ଜାତୀୟ

ଏନସିପି ଛାଡି ଶିନ୍ଦେ ସରକାରରେ ସାମିଲ ହୋଇଥିବା ନେତାଙ୍କ ଉପରେ ଚାଲିଛି ଭ୍ରଷ୍ଟାଚାରର ଯାଞ୍ଚ

ମୁମ୍ବାଇ,୪।୭: ମହାରାଷ୍ଟ୍ରରେ ଯେଉଁ ନେତାଙ୍କ ଉପରେ ଭାରତୀୟ ଜନତା ପାର୍ଟି(ଭାଜପା)ଭ୍ରଷ୍ଟାଚାରର ଅଭିଯୋଗ ଲଗାଇଛି ଏବେ ସେମାନେ ସରକାରରେ ସାମିଲ ହୋଇଯାଇଛନ୍ତି। ବିରୋଧୀ ପୂର୍ବରୁ ହିଁ ଭାଜପାକୁ ‘ଓ୍ବାଶିଂ ମେଶିନ’ କହି ଟାର୍ଗେଟ କରି ଚାଲିଛି। ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା...

ବଢିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ଦର

ନୂଆଦିଲ୍ଲୀ,୪।୭: ଦିଲ୍ଲୀରେ ଏଲପିଜି ଗ୍ୟାସ ସିଲିଣ୍ଡରର ଦର ବୃଦ୍ଧି ପାଇଛି। ତୈଳ କମ୍ପାନୀଗୁଡିକ ଗୋଟିଏ ସିଲିଣ୍ଡରର ମୂଲ୍ୟ ୭ ଟଙ୍କା ବୃଦ୍ଧି କରିଛନ୍ତି। ତେବେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହାର ମୂଲ୍ୟ ଦୀର୍ଘ ସମୟ...

କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ, ନିର୍ବାଚନୀ ରାଜ୍ୟକୁ କରାଯିବ ଫୋକସ

ନୂଆଦିଲ୍ଲୀ,୪।୭: ଲୋକ ସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳ ବଦଳର ପ୍ରସ୍ତୁତି ଚାଲିଛି। କୁହାଯାଉଛି କି ଆଗାମୀ କିଛିଦିନ ମଧ୍ୟରେ ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ଆଉ କେତେଜଣ ମନ୍ତ୍ରିଙ୍କ ନାମ ଯୋଡା ଯାଇପାରେ। କ୍ୟାବିନେଟ ସମ୍ପ୍ରସାର ପାଇଁ ପ୍ରସ୍ତୁତି...

ମୋଦିଙ୍କ କ୍ୟାବିନେଟରେ ଦେଖିବାକୁ ମିଳିବ ମହାରାଷ୍ଟ୍ର ଇଫେକ୍ଟ

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ଏବେ ଅଦଳବଦଳ ହେବାର ଅନୁମାନ କରାଯାଉଛି।ମନ୍ତ୍ରୀଙ୍କ ନୂଆ ତାଲିକା ଯେ କୌଣସି ସମୟରେ ଜାରି କରାଯାଇପାରେ। ଆଗାମୀ ଲୋକ ସଭା ନିର୍ବାଚନକୁ ଆଖି ଆଗରେ ରଖି ନୂଆ ନାମର ଏଣ୍ଟ୍ରି ହୋଇପାରେ ବୋଲି...

ପ୍ରଫୁଲ୍ଲ ପଟେଲଙ୍କ ଦାବି, ଏନସିପିର ୫୧ ବିଧାୟକ ଭାଜପା ସହ ମିଶି ଗଢିବାକୁ ଚାହୁଁଥିଲେ ସରକାର

ମୁମ୍ବାଇ,୪।୭: ଶରଦ ପାଓ୍ବାରଙ୍କ ପାର୍ଟି ଏନସିପି ଏବେ ସବୁଠାରୁ ବଡ ସଙ୍କଟ ସହ ଲଢିବାରେ ଲାଗିଛି। ଅଜିତ ପାୱାର ଏବଂ ଘନିଷ୍ଠ ନେତାଙ୍କ ବିଦ୍ରୋହ ପରେ ଶରଦ ପାୱାରଙ୍କୁ ବ୍ୟାକଫୁଟରେ ଦେଖିବାକୁ ମିଳିଛି। ବରିଷ୍ଠ ଏନସିପି ନେତା ତଥା ଏମପି...

ଗୁଜରାଟ-ଆସାମରେ ବନ୍ୟା

ନୂଆଦିଲ୍ଲୀ,୪।୭: ମୌସୁମୀ ସକ୍ରିୟ ହେବା ପରେ ଏବେ ପ୍ରାୟ ସାରା ଦେଶରେ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଚଳିତ ମାସରେ କିଛି ରାଜ୍ୟରେ ଝିପିଝିପି ବର୍ଷା ହେବାର ସମ୍ଭାବନା ବି ରହିଛି। ଗୁଜରାଟ, ଆସାମ, ହିମାଚଳ...

ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ ଜଣାଅ

ନୂଆଦିଲ୍ଲୀ, ୪ା୭ ହିଂସା କ୍ଷତିଗ୍ରସ୍ତ ମଣିପୁରରେ ଘରଦ୍ୱାର ହରାଇଥିବା ଲୋକମାନଙ୍କ ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ, ଆଇନ ଶୃଙ୍ଖଳା ସ୍ଥିିତିରେ କିଭଳି ଉନ୍ନତି ହୋଇଛି ଓ ଲୁଟ୍‌ ହୋଇଥିବା ଅସ୍ତ୍ରଶସ୍ତ୍ର ଉଦ୍ଧାର ସମ୍ପର୍କିତ ସଂଶୋଧିତ ଷ୍ଟାଟସ୍‌ ରିପୋର୍ଟ ଦାଖଲ...

ବିଦ୍ରୋହ ପରେ ଦୁଇଗୋଷ୍ଠୀ ଟଣାଓଟରା

ମୁମ୍ବାଇ, ୪ା୭ : ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)ରେ ବିଦ୍ରୋହ ପରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଗୋଷ୍ଠୀ ସୋମବାର ଲୋକ ସଭା ଏମ୍‌ପି ସୁନିଲ ଟାଟ୍‌କାରେଙ୍କୁ ରାଜ୍ୟ ଏନ୍‌ସିପି ମୁଖ୍ୟ ଘୋଷଣା କରିଛନ୍ତି। ଏନ୍‌ସିପି ବିଦ୍ରୋହୀ ଗୋଷ୍ଠୀର ଅନ୍ୟତମ...

ମନ୍ତ୍ରିମଣ୍ଡଳ ବୈଠକ ଫଳପ୍ରଦ ହୋଇଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୪।୭ (ପି.ଟି.): ପ୍ରଗତି ମଇଦାନ ସମ୍ମିଳନୀ କେନ୍ଦ୍ରରେ ସୋମବାର ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକ ଅତ୍ୟନ୍ତ ଫଳପ୍ରଦ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବୈଠକରେ ଅଧ୍ୟକ୍ଷତା କରିବା ବେଳେ ବିଭିନ୍ନ ନୀତି ସଂକ୍ରାନ୍ତରେ ଢେର ଆଲୋଚନା ହୋଇଥିବା...

ପବନହଂସ ବିକ୍ରି ସ୍ଥଗିତ

ନୂଆଦିଲ୍ଲୀ, ୪ା୭: ପବନହଂସରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତିକୁ ସ୍ଥଗିତ ରଖିବା ଲାଗି କେନ୍ଦ୍ର ସରକାର ସୋମବାର ନିଷ୍ପତ୍ତି ନେଇଛନ୍ତି। ହେଲିକପ୍ଟର ସେବା ପ୍ରଦାନକାରୀ ଭାରତ ସରକାର ଏବଂ ଓଏନ୍‌ଜିସିର ମିଳିତ ଉଦ୍ୟୋଗ ପବନହଂସ ଲିଃ କିଣିବା ପାଇଁ ଷ୍ଟାର୯ ମୋବିଲିଟି...

ସେନାରେ ଅଫିସରଙ୍କ ଅଭାବ

ନୂଆଦିଲ୍ଲୀ, ୪।୭: ଭାରତୀୟ ସୈନ୍ୟବାହିନୀର ୟୁନିଟଗୁଡ଼ିକରେ ମେଜର, କ୍ୟାପଟେନ୍‌ ଭଳି ମଧ୍ୟମ ବର୍ଗ ଅଫିସର ସଂଖ୍ୟାରେ ଘୋର ଅଭାବ ଦେଖାଦେଇଛି, ଯାହା ଅତ୍ୟନ୍ତ ଗମ୍ଭୀର ପ୍ରସଙ୍ଗ। ବିଭିନ୍ନ କର୍ପସ, କମାଣ୍ଡ ଏବଂ ଡିଭିଜନ ମୁଖ୍ୟାଳୟରେ ୬ ବର୍ଷ ସେବା ସମ୍ପୂର୍ଣ୍ଣ କରିଥିବା...

ଶିନ୍ଦେଙ୍କୁ ହଟାଇବା ପାଇଁ ଭାଜପା ସହ ହାତ ମିଳାଇଛନ୍ତି ଅଜିତ

ମୁମ୍ବାଇ, ୪ା୭: ମହାରାଷ୍ଟ୍ର ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥବା ଏନ୍‌ସିପି ନେତା ଅଜିତ ପାଓ୍ବାର ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେଙ୍କୁ ହଟାଇବେ ବୋଲି ଉଦ୍ଧବ ଠାକ୍‌ରେଙ୍କ ଶିବସେନା (ୟୁବିଟି) ମୁଖପତ୍ର ‘ସାମନା’ର ସମ୍ପାଦକୀୟରେ ଉଲ୍ଲେଖ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri