ଜାତୀୟ

ଲମ୍ବା ଓ୍ବେଟିଂ ଲିଷ୍ଟ ଯୋଗୁ ଲୋକେ ଭୋଗୁଛନ୍ତି ଅସୁବିଧା, ୨୦୨୨-୨୩ ବର୍ଷରେ ଟିକେଟ କିଣିବା ସତ୍ତ୍ୱେ ୨.୭ କୋଟି ଯାତ୍ରାରୁ ବଞ୍ଚିତ: ଥରୁର…

ନୂଆଦିଲ୍ଲୀ,୩୦।୫ : କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ୱେଟିଂ ଲିଷ୍ଟ ଟ୍ରେନ ଟିକେଟ ନେଇ ସରକାରଙ୍କୁ ଘେରି ଛନ୍ତି। ମଙ୍ଗଳବାର ସେ କହିଛନ୍ତି ଆଜି ଯେତେବେଳେ ଆମେ ସ୍ବାଧୀନତାର ୭୫ ବର୍ଷ ପାଳନ କରୁଛୁ, ଏକ ନିଶ୍ଚିତ ରେଳ...

ଗଣବିବାହରେ କନ୍ୟାଙ୍କୁ କଣ୍ଡୋମ,ଗର୍ଭନିରୋଧକ ବଟିକା ବାଣ୍ଟିଲେ ଶିବରାଜଙ୍କ ସରକାର : କଂଗ୍ରେସର କଡ଼ା ସମାଲୋଚନା…

ଭୋପାଳ,୩୦।୫ : ମଧ୍ୟପ୍ରଦେଶର ଆଦିବାସୀ ପ୍ରାଧାନ୍ୟ ଜିଲା ଝାବୁଆରେ ଏଭଳି ଏକ ଘଟଣା ଘଟିଛି ଯାହାକୁ ନେଇ ଏବେ ରାଜ୍ୟରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ବିରୋଧୀ କଂଗ୍ରେସ ଶାସକ ଭାଜପାର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସରକାରଙ୍କୁ ଏନେଇ...

ମନି ଲଣ୍ଡରିଂ ମାମଲାରେ ବୈଧତାକୁ ଚ୍ୟାଲେଞ୍ଜ କରି ଜାମିନ ଆବେଦନ ପ୍ରବୃତ୍ତି ଭୁଲ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୩୦।୫ : ମନି ଲଣ୍ଡରିଂ ମାମଲା(ପିଏମଏଲଏ)ରେ ବୈଧତାକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ଜାମିନ ଆବେଦନ ପ୍ରବୃତ୍ତି ଭୁଲ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜଷ୍ଟିସ ବେଲା ଏମ ତ୍ରିବେଦୀ ଏବଂ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ରଙ୍କ ଏକ ଅବକାଶ ବେଞ୍ଚ ମଙ୍ଗଳବାର...

ମହାମାରୀ ପରେ ସଚେତନ ହୋଇଛନ୍ତି ଭାରତୀୟ, କିନ୍ତୁ ୭ ଜଣଙ୍କ ମଧ୍ୟରୁ କେବଳ ଜଣେ ଆପଣେଉଛନ୍ତି ସ୍ବଚ୍ଛତା…

ନୂଆଦିଲ୍ଲୀ,୩୦।୫ : ଭାରତରେ ସାଧାରଣତଃ ସଫା କରିବାର ଦୁଇଟି ପଦ୍ଧତି ଅଛି। କେହି ଘରେ ଝାଡୁ ଲଗାଇ ସଫା କରିଥାନ୍ତି ଅବା ଅନ୍ୟ କେହି ପୋଛିଥାନ୍ତି। ଯେତେବେଳେ ଝାଡୁ କରାଯାଇଥାଏ ସେତେବେଳେ ଧୂଳି କଣିକା ଭୂମିରୁ ଉଡି କାନ୍ଥ, ଶଯ୍ୟା,...

ଛାତ୍ରୀଛାତ୍ରମାନଙ୍କ ମନରେ ଖରାପ ପ୍ରଭାବ ପକାଇବାକୁ ଦିଆଯିବ ନାହିଁ, ପାଠ୍ୟକ୍ରମରେ ପରିବର୍ତ୍ତନ ପାଇଁ ଶିକ୍ଷା ମନ୍ତ୍ରୀଙ୍କ ସଙ୍କେତ…

ବେଙ୍ଗାଲୁରୁ,୩୦।୫ : ମଙ୍ଗଳବାର କର୍ନାଟକର ନବନିଯୁକ୍ତ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ମଧୁ ବଙ୍ଗାରପ୍ପା ସଙ୍କେତ ଦେଇଛନ୍ତି ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ସ୍କୁଲ ପାଠ୍ୟକ୍ରମ ସଂଶୋଧନ କରାଯାଇପାରେ। ହିଜାବ ନିଷେଧାଦେଶ ହଟାଇବାକୁ ନେଇ ସେ...

ଇନ୍ଧନ ମୂଲ୍ୟ ଅଧିକ ରଖି ଲାଭବାନ ହେଉଛନ୍ତି ସରକାର: କଂଗ୍ରେସର ଅଭିଯୋଗ…

ନୂଆଦିଲ୍ଲୀ,୩୦।୫ : ଦେଶରେ ବର୍ଦ୍ଧିତ ଇନ୍ଧନ ମୂଲ୍ୟ ନେି କଂଗ୍ରେସ ସରକାରଙ୍କୁ ଘେରିବା ଆରମ୍ଭ କରିଛି। କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ ମଙ୍ଗଳବାର ଇନ୍ଧନ ଉପରେ ଅଧିକ ଟିକସ ଦେଇ ଲୋକଙ୍କ ଖର୍ଚ୍ଚ ବୃଦ୍ଧି କରି ଭାଜପା ସରକାର...

ଗତ ନଅ ବର୍ଷରେ ପ୍ରତିରକ୍ଷା ରପ୍ତାନି ୨୩ ଗୁଣା ବୃଦ୍ଧି…

ନୂଆଦିଲ୍ଲୀ,୩୦।୫ : ଭାରତର ପ୍ରତିରକ୍ଷା ରପ୍ତାନି ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ପିଆଇବି ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ, ୨୦୧୩-୧୪ ବର୍ଷରେ ଦେଶର ପ୍ରତିରକ୍ଷା ରପ୍ତାନି ୬୮୬ କୋଟି ଟଙ୍କା ଥିଲା, ଯାହାକି ୨୦୨୨-୨୩ ବର୍ଷରେ ୧୬,୦୦୦ କୋଟି ଟଙ୍କାକୁ ବୃଦ୍ଧି...

କ୍ଷମତା ଦଖଲ ପରେ ଭାଜପା ଉପରେ ପ୍ରହାର: ଦୁର୍ନୀତି ଅଭିଯୋଗର ତଦନ୍ତ ଆଦେଶ ଦେଲେ କଂଗ୍ରେସ ସରକାର…

ବେଙ୍ଗାଲୁରୁ,୩୦।୫ : କର୍ନାଟକରେ କଂଗ୍ରେସ ସରକାର କ୍ଷମତା ଦଖଲ ପରେ ଭାଜପା ଉପରେ ପ୍ରହାର ଆରମ୍ଭ କରିଛନ୍ତି। ଭାଜପା ଶାସନ ସମୟରେ କଲ୍ୟାଣ କର୍ନାଟକ ଆଞ୍ଚଳିକ ବିକାଶ ବୋର୍ଡ (କେକେଆରଡିବି)ରେ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ଆସିଛି। ଏ ସମ୍ପର୍କରେ...

ଜୁନ୍‌ ୧୨ରେ ବିରୋଧୀ ଦଳ ବୈଠକ, ୨୪ ଦଳ ସାମିଲ ହେବାର ସମ୍ଭାବନା

ପାଟନା,୩୦।୫: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ବିରୋଧୀ ଦଳଙ୍କୁ ପୁଣିଥରେ ଏକାଠି ଦେଖିବାକୁ ମିଳିବ। ଭାଜପାକୁ କ୍ଷମତାରୁ ହଟାଇବାକୁ ଚାହୁଁଥିବା ଦଳର ନେତାମାନେ ପାଟନାରେ ଏକ ବୈଠକ କରିବାକୁ ଯାଉଛନ୍ତି। ଜୁନ୍‌ ୧୨ରେ ବିହାର ମୁଖ୍ୟମନ୍ତ୍ରୀ ତଥା...

ଭାରତ ଚାଇନା ସୀମା ପ୍ରସଙ୍ଗ: ସଂସଦରେ କହିବାର ଅନୁମତି ଦେଉ ନାହାନ୍ତି ସରକାର,କଂଗ୍ରେସ ଆଣିଲା ଅଭିଯୋଗ…

ନୂଆଦିଲ୍ଲୀ,୩୦।୫ : ଭାରତ ଚାଇନା ସୀମା ପ୍ରସଙ୍ଗରେ କଂଗ୍ରେସ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ର ପରିସ୍ଥିତି ସମ୍ପର୍କରେ ସରକାର ଖୁବ ଶୀଘ୍ର ଏକ ଶ୍ୱେତପତ୍ର ଜାରି କରିବା ଉଚିତ...

ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଅସଦାଚରଣ କରିବା ଘଟଣା ସାମ୍ନାକୁ ଆସିଛି। ଏୟାର ଇଣ୍ଡିଆ ଏକ ବିବୃତ୍ତି ଜାରି କରି କହିଛି ସୋମବାର ଏଆଇ-୮୮୨ବିମାନରେ ଜଣେ ଯାତ୍ରୀ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ...

ନ୍ୟାୟିକ ଅଧିକାରୀଙ୍କ ଭାବମୂର୍ତ୍ତି ବଦନାମ କରିବା ପୂର୍ବରୁ ଚିନ୍ତା କରିବାର ଆବଶ୍ୟକତା ରହିଛି: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୫ : ଆଜିକାଲି ସୋସିଆଲ ମିଡିଆ ଲୋକଙ୍କୁ ଅପମାନିତ କରିବା ପାଇଁ ଏକ ପ୍ଲାଟଫର୍ମରେ ପରିଣତ ହୋଇଛି। ଲୋକମାନେ ଏହାର ଅପବ୍ୟବହାର କରି ନ୍ୟାୟିକ ଅଧିକାରୀଙ୍କୁ ଅପମାନିତ କରିବାକୁ ଚେଷ୍ଟା କରୁଛନ୍ତି। ମଧ୍ୟପ୍ରଦେଶ ହାଇକୋର୍ଟଙ୍କର ଏକ ରାୟକୁ ସୁପ୍ରିମକୋର୍ଟ ସମର୍ଥନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri