ଜାତୀୟ

କୋର୍ଟ ଭିତରେ ଓକିଲଙ୍କୁ କାହିଁକି ଗାଳି ଦେଲେ ସିଜେଆଇ? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନୂଆଦିଲ୍ଲୀ,୩।୧୦: ଗୁରୁବାର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଜଣେ ଓକିଲଙ୍କୁ ତାଗିଦ କରିଛନ୍ତି। ଯେତେବେଳେ ଓକିଲ ବେଞ୍ଚକୁ କହିଥିଲେ ଯେ କୋର୍ଟରେ ଲିଖିତ ଆଦେଶର ବିବରଣୀ ବିଷୟରେ ସେ କୋର୍ଟ ମାଷ୍ଟରଙ୍କ ସହ କ୍ରସ-ଚେକ କରିଛନ୍ତି। ଓକିଲଙ୍କ ଏହି...

ନିର୍ବାଚନର ଦୁଇ ଦିନ ପୂର୍ବରୁ ହରିୟାଣାରେ ବଡ ଧରଣର ଅଦଳବଦଳ

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ୨୦୨୪ ସମୟରେ ଭାଜପାକୁ ବଡ଼ ଝଟକା ଲାଗିଛି। ଅଶୋକ ତନୱର ଦଳ ଛାଡି ପୁଣି କଂଗ୍ରେସରେ ଯୋଗ ଦେଇଛନ୍ତି। ଅଶୋକ ତନୱାର ଗୁରୁବାର ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ପାର୍ଟିକୁ ଫେରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର...

ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର...

ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…

ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ...

ଭାରତ ଗସ୍ତରେ ଆସିଥିବା ଜାମାଇକା ପ୍ରଧାନମନ୍ତ୍ରୀ ହଟହଟା, ସୁରକ୍ଷା ଅଭାବରୁ…

ନୂଆଦିଲ୍ଲୀ,୩ା୧୦: ଭାରତ ଗସ୍ତରେ ଆସିଥିବା ଜାମାଇକାର ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ତାଙ୍କୁ ଭାରତ ସଂସଦ ଯିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସୁରକ୍ଷା ଏଜେନ୍ସି ମଧ୍ୟରେ ଦ୍ୱନ୍ଦ୍ୱ ଯୋଗୁ ତାଙ୍କର ପୂରା...

ଅର୍ଥ ହେରଫେର ମାମଲାରେ ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ସମନ ପଠାଇଲା ଇଡି

ହାଇଦ୍ରାବାଦ୍‌,୩।୧୦: ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ଆର୍ଥିକ ଘୋଟାଲା ସହ ଜଡିତ ଅର୍ଥ ହେରଫେର ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପୂର୍ବତନ କ୍ରିକେଟର ତଥା କଂଗ୍ରେସ ନେତା ମହମ୍ମଦ ଆଜାହରୁଦ୍ଦିନଙ୍କୁ ସମନ ପଠାଇଛି। ତାଙ୍କୁ ଆଜି ଅର୍ଥାତ୍‌ ଗୁରୁବାର ପଚରାଉଚରା ପାଇଁ...

ଦିନଥିଲା ମୁଁ ବି ଚକୋଲେଟ ଖାଇ ରାସ୍ତାରେ ଜରି ପକାଉଥିଲି: ଆଉ ଏବେ..କହୁ କହୁ ଏମିତି କହିଦେଲେ ଗଡକରୀ

ନୂଆଦିଲ୍ଲୀ,୩।୧୦: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ସ୍ବଚ୍ଛ ଭାରତ ଅଭିଯାନ ଉପରେ ଏକ ବିଶେଷ ଭାଷଣ ଦେଇଛନ୍ତି। ସେ କହିଛନ୍ତି, ପୂର୍ବରୁ ଚକୋଲେଟ ଖାଇବା ପରେ ଜରିକୁ କାରରୁ ଫୋପାଡିବାର ଅଭ୍ୟାସ ଥିଲା, କିନ୍ତୁ ବର୍ତ୍ତମାନ ମୁଁ ତାହା କରୁନାହାଁନ୍ତି।...

କୋହଲି-ରୋହିତଙ୍କୁ ବଡ଼ ଉପହାର ଦେଲେ ଏହି ବାଂଲାଦେଶ ଷ୍ଟାର କ୍ରିକେଟର୍‌

ନୂଆଦିଲ୍ଲୀ,୩।୧୦: ନିକଟରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଜିତିଥିଲା। ଏହା ପରେ ରୋହିତ ବ୍ରିଗେଡ ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ ଟେଷ୍ଟ ସିରିଜ ଜିତିବାରେ ସଫଳ ହୋଇଥିଲେ। କାନପୁର ଟେଷ୍ଟରେ ବାଂଲାଦେଶର ତାରକା ଅଲରାଉଣ୍ଡର...

ହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ହତ୍ୟାକଲେ ୨ ଦୁର୍ବୃତ୍ତ

ନୂଆଦିଲ୍ଲୀ,୩ା୧୦: ଦିଲ୍ଲୀର ଏକ ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଗୁରୁବାର ପୋଲିସ କହିଛି, କାଳିନ୍ଦୀକୁଞ୍ଜ ଥାନା ଅନ୍ତର୍ଗତ ଜୟତପୁରର ନିମା ହସ୍ପିଟାଲ ଭିତରେ ଜଣେ ଡାକ୍ତରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ପାଇଁ ସିସିଟିଭି...

ହରିୟାଣା ନିର୍ବାଚନରେ ଏଣ୍ଟ୍ରି କଲେ ବୀରେନ୍ଦ୍ର ସେହ୍ବାଗ: ଏହି ଦଳର ପ୍ରାର୍ଥୀଙ୍କ ପାଇଁ କଲେ ପ୍ରଚାର

ଚଣ୍ଡିଗଡ,୩।୧୦:ଅକ୍ଟୋବର ୫ରେ ହରିୟାଣାରେ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଆଜି ହେଉଛି ନିର୍ବାଚନ ପ୍ରଚାରର ଶେଷ ଦିନ। ସନ୍ଧ୍ୟା ୬ଟାରେ ନିର୍ବାଚନ ପ୍ରଚାର ବନ୍ଦ ହେବ। ତେଣୁ କୌଣସି ପ୍ରାର୍ଥୀ ତାଙ୍କ ପ୍ରଚାରରେ କୌଣସି ସୁଯୋଗ ଛାଡିବାକୁ ଚାହାଁନ୍ତି ନାହିଁ।...

ୟୁପି ଦେଶର ପ୍ରଥମ ଦାରିଦ୍ର ମୁକ୍ତ ରାଜ୍ୟ ହେବ, ସିଏମ ଯୋଗୀଙ୍କ ଘୋଷଣା

ଲକ୍ଷ୍ନୌ,୩।୧୦:  ଉତ୍ତରପ୍ରଦେଶରେ ଏବେ କୌଣସି ଗରିବ ରହିବେ ନାହିଁ। ୟୁପି ଦେଶର ପ୍ରଥମ ରାଜ୍ୟ ହେବ ଯାହା ଗରିବରୁ ମୁକ୍ତ ହେବ। ସିଏମ ଯୋଗୀ ଆଦିତ୍ୟନାଥ ଏହା ଘୋଷଣା କରିଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ଅବସରରେ...

ନିର୍ବାଚନ ରାଲିରେ ବି ବୁଲଡୋଜର ଆକ୍ସନ, ବୁଲଡୋଜରରୁ ବର୍ଷିଲା ଟଙ୍କା, ଭିଡିଓ ଭାଇରାଲ

ଫିରୋଜପୁର,୩।୧୦: ବର୍ତ୍ତମାନ ବୁଲଡୋଜର ଖବର ଗଣମାଧ୍ୟମରେ ହେଡଲାଇନ ରହି ଆସୁଛି। ବିଶେଷକରି ଉତ୍ତରପ୍ରଦେଶରେ ବୁଲଡୋଜର ଆକ୍ସନ ବହୁତ ହୋଇଥାଏ। କିନ୍ତୁ ବର୍ତ୍ତମାନ ହରିୟାଣା ବିଧାନସଭା ନିର୍ବାଚନରେ ବୁଲଡୋଜର ଦେଖିବାକୁ ମିଳୁଛି। ନୁହ ଜିଲାର ଫିରୋଜପୁର ଝିରକା ଆସନରୁ ଭାରତୀୟ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri