ଜାତୀୟ

ପିଡିପି ସହ ମେଣ୍ଟ କରିବ ଏନ୍‌ସି

ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀରରେ ଭୋଟଗଣତି ପୂର୍ବରୁ ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ନିର୍ବାଚନ ପରବର୍ତ୍ତୀ ମେଣ୍ଟ ସମ୍ପର୍କରେ ସୋମବାର ସୂଚନା ଦେଇଛନ୍ତି। ଏପରିକି ଏନ୍‌ସି-କଂଗ୍ରେସ ମେଣ୍ଟ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି)ର ସମର୍ଥନ ଆବଶ୍ୟକ କରୁ ନ ଥିଲେ ମଧ୍ୟ...

ଆଜି ହରିୟାଣା, କଶ୍ମୀର ନିର୍ବାଚନ ଫଳାଫଳ: ୮ଟାରୁ ଭୋଟ ଗଣତି

ନୂଆଦିଲ୍ଲୀ,୮ା୧୦: ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ଅନୁଷ୍ଠିତ ହୋଇ ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ ଗଣା ସରିବା ପରେ ଇଲେକ୍ଟ୍ରୋନିକ...

ମୁଖିଆ ହିସାବରେ ୨୩ ବର୍ଷ ପୂରଣ କରିବା ପରେ ମନର କଥା ଖୋଲି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସାର୍ବଜନିକ ପଦବୀରେ ୨୩ ବର୍ଷ ପୂରଣ କରିଛନ୍ତି। ୨୦୦୧ରେ ଏହି ଦିନ ସେ ପ୍ରଥମ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

ଏନ୍‌ଇଇଟି ୟୁଜି: ପ୍ରଘଟ ପ୍ରଶ୍ନପତ୍ର ପାଇବାକୁ ୧୪୪ ଆଶାୟୀ ଦେଇଥିଲେ ଟଙ୍କା: ସିବିଆଇ

ନୂଆଦିଲ୍ଲୀ,୭ା୧୦: ଚଳିତ ବର୍ଷ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାର ତଦନ୍ତ କରୁଥିବା ସିବିଆଇ ୧୪୪ ଜଣ ଛାତ୍ରୀଛାତ୍ରଙ୍କୁ ଚିହ୍ନଟ କରିଛି। ଉକ୍ତ ଆଶାୟୀମାନେ ପରୀକ୍ଷା ପୂର୍ବରୁ ପ୍ରଘଟ ପ୍ରଶ୍ନପତ୍ର ଓ ଏହାର...

ମାଳଦ୍ୱୀପ ପାଇଁ ଭଣ୍ଡାର ଖୋଲିଦେଲେ ଭାରତ ସରକାର: ଏତିକି କୋଟି ଟଙ୍କା ସହାୟତା ଘୋଷଣା

ନୂଆଦିଲ୍ଲୀ,୭।୧୦: ଭାରତ ଗସ୍ତର ଦ୍ୱିତୀୟ ଦିନରେ ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସ୍‌ଠାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ୧୦୦ ମିଲିୟନ ଡଲାରର ଟ୍ରେଜରି ବିଲ୍‌ ରୋଲ୍‌ଓଭର ଆକାରରେ...

୬ ବର୍ଷର ବାଳିକାଙ୍କୁ ବଳାତ୍କାର କଲେ ୨୧ ବର୍ଷର ଯୁବକ: ଧରିଲା ପୋଲିସ

ଡିଣ୍ଡୋରି,୭ା୧୦:ମଧ୍ୟପ୍ରଦେଶର ଡିଣ୍ଡୋରି ଜିଲାରେ ୬ ବର୍ଷର ବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଜବଲପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୨୧ ବର୍ଷୀୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ପୀଡ଼ିତା ଜଣକ ତାଙ୍କ ଅଜାଘରେ ଥିବାବେଳେ ପାଖ ଘରେ ରହୁଥିବା...

ଭବିଷ୍ୟବାଣୀ କଲେ ଅମିତ ଶାହା: ୨୦୨୬ ମାର୍ଚ୍ଚ ସୁଦ୍ଧା …

ନୂଆଦିଲ୍ଲୀ,୭ା୧୦:୨୦୨୬ ମାର୍ଚ୍ଚ ସୁଦ୍ଧା ଭାରତରୁ ମାଓବାଦୀ ସମ୍ପୂର୍ଣ୍ଣ ମୂଳପୋଛ ହେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର କହିଛନ୍ତି। ମାଓବାଦୀ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି...

ଶେଷରେ ମୋଦିଙ୍କ ଆଗରେ ମୁଣ୍ଡ ନୁଆଁଇଲେ ମାଳଦ୍ୱୀପ ରାଷ୍ଟ୍ରପତି

ନୂଆଦିଲ୍ଲୀ,୭।୧୦: ଆଜିକାଲି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ମାଳଦ୍ୱୀପ ପରିଦର୍ଶନ କରିବାକୁ ଆମନ୍ତ୍ରଣ କରିଛନ୍ତି। ବ୍ୟାପକ ଅର୍ଥନୈତିକ ଏବଂ...

ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ଘଟଣା: ଚାର୍ଜସିଟ୍‌ ଦାଖଲ ଗଲା ସିବିଆଇ

କୋଲକାତା,୭।୧୦: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର.ଜି କର ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସଞ୍ଜୟ ରାୟଙ୍କୁ ମୁଖ୍ୟ ଅଭିଯୁକ୍ତ କରାଯାଇଛି। ସୋମବାର ଏହି ମାମଲାର ଚାର୍ଜସିଟ୍‌ ସିବିଆଇ ଦାଖଲ କରିଛି। ସିବିଆଇ ସୂତ୍ର...

‘ଡେଲିଭରୀ ବଏ’ ସାଜିଲେ ଜୋମାଟୋ ସିଇଓ: ଅର୍ଡର ଡେଲିଭରୀ ପରେ ବଖାଣିଲେ ଦୁଃଖ

ନୂଆଦିଲ୍ଲୀ,୭।୧୦: ଜୋମାଟୋ ସିଇଓ ଦୀପିନ୍ଦର ଗୋୟାଲ ନିକଟରେ ତାଙ୍କ ସ୍ତ୍ରୀ ଗ୍ରେସିଆ ମୁନୋଜଙ୍କ ସହ ଗୋଟିଏ ଦିନ ଫୁଡ୍‌ ଡେଲିଭରୀ ଏଜେଣ୍ଟ ଭାବରେ କାର୍ଯ୍ୟ କରିଥିଲେ। ଏହି ଅଭିଜ୍ଞତା ପରେ ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି...

ଦଳିତ ପରିବାରରେ ସମୟ ବିତାଇଲେ ରାହୁଲ ଗାନ୍ଧୀ: ଶିଖିଲେ ରୋଷେଇ

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ଏମ୍‌ପି ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ସୋମବାର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅଜୟ ତୁକାରାମ ସନାଡେ ଏବଂ ତାଙ୍କ ପତ୍ନୀ ଅଞ୍ଜନା ତୁକାରାମ ସନାଡେଙ୍କ ସହ ଖାଦ୍ୟ ରାନ୍ଧୁଥିବା ଦେଖିବାକୁ ମିଳିଛି।...

ମୁଇଜୁଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ମୋଦି

ନୂଆଦିଲ୍ଲୀ,୭ା୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ମୁଇଜୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ। ହାଇଦ୍ରାବାଦ ହାଉସରେ ଏହି ସାକ୍ଷାତ ଅନୁଷ୍ଠିତ ହୋଇଥିଲା। ମୋଦି ଏବଂ ମୁଇଜୁ ମାଳଦ୍ୱୀପରେ ହନିମାଧୁ ଅନ୍ତର୍ଜାତୀୟ ବିମାନବନ୍ଦରର ରନୱେକୁ ଉଦ୍‌ଘାଟନ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri