ନୂଆଦିଲ୍ଲୀ, ୧୩ା୬: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମେ’ ମାସରେ ୪.୨୫ ପ୍ରତିଶତକୁ ହ୍ରାସ ପାଇଛି, ଯାହାକି ଗତ ୨୫ ମାସ ମଧ୍ୟରେ ସର୍ବନିମ୍ନ। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟ ୪ ପ୍ରତିଶତ ମୁଦ୍ରାସ୍ଫୀତିର ନିକଟତର ହୋଇଛି। ଖାଦ୍ୟ...
ଭୋପାଳ,୧୩।୬: ମଧ୍ୟପ୍ରଦେଶ ଭୋପାଳରେ ଥିବା ବହୁ ମହଲା ବିଶିଷ୍ଟ ସରକାରୀ କାର୍ଯ୍ୟାଳୟ ସାତପୁରା ଭବନରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ୮ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଲ୍ଡିଂ ଜଳୁଥିବାବେଳେ ନିଆଁ ଛାତ ପର୍ଯ୍ୟନ୍ତ ବ୍ୟାପିଯାଇଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...
ନୂଆଦିଲ୍ଲୀ, ୧୩ା୬: ଟିକସ ଅର୍ଥ ହସ୍ତାନ୍ତରଣ ବାବଦକୁ କେନ୍ଦ୍ର ସରକାର ସୋମବାର ଓଡ଼ିଶାକୁ ତୃତୀୟ କିସ୍ତିରେ ୫,୩୫୬ କୋଟି ଟଙ୍କା ପଠାଇଛନ୍ତି। ରାଜ୍ୟ ସରକାର ବିକାଶମୂଳକ ଖର୍ଚ୍ଚ ଓ ପୁଞ୍ଜି ବ୍ୟୟକୁ ତ୍ୱରାନ୍ବିତ କରିବାରେ ଏହା ସହାୟକ ହେବ। ଅର୍ଥ...
Page 1,408 of 4,866« First«...102030...1,4061,4071,4081,4091,410...1,4201,4301,440...»Last »
Archives
Model This Week
ପିଲାଙ୍କ ଧରିତ୍ରୀ