ଜାତୀୟ

କର୍ନାଟକରେ ୨୦ ନେତା ହୋଇପାରନ୍ତି ମନ୍ତ୍ରୀ, କାଲି ଶପଥ ଗ୍ରହଣ

ବେଙ୍ଗାଲୁରୁ,୨୬।୫: କର୍ନାଟକ ସରକାରଙ୍କର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଶନିବାର ହେବ। ଏଚକେ ପାଟିଲ, ରହିମ ଖାଁ, ବି ସୁରେଶଙ୍କ ସମେତ ୨୦ ଜଣ ନେତା ସରକାରରେ ସାମିଲ ହେଇପାରନ୍ତି। ଶନିବାର ଏହି ମନ୍ତ୍ରୀମାନେ ଶପଥ ଗ୍ରହଣ କରିବେ। ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ...

ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତିକୁ ସ୍ମୃତି କରି ରଖିବାକୁ ଭାଜପାର ମେଗା ପ୍ଲାନ, ମୋଦି ଆଜମେରରେ କରିବେ କ୍ୟାମ୍ପେନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୬।୫: ନରେନ୍ଦ୍ର ମୋଦି ଆଜିର ଦିନରେ ଅର୍ଥାତ୍‌ ୨୮ ମେ ୨୦୧୪ରେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ୯ ବର୍ଷର ଯାତ୍ରାକୁ ଅଭୁଲା କରି ରଖିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ମେଗା ପ୍ରଚାରର ଯୋଜନା କରିଛି।...

କଂଗ୍ରେସର ୯ ପ୍ରଶ୍ନର ଉତ୍ତର ରଖିଲା ଭାଜପା

ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରର ୯ ବର୍ଷ ପୂରଣ ହେବା ପରେ କଂଗ୍ରେସ ୯ଟି ପ୍ରଶ୍ନ କରିଛି। ଏହି ପ୍ରଶ୍ନର ଉତ୍ତର ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ...

ଜୁନରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୨୬।୫: ଉତ୍ତର ଭାରତ ସମେତ ଦେଶର ପ୍ରାୟ ସବୁ ରାଜ୍ୟରେ ଖୁବଶୀଘ୍ର ଗ୍ରୀଷ୍ମ ପ୍ରବାହରୁ ତ୍ରାହି ମିଳିବ। ନିକଟରେ ରାଜଧାନୀ ଦିଲ୍ଲୀରେ ବର୍ଷା ହେବାରୁ ତାପମାତ୍ରା କମ ହୋଇଯାଇଛି। ହେଲେ କିଛିଦିନ ମଧ୍ୟରେ ପାଣିପାଗରେ ଆହୁରି ପରିବର୍ତ୍ତନ ହେବ। ତେବେ...

ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କୁ ୬ସପ୍ତାହ ପାଇଁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ପୂର୍ବତନ ସ୍ବାସ୍ଥମନ୍ତ୍ରୀ ତଥା ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଛି। ସୁପ୍ରିମକୋର୍ଟ ଜୈନଙ୍କୁ ୬ ସପ୍ତାହ ପାଇଁ ଜାମିନ ପ୍ରଦାନ କରିଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେଇ କହିଛନ୍ତି, ସେ ଘରୋଇ...

ନୂଆ ପାସପୋର୍ଟ ପାଇଁ ରାହୁଲଙ୍କୁ ମିଳିଲା ଅନୁମତି, ୩ ବର୍ଷ ପାଇଁ ଦିଆଗଲା ଏନଓସି

ନୂଆଦିଲ୍ଲୀ,୨୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ରାଉଜ ଏଭେନ୍ୟୁ କୋର୍ଟରୁ ବଡ ଆଶ୍ୱସ୍ତି ମିଳିଛି। ତାଙ୍କୁ ବିଶେଷ ଅଦାଲତ ଫ୍ୟେସ ପାସପୋର୍ଟ କରିବାକୁ ଅନୁମତି ପ୍ରଦାନ କରିଛନ୍ତି। ତାଙ୍କୁ ମିଳିଥିବା ଏହି ଏନଓସି ୩ ବର୍ଷ ପାଇଁ ଭ୍ୟାଲିଡ ରହିବ।...

ନୂଆ ସଂସଦ ଭବନ ଉଦ୍‌ଘାଟନ ପ୍ରସଙ୍ଗ: ମାମଲାକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ରବିବାର ଦିନ ନୂଆ ସଂସଦ ଭବନ ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ଏନେଇ ଉଦ୍‌ଘାଟନୀ ଉତ୍ସବକୁ ୨୧ଟି ବିରୋଧୀ ଦଳ ବର୍ଜନ କରିଥିବାବେଳେ ୨୪ଟି ଦଳ ଏହି ଉତ୍ସବରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ସଂସଦ ଭବନକୁ...

ସତ୍ୟେନ୍ଦ୍ର ଜୈନଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୬।୫: ମନି ଲଣ୍ଡରିଂ ମାମଲାରେ ଗତ ଏକ ବର୍ଷ ଜେଲରେ ଥିବା ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନାଙ୍କୁ ସୁପ୍ରିମକୋର୍ଟ ୬ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।...

ଅତି କମରେ ସେମାନଙ୍କୁ ତ ନିମନ୍ତ୍ରଣ କରାଯାଉ: ସଞ୍ଜୟ

ନୂଆଦିଲ୍ଲୀ,୨୬।୫: ନୂଆ ସଂସଦ ଭବନର ଉଦଘାଟନକୁ ନେଇ ବିବାଦ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶିବସେନା (ୟୁବିଟି) ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ଯେତେବେଳେ ସେ...

ୟୁପିଏସ୍‌ସି: ଦୁଇ ଛାତ୍ରୀଙ୍କ ଗୋଟିଏ ର଼୍ୟାଙ୍କ୍‌, ଗୋଟିଏ ରୋଲ୍‌ ନମ୍ବର

ଭୋପାଳ, ୨୬ା୫: ନିକଟରେ ୟୁପିଏସ୍‌ସି ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ମଧ୍ୟପ୍ରଦେଶର ଦୁଇଜଣ ଛାତ୍ରୀ ଗୋଟିଏ ର଼୍ୟାଙ୍କ୍‌ରେ ପାସ୍‌ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସେମାନଙ୍କ ପ୍ରଥମ ନାମ ସମାନ ଥିବାବେଳେ ରୋଲ୍‌ ନମ୍ବର ଓ ର଼୍ୟାଙ୍କ୍‌ ଗୋଟିଏ। ଆୟାଶା...

୨୦୨୪ ନିର୍ବାଚନକୁ ନେଇ ଭବିଷ୍ୟବାଣୀ କଲେ ମୋଦିଙ୍କ ପୂଜାରୀ

ନୂଆଦିଲ୍ଲୀ,୨୬।୫: ମଦୁରାଇ ଉଧିନମର ୨୯୩ତମ ପ୍ରଧାନ ପୂଜାରୀଙ୍କ ପକ୍ଷରୁ ୨୮ ମେ’ରେ ନୂଆ ସଂସଦ ଭବନର ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଜଦଣ୍ଡ‘ସେଂଗୋଲ’ ଭେଟି ଦିଆଯିବ। ମଦୁରାଇ ଅଧିନମର ପ୍ରଧାନ ପୂଜାରୀ ଶ୍ରୀ ହରିହର ଦେସିକା ସ୍ବାମୀଗଲ କହିଛନ୍ତି,...

ମୋଦି ସରକାରଙ୍କ ୯ ବର୍ଷ କାର୍ଯ୍ୟକାଳକୁ ନେଇ ବର୍ଷିଲା ବିରୋଧୀ

ନୂଆଦିଲ୍ଲୀ,୨୬।୫: କେନ୍ଦ୍ରରେ ମୋଦି ସରକାରଙ୍କୁ ଶୁକ୍ରବାର ୯ ବର୍ଷ ପୂରଣ ହୋଇଛି। ଏହି ଅବସରରେ ସରକାର ତା’ର ଉପଲବ୍ଧିକୁ ଗଣାଇବାରେ ଲାଗିଛି। କୁହାଯାଉଛି କି ୯ ବର୍ଷ ମଧ୍ୟରେ ସରକାର କେତେ ବଡ ବଡ ନିଷ୍ପତ୍ତି ନେଇଛନ୍ତି ଓ ଲୋକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri