ଜାତୀୟ

ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ବାହାନଗା,୩ା୬(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲେଶ୍ବର ଜିଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ଶନିବାର ଅପରାହ୍ନରେ ଆସି ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଥିଲେ।...

କବଚ ସିଷ୍ଟମ କ’ଣ? ବାଲେଶ୍ୱର ଦୁର୍ଘଟଣାରେ ଏହାକୁ ନେଇ ହେଉଛି ଆଲୋଚନା…

ନୂଆଦିଲ୍ଲୀ,୩।୬:ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୁର୍ଘଟଣା ନେଇ ଅନେକ ପ୍ରଶ୍ନ ଉଠିଛି। ଦୁର୍ଘଟଣା କିପରି ଏବଂ କେମିତି ହେଲା ଏନେଇ ଆଲୋଚନା ଏବଂ ସମାଲୋଚନା ମଧ୍ୟ ଲାଗିରହିଛି। ତେବେ ବିରୋଧୀ ଏହାକୁ ସରକାରଙ୍କ ସାଧାରଣ ଲୋକଙ୍କୁ ଅବହେଳା...

ସକ୍ରିୟ ମାମଲା ୪ ହଜାରରୁ କମ, ଦୈନିକ ସଂକ୍ରମଣ ୩ ଶହ ତଳେ …

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ...

‘ଭଗବାନ ଆମକୁ ଦ୍ୱିତୀୟ ଜୀବନ ଦେଲେ‘

କୋଲକାତା,୩ା୬: ଶୁକ୍ରବାର ରାତିରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଏକ ଭୟଙ୍କର ଟ୍ରେନ ଦୁର୍ଘଟଣାରୁ ମୃତ୍ୟୁକୁ ସାମ୍ନା କରି ଗୋଟିଏ ପରିବାରର ମା’-ବାପା ଏବଂ ପୁଅ ଅଳ୍ପକେ ବଞ୍ଚି ଯାଇଛନ୍ତି। ଏହି ଦୁର୍ଘଟଣାରୁ ବର୍ତ୍ତି ସୁରକ୍ଷିତ ଭାବରେ ପଶ୍ଚିମବଙ୍ଗର ନିଜ ଘରକୁ...

କେବଳ ବିଳାସପୂର୍ଣ୍ଣ ଟ୍ରେନ ଉପରେ ସରକାରଙ୍କ ଧ୍ୟାନ, ସାଧାରଣ ଲୋକଙ୍କୁ ଅବହେଳା, ଏହି କାରଣରୁ ଗଲା ବହୁ ସଂଖ୍ୟକ ଜୀବନ: ସରକାରଙ୍କୁ ଘେରିଲେ ବିରୋଧୀ…

ନୂଆଦିଲ୍ଲୀ,୩।୬ : ଓଡିଶାରେ ଟ୍ରିପଲ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ ଛୁଇଁଛି। ସେହିପରି ଆହତଙ୍କ ସଂଖ୍ୟା ୯୦୦ ପାଖାପାଖି ରହିଛି। ଏହି ପ୍ରସଙ୍ଗରେ ବିରୋଧୀ ବର୍ତ୍ତମାନ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ରେଳ ମନ୍ତ୍ରୀଙ୍କ ଇସ୍ତଫା...

ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମମତା

କୋଲକାତା,୩ା୬: ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା...

ଆମେରିକା ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବାରେ ବାଜପେୟୀଙ୍କୁ ଟପିଲେ ମୋଦି, ନେଲସନ ମଣ୍ଡେଲାଙ୍କ ହେବେ ସମକ୍ଷକ…

ନୂଆଦିଲ୍ଲୀ,୩।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ ଶୀଘ୍ର ଆମେରିକା ଗସ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତରେ ଆମେରିକା ସଂସଦର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ। ଏଭଳି କରି ସେ ମହାନ ନେତା ନେଲସନ ମଣ୍ଡେଲାଙ୍କ ସମକ୍ଷକ...

ଭାରତରେ ବଡ଼ ଟ୍ରେନ୍‌ ଦୁର୍ଘଟଣା

୧୯୮୧ରେ ବିହାରର ସହର୍ସା ନିକଟରେ ୯୦୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବାଘମତି ନଦୀକୁ ଖସିପଡ଼ିଥିଲା। ଏଥିରେ ୫୦୦ ଜଣଙ୍କର ମୃତ୍ୟୁ ଘଟିଥିଲା। ୧୯୯୫ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଉତ୍ତର ପ୍ରଦେଶର...

ଅଯୋଧ୍ୟା ପୁଣି ହେବ ଭାଜପାର ‘ଗେମ ଚେଞ୍ଜର’!

ନୂଆଦିଲ୍ଲୀ,୩।୬: ପ୍ରାୟ ୪୦ ମାସ ମଧ୍ୟରେ, ୧୫ ଡିସେମ୍ବର ୨୦୨୩ରେ, ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ରାମ ମନ୍ଦିର ପ୍ରସ୍ତୁତି ଶେଷ ହେବ। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏହାର ରୂପରେଖ ପ୍ରସ୍ତୁତ ହେଉଛି।...

ବାହାନଗାରେ ମମତା: କଲେ ଦୁର୍ଘଟଣାସ୍ଥଳ ପରିଦର୍ଶନ

ଭୁବନେଶ୍ୱର,୩।୪(ବ୍ୟୁରୋ)/କୋଲକାତା: ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ...

ଟ୍ରେନ୍‌ ଦୁର୍ଘଟଣା: ଉଦ୍ଧାର କାର୍ଯ୍ୟ ଶେଷ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଆହତଙ୍କୁ ଭେଟିବେ ମୋଦି

ନୂଆଦିଲ୍ଲୀ,୩।୬: ଓଡିଶାର ବାଲେଶ୍ୱରରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ରେଲଓ୍ବେ ପ୍ରବକ୍ତା ଅମିତାଭ ଶର୍ମା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନିଜେ ସେହି ସ୍ଥାନ ପରିଦର୍ଶନ କରିବେ। ଏହି ଦୁର୍ଘଟଣାରେ ଦୁଇଟି ଏକ୍ସପ୍ରେସ ଏବଂ ଏକ ମାଲଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri