଅଟକାଇବା ଗ୍ରହଣୀୟ ନୁହେଁ’

ନୂଆଦିଲ୍ଲୀ, ୧୮ା୭: ଅଦାଲତଗୁଡ଼ିକର ନ୍ୟାୟିକ କାର୍ଯ୍ୟକୁ ଅଟକାଇବା ଗ୍ରହଣୀୟ ନୁହେଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଗତ ବର୍ଷକ ମଧ୍ୟରେ ବାର୍‌ ଆସୋସିଏଶନଗୁଡ଼ିକ ଯେତେବେଳେ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି, ସେତେବେଳେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସତ୍ୟପାଠ ଜରିଆରେ...

ଦିଲ୍ଲୀ ଉପରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ରାଜନୈତିକ ବିବାଦରୁ ଊର୍ଦ୍ଧ୍ୱରେ ରହିବାକୁ ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୮ା୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କୁ ରାଜନୈତିକ ବିବାଦରୁ ଊର୍ଦ୍ଧ୍ୱରେ ରହିବାକୁ ହେବ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଦିଲ୍ଲୀ ସରକାରଙ୍କର ଏହାର ପ୍ରଶାସନିକ ଅଧିକାରୀଙ୍କ ଉପରେ ଅଧିକ ନିୟନ୍ତ୍ରଣ ରହିବା ନେଇ ସର୍ବୋଚ୍ଚ...

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୮।୭: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ଭାରତ-ପାକିସ୍ତାନ ଲାଇନ ଅଫ କଣ୍ଟ୍ରୋଲ (ଏଲଓସି) କଡ଼ରେ ଥିବା ଚକ୍କାନ ଦା ବାଗ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ଆତଙ୍କବାଦୀ ଅନୁପ୍ରବେଶକୁ ଭଣ୍ଡୁର କରିଛନ୍ତି। ସୁରକ୍ଷାବାହିନୀଙ୍କ ଗୁଳିରେ ଦୁଇ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri