ଜାତୀୟ

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍‌ରେ ଏହି ଦୁର୍ଘଟଣା ଘଟିଛି। ଭାଦୋହୀ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ ମିଡିଆ ୟୁଜରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବର୍ଲିନର ପିଲାର୍ମୋନିକ୍‌ରେ କନ୍‌ସର୍ଟ ପାଇଁ ସେମାନେ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ ଅଞ୍ଚଳକୁ ଯାଉଥିବା ବେଳେ ଅଭିଯୁକ୍ତମାନେ ସେମାନଙ୍କୁ ଜବରଦସ୍ତ କାର୍‌ରେ ନେଇଯାଇଥିଲେ। ପରେ ସେମାନେ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଝାଡ଼ଖଣ୍ଡ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ଆସାମ ମୁଖ୍ୟମନ୍ତ୍ରୀ ଏବଂ...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ ସାରା ଦେଶରେ ଆଲୋଚନା ହେଉଛି। କିନ୍ତୁ, ପ୍ରକୃତ ଟେନସନ ବିହାରର ରାଜନୈତିକ ଦଳର...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ ସେ ଦରଭଙ୍ଗାସ୍ଥିତ ଇନଡୋର ଷ୍ଟାଡିୟମରେ ବନ୍ୟା ପୀଡିତଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ ପ୍ୟାକେଟଗୁଡ଼ିକ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ ଯୋଜନା ଆରମ୍ଭ କରିଛନ୍ତି। ଦୁଇ ବର୍ଷ ପୂର୍ବେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଅନୁସୂଚିତ...

ବିମାନରୁ ବାହାରିଲା ଧୂଆଁ, ଅଟକିଗଲା ୧୪୮ ଯାତ୍ରୀଙ୍କ ନିଶ୍ୱାସ

ଥିରୁଭାନନ୍ତପୁରମ,୪।୧୦: ଶୁକ୍ରବାର ଥିରୁଭାନନ୍ତପୁରମ ବିମାନବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ (IX- 549) ର ଜରୁରୀକାଳୀନ ଅବତରଣ କରାଯାଇଥିଲା। ଉଡ଼ାଣ ପରେ ବିମାନରୁ ଧୂଆଁ ବାହାରିବା ଆରମ୍ଭ କଲା। ଏହି ବିମାନଟି ମସ୍କଟକୁ ଯାଉଥିଲା। ବିମାନରେ ୧୪୮ଜଣ ଯାତ୍ରୀ ଥିଲେ।...

ତୃତୀୟ ମହଲାରୁ ଡେଇଁଲେ ଉପ ବାଚସ୍ପତି

ମୁମ୍ବାଇ,୪।୧୦: ମହାରାଷ୍ଟ୍ରରେ ଅଜିତ ପାୱାରଙ୍କ ଦଳର ଉପ ବାଚସ୍ପତି ନରହରୀ ଝିରୱଲ ଛାତରୁ ଡେଇଁପଡି ସୁରକ୍ଷା ଜାଲରେ ଫସି ରହିଥିଲେ। ସେ ଏସଟି କୋଟା ଅନ୍ତର୍ଗତ ଧନଗର ସମ୍ପ୍ରଦାୟକୁ ସଂରକ୍ଷଣ ପ୍ରଦାନକୁ ବିରୋଧ କରୁଥିବା ବେଳେ ମନ୍ତ୍ରଣାଳୟର ତୃତୀୟ ମହଲାରୁ...

ଶେଷରେ ଅନଶନ ଭାଙ୍ଗିଲେ ସୋନମ ଓ୍ବାଙ୍ଗଚୁକ୍‌: କହିଲେ- ଶୀଘ୍ର ପ୍ରଧାନମନ୍ତ୍ରୀ-ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିବେ…

ନୂଆଦିଲ୍ଲୀ,୪।୧୦: କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ସୋନମ ଓ୍ବାଙ୍ଗଚୁକ୍‌ ନିଜର ଅନଶନ ଭାଙ୍ଗିଛନ୍ତି । ସେ ଲଦାଖର କିଛି ଲୋକଙ୍କ ସହ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ବୁଧବାର ଅପରାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଏନେଇ ସୂଚନା ଦେଇଛନ୍ତି। ଓ୍ବାଙ୍ଗଚୁକ୍‌...

ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଯାଉଛି। ଇଣ୍ଟର୍ନସିପ ବର୍ଷେ ହେବ ଏବଂ ଏଥିରେ ମନୋନୀତ ଯୁବକମାନଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri