ଜାତୀୟ

ଶିଖ ଗୁରୁଦ୍ୱାରା ବିଲ୍‌ ୨୦୨୩ ସର୍ବସମ୍ମତି କ୍ରମେ ପାରିତ…

ଚଣ୍ଡିଗଡ଼,୨୦।୬ : ଶିଖ ଗୁରୁଦ୍ୱାରା (ସଂଶୋଧନ) ବିଲ ୨୦୨୩ ପଞ୍ଜାବ ବିଧାନସଭାରେ ସର୍ବସମ୍ମତିରେ ପାରିତ ହୋଇଛି। ତେବେ ଅକାଳୀ ଦଳର ସଦସ୍ୟମାନେ ଏହାକୁ ବିରୋଧ କରିଥିଲେ। ଏଥି ସହିତ ଆରଡିଏଫର ବକେୟା ଦେୟ ନ ଦେଇଥିବା କେନ୍ଦ୍ର ସରକାରଙ୍କ ବିରୋଧରେ...

ନକଲି ଔଷଧ ଉପରେ ଶୂନ୍ୟ ସହନଶୀଳ ନୀତି ଗ୍ରହଣ କରିଛନ୍ତି ଭାରତ ସରକାର…

ନୂଆଦିଲ୍ଲୀ,୨୦।୬ : କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତି ଭାରତରେ ନକଲି ଔଷଧ ଉପରେ ଶୂନ୍ୟ ସହନଶୀଳ ନୀତି ଅନୁସରଣ କରାଯାଇଛି। ଭାରତରେ ଅପମିଶ୍ରିତ କଫ ସିରପ ଯୋଗୁଁ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବା ପରେ ୭୧ ଟି କମ୍ପାନୀକୁ...

୪୦ ତଳେ ଦୈନିକ ସଂକ୍ରମଣ, ମାର୍ଚ୍ଚ ୨୦୨୦ ପରେ ସର୍ବନିମ୍ନ…

ନୂଆଦିଲ୍ଲୀ, ୨୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ...

ଏଣ୍ଡେମିକ ପଥରେ କରୋନା, ତଥାପି ସରକାର ସତର୍କ, ପ୍ରତ୍ୟେକ ଭାରିଆଣ୍ଟ ଉପରେ ନଜର: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୬ : କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତି କରୋନା ବର୍ତ୍ତମାନ ଏଣ୍ଡେମିକ ହେବାର ଶିଖରରେ ଅଛି। ତେବେ ଭାରତୀୟ ବୈଜ୍ଞାନିକମାନେ ପ୍ରତ୍ୟେକ ନୂତନ ଭାରିଆଣ୍ଟ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଏବଂ ସରକାର ଏନେଇ ସଜାଗ ଅଛନ୍ତି। ମନ୍ତ୍ରୀ...

ବିଦେଶରୁ ଆଜି ଭାରତ ଫେରିବେ ରାହୁଲ

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସାରେ ତାଙ୍କ ବିଦେଶ ଗସ୍ତରୁ ଭାରତ ଫେରିବାକୁ ଯାଉଛନ୍ତି। ଏନେଇ କଂଗ୍ରେସ ପାର୍ଟି ସୂତ୍ରରୁ ସୂଚନା ଜାରି ହୋଇଛି। ରାହୁଲଙ୍କ ଦୀର୍ଘ ବିଦେଶ ଗସ୍ତ ଉପରେ ଭାଜପା ପ୍ରଶ୍ନ ଉଠାଇଛି। ଗତ...

ଭାଜପାର ବିଧାନସଭା ରଣନୀତି ପ୍ରସ୍ତୁତ: ଜାଣନ୍ତୁ କିଏ ହେବେ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଚେହେରା

ଜୟପୁର,୨୦।୬: ଚଳିତ ବର୍ଷ ଶେଷ ସୁଦ୍ଧା ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ତେଲଙ୍ଗାନା ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ନେତୃତ୍ୱ ଏକ ରଣନୀତି ପ୍ରସ୍ତୁତ କରିଛନ୍ତି। ଭାଜପା ରଣନୀତିରେ ଦୁଇଟି ଜିନିଷ ସବୁଠାରୁ...

ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଇମ୍ଫାଲ, ୨୦।୬: ବିଭିନ୍ନ ବ୍ୟକ୍ତିଙ୍କ ଦ୍ୱାରା ଦାଖଲ କରାଯାଇଥିବା ଅନୁରୋଧ ପରେ ମଣିପୁର ହାଇକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ଆଦେଶରେ ମଙ୍ଗଳବାର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ସେମାନଙ୍କ ନିୟନ୍ତ୍ରଣରେ ଥିବା ନିର୍ଦ୍ଦିଷ୍ଟ ସ୍ଥାନରେ ଜନସାଧାରଣଙ୍କୁ ସୀମିତ ଇଣ୍ଟରନେଟ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।...

କେଦାରନାଥଙ୍କ ଗର୍ଭଗୃହରେ ଟଙ୍କା ଉଡାଇଲେ ମହିଳା, ଭିଡିଓ ଭାଇରାଲ ପରେ ରୁଜୁ ହେଲା ମାମଲା

ଡେରାଡୁନ,୨୦।୬: ଭଗବାନ କେଦାରନାଥଙ୍କ ମନ୍ଦିରର ଭିତରର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ମହିଳା କେଦାରନାଥଙ୍କ ଶିବଲିଙ୍ଗ ଉପରେ ନୋଟ ଉଡାଉଥିବା ନଜର ଆସିଛନ୍ତି। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ସମୟ ମଧ୍ୟରେ ଉପସ୍ଥିତ ପୁରୋହିତ ମଧ୍ୟ...

ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରଭାବିତ ରାଜ୍ୟକୁ ପଠାଯିବ ଟିମ୍‌

ନୂଆଦିଲ୍ଲୀ,୨୦।୬: ଦେଶର ଅନେକ ଅଞ୍ଚଳରେ ଭୀଷଣ ଗରମ ହେତୁ ଲୋକେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ଅଶୁଂଘାତ ଜନିତ କାରଣରୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ସମୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଦିଲ୍ଲୀରେ...

ପଶ୍ଚିମବଙ୍ଗ ସରକାର, ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା

ନୂଆଦିଲ୍ଲୀ, ୨୦।୬: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ମମତା ସରକାର ଏବଂ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଏକ ବଡ଼ ଝଟକା ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କଲିକତା ହାଇକୋର୍ଟ ୪୮...

କେଜ୍‌ରିଓ୍ବାଲଙ୍କ ଅଧ୍ୟକ୍ଷତାରେ ବସିବ ଏନ୍‌ସିସିଏସଏର ପ୍ରଥମ ବୈଠକ,ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦।୬: ଦେଶର ରାଜଧାନୀ ଦିଲ୍ଲୀରେ ଅଧିକାରୀଙ୍କ ଟ୍ରାନ୍ସଫର ପୋଷ୍ଟିଂ ପ୍ରସଙ୍ଗରେ କେନ୍ଦ୍ର ସରକାର ଏକ ଅଧ୍ୟାଦେଶ ଆଣି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ବଦଳାଇ ଦେଇଛନ୍ତି। ଏକ ନିୟମାବଳୀ ମାଧ୍ୟମରେ ସେବା ବିଭାଗ ସହ ଜଡିତ ପ୍ରସଙ୍ଗଗୁଡ଼ିକ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ...

କୁକି ସମ୍ପ୍ରଦାୟର ସୁରକ୍ଷା ଦାବିରେ ଦାଖଲ ହୋଇଥିବା ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୬: ହିଂସା ପ୍ରଭାବିତ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ ସଫଳ ହେଉନାହିଁ। ସୁରକ୍ଷା ବାହିନୀ ବହୁ ନିୟୋଜିତ ସତ୍ତ୍ୱେ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହି ସମୟରେ କୁକି ସମ୍ପ୍ରଦାୟର ସୁରକ୍ଷା ଦାବିରେ ଦାଖଲ ହୋଇଥିବା ଏକ ଆବେଦନକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri