ଜାତୀୟ

ମାକ୍ରୋନଙ୍କ ପାଇଁ ନେତାନ୍ୟାହୁଙ୍କ ଭିଡିଓ ବାର୍ତ୍ତା: ଅସ୍ତ୍ରଶସ୍ତ୍ର ବ୍ୟାନ୍ ବୟାନ ଉପରେ ଦେଲେ କଡା ପ୍ରତିକ୍ରିୟା

ନୂଆଦିଲ୍ଲୀ,୬।୧୦: ଗାଜାରେ ବ୍ୟବହାର ପାଇଁ ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ ବନ୍ଦ କରିବାକୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ ଆହ୍ୱାନକୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ତୀବ୍ର ନିନ୍ଦା କରିଛନ୍ତି ଏବଂ ଏହି ପ୍ରସ୍ତାବକୁ ଏକ ଅପମାନ ବୋଲି କହିଛନ୍ତି। ଶନିବାର...

ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ପ୍ରସାଦ ସମ୍ପୂର୍ଣ୍ଣ ଶୁଦ୍ଧ

ଉଜ୍ଜୟନୀ,୬।୧୦: ମଧ୍ୟ ପ୍ରଦେଶ ଉଜ୍ଜୟନୀର ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ଲଡୁ ପ୍ରସାଦର ଯାଞ୍ଚ କରାଯାଇ ଜଣାପଡିଛି ଯେ ଲଡୁ ସମ୍ପୂର୍ଣ୍ଣ ଶୁଦ୍ଧ ଅଟେ। ମଧ୍ୟପ୍ରଦେଶର ଉଜ୍ଜୟନୀ ସ୍ଥିତ ମହାକାଳେଶ୍ୱର ମନ୍ଦିରର ଲଡୁ ପ୍ରସାଦ ଖାଦ୍ୟ ସୁରକ୍ଷା ନିୟମର ୧୩ଟି ପାରାମିଟର...

ପ୍ରତି ମାସରେ ମହିଳାଙ୍କୁ ୧୦୦୦ ଟଙ୍କା ଦେବ ଏଏପି ସରକାର!

ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି) ଆଜି ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ।...

ହରିୟାଣା ଉପରେ କହିବା ମନା, ଏକଜିଟ ପୋଲ୍‌କୁ ନେଇ ଭାଜପା ନେତାଙ୍କ ମୁହଁ ବନ୍ଦ

ନୂଆଦିଲ୍ଲୀ,୬।୧୦: ହରିୟାଣା, ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ଏହି ନିର୍ବାଚନର ଫଳାଫଳ ଘୋଷଣା କରାଯିବ। କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ୍‌ରେ ଜମ୍ମୁ-କଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ ଏବଂ ହରିୟାଣାରେ କଂଗ୍ରେସ ସରକାର ଗଠନ କରିବ ବୋଲି ଦାବି...

ମୋଦିଙ୍କ ପାଇଁ ଭୋଟ ମାଗିବେ କେଜରିଓ୍ବାଲ, କାହିଁକି ଏମିତି କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?

ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ଛତ୍ରସାଲ ଷ୍ଟାଡିୟମରେ ଚାଲିଥିବା ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର...

ଜମ୍ମୁ-କଶ୍ମୀରରେ ଭାଜପା ସରକାର! ସରକାର ଗଠନରେ ହେବ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୬।୧୦: ଜମ୍ମୁ-କଶ୍ମୀର ନିର୍ବାଚନକୁ ନେଇ ଆସିଛି ଚମକାଇଦେଲା ଭଳି ବୁଥ୍‌ ବାହୁଡା ମତ ବା ଏକଜିଟ୍‌ ପୋଲ୍‌। ଯଦି ନିର୍ବାଚନ ଫଳାଫଳ ବୁଥ୍‌ ବାହୁଡା ମତରୁ ଆସିଥିବା ସଂଖ୍ୟା ସହ ସମାନ ହୋଇଯିବ ତେବେ ଜମ୍ମୁ-କଶ୍ମୀରରେ ବଡ଼ ରାଜନୈତିକ ସମୀକରଣ...

କିମ୍‌ ଜୋଙ୍ଗ୍‌ ଉନ୍‌ ନା ଜର୍ଜ ସୋରୋସ୍‌ କାହା ସହ ଡିନର କରିବେ ଜୟଶଙ୍କର, ଏମିତି ଦେଲେ ଜବାବ…

ନୂଆଦିଲ୍ଲୀ,୬ା୧୦: ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ କାର୍ଯ୍ୟକ୍ରମ ସମୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କରଙ୍କୁ ଏପରି ପ୍ରଶ୍ନ ପଚରାଯାଇଥିଲା। ଯାହାର ଉତ୍ତର ସମସ୍ତଙ୍କ ହୃଦୟକୁ ଛୁଇଁଛି। ଜୟଶଙ୍କରଙ୍କୁ ପଚରାଯାଇଥିଲା ସେ ଉତ୍ତର କୋରିଆ ଶାସକ କିମ୍‌ ଜୋଙ୍ଗ୍‌...

ଷ୍ଟେଜ୍‌ରେ ରାମ ଭୂମିକାରେ କରୁଥିଲେ ଅଭିନୟ, ଆସିଲା ହାର୍ଟଆଟାକ୍‌, ଆଉ ତା’ ପରେ…

ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍‌ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍‌ଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ଷ୍ଟେଜ୍‌ରୁ ଓହ୍ଲାଇବା ଦେଖି ଲୋକମାନେ ଦୌଡ଼ି ଯାଇଥିଲେ। ସୁଶୀଲଙ୍କୁ ସଙ୍ଗେ...

କୋଲକାତା ବଳାତ୍କାର ହତ୍ୟା ମାମଲା: ସନ୍ଦୀପ ଘୋଷଙ୍କୁ ଆଉ ଏକ ବଡ଼ ଝଟ୍‌କା

କୋଲକାତା,୬।୧୦: କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଇଣ୍ଟର୍ନ, ହାଉସ ଷ୍ଟାଫ ଏବଂ ବରିଷ୍ଠ ରେଜିଡେଣ୍ଟ ଅନ୍ତର୍ଭୁକ୍ତ।...

‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍‌ ପାସ୍‌’

କଶ୍ମୀର,୬।୧୦: ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ନିର୍ବାଚନର ପ୍ରକୃତ ଫଳାଫଳ ପାଇଁ ସମସ୍ତଙ୍କୁ ଅକ୍ଟୋବର ୮କୁ ଅପେକ୍ଷା...

ମସ୍କଟରୁ ଆସୁଥିବା ବିମାନର ଫାଟିଲା ଟାୟାର, ଅଳ୍ପକେ ବର୍ତ୍ତିଲେ ୧୪୬ ଯାତ୍ରୀ

ଚେନ୍ନାଇ,୬।୧୦: ଚେନ୍ନାଇ ବିମାନବନ୍ଦରରେ ଟଳିଛି ବଡ଼ ଦୁର୍ଘଟଣା। ଶନିବାର ମସ୍କଟରୁ ୧୪୬ ଯାତ୍ରୀଙ୍କୁ ନେଇ ଚେନ୍ନାଇ ଆସୁଥିବା ଏକ ବିମାନର ଟାୟାର ଓହ୍ଲାଇବା ସମୟରେ ଫାଟି ଯାଇଥିଲା। ଅଧିକାରୀମାନେ ଏହି ଘଟଣା ନେଇ ସୂଚନା ଦେଇଥିଲେ। ତେବେ ସମସ୍ତ ଯାତ୍ରୀ...

ଏକଜିଟ ପୋଲ୍‌କୁ ନେଇ କଂଗ୍ରେସ ଖୁସିରେ ଗଦଗଦ, ଏବେ ହେବ ଅସଲ ଖେଳ!

ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଗ୍ରହଣ ପରେ ଏକଜିଟ ପୋଲ୍‌ର ଫଳାଫଳ କଂଗ୍ରେସକୁ ଖୁସି ଖବର ଦେଇଥିଲା। ସମସ୍ତ ଏକଜିଟ ପୋଲ୍‌ରେ ଭାଜପାକୁ ପୋଛି ଦିଆଯାଇଥିଲା। ଏଭଳି ସ୍ଥିତିରେ, ଯଦି ଆମେ ଏକଜିଟ ପୋଲ୍‌ର ଫଳାଫଳକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri