ଜାତୀୟ

ଭାରତ ଚାଇନା ସୀମା ପ୍ରସଙ୍ଗ: ସଂସଦରେ କହିବାର ଅନୁମତି ଦେଉ ନାହାନ୍ତି ସରକାର,କଂଗ୍ରେସ ଆଣିଲା ଅଭିଯୋଗ…

ନୂଆଦିଲ୍ଲୀ,୩୦।୫ : ଭାରତ ଚାଇନା ସୀମା ପ୍ରସଙ୍ଗରେ କଂଗ୍ରେସ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ (ଏଲଏସି) ର ପରିସ୍ଥିତି ସମ୍ପର୍କରେ ସରକାର ଖୁବ ଶୀଘ୍ର ଏକ ଶ୍ୱେତପତ୍ର ଜାରି କରିବା ଉଚିତ...

ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଅସଦାଚରଣ କରିବା ଘଟଣା ସାମ୍ନାକୁ ଆସିଛି। ଏୟାର ଇଣ୍ଡିଆ ଏକ ବିବୃତ୍ତି ଜାରି କରି କହିଛି ସୋମବାର ଏଆଇ-୮୮୨ବିମାନରେ ଜଣେ ଯାତ୍ରୀ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର କରିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ...

ନ୍ୟାୟିକ ଅଧିକାରୀଙ୍କ ଭାବମୂର୍ତ୍ତି ବଦନାମ କରିବା ପୂର୍ବରୁ ଚିନ୍ତା କରିବାର ଆବଶ୍ୟକତା ରହିଛି: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୫ : ଆଜିକାଲି ସୋସିଆଲ ମିଡିଆ ଲୋକଙ୍କୁ ଅପମାନିତ କରିବା ପାଇଁ ଏକ ପ୍ଲାଟଫର୍ମରେ ପରିଣତ ହୋଇଛି। ଲୋକମାନେ ଏହାର ଅପବ୍ୟବହାର କରି ନ୍ୟାୟିକ ଅଧିକାରୀଙ୍କୁ ଅପମାନିତ କରିବାକୁ ଚେଷ୍ଟା କରୁଛନ୍ତି। ମଧ୍ୟପ୍ରଦେଶ ହାଇକୋର୍ଟଙ୍କର ଏକ ରାୟକୁ ସୁପ୍ରିମକୋର୍ଟ ସମର୍ଥନ...

ଜୁନ୍‌ ୧ରେ ଦେଶବ୍ୟାପୀ ପ୍ରଦର୍ଶନ କରିବ ସଂଯୁକ୍ତ କିଷାନ ମୋର୍ଚ୍ଚା, ଚାଷୀ ନେତା କୁସ୍ତିଯୋଦ୍ଧାଙ୍କୁ କଲେ ଏହିି ଅପିଲ

ନୂଆଦିଲ୍ଲୀ,୩୦।୫: ରେସଲିଂ ଫେଡେରେଶନ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଆନ୍ଦୋଳନ କରୁଥିବା କୁସ୍ତିଯୋଦ୍ଧାମାନେ ସଂଯୁକ୍ତ କିଷାନ ମୋର୍ଚ୍ଚାର ସମର୍ଥନ ପାଇଛନ୍ତି। ମଙ୍ଗଳବାର କୁସ୍ତିଯୋଦ୍ଧାଙ୍କ ସହ ବୈଠକ ପରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଏକ ବଡ଼ ଘୋଷଣା କରିଛି। ଜୁନ...

୩ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ...

ଦିଲ୍ଲୀ ହାଇକୋର୍ଟରୁ ଜାମିନ ଖାରଜ ପରେ ସୁପ୍ରିମକୋର୍ଟ ଯିବେ ସିସୋଡିଆ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି (ଏଏପି)ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ, ମନୀଷ ସିସୋଡିଆଙ୍କ...

ଅଲିମ୍ପିକ ମେଡାଲକୁ ଗଙ୍ଗାରେ କରିବେ ବିସର୍ଜନ, ଆମରଣ ଅନଶନରେ ବସିବେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୩୦।୫: ରେସଲିଂ ଫେଡେରେଶନ ମୁଖ୍ୟ ବ୍ରଜ୍‌ ଭୂଷଣ ଶରଣ ସିଂଙ୍କ ଗିରଫ ପ୍ରତିବାଦରେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନ ଜାରି ରହିଛି। ଏହି ସମୟରେ ମଙ୍ଗଳବାର କୁସ୍ତିଯୋଦ୍ଧାମାନେ ଅଲିମ୍ପିକ ମେଡାଲଙ୍କୁ ଗଙ୍ଗାରେ ବିସର୍ଜନ କରିବେ ବୋଲି ବିନେଶ ଫୋଗାଟ ସୋସିଆଲ ମିଡିଆରେ ଏକ...

ମଣିପୁର ହିଂସା ମାମଲା: ଖାର୍ଗେଙ୍କ ନେତୃତ୍ୱରେ ରାଷ୍ଟ୍ରପତିଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱରେ କଂଗ୍ରେସ ନେତାଙ୍କ ଏକ ପ୍ରତିନିଧୀ ଦଳ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତରେ ପ୍ରତିନିଧୀ ଦଳ ରାଷ୍ଟ୍ରପତିଙ୍କୁ ମଣିପୁର ହିଂସାରେ ରାଜ୍ୟରେ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ଏକ...

ମୋଦିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ: ଶାହା

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଚଳିତ ବର୍ଷ ୯ବର୍ଷର ଶାସନ କାଳ ପୂରଣ କରିଛନ୍ତି। ଏହି ଅବସରରେ ଭାଜପା ୯ବର୍ଷର କାର୍ଯ୍ୟକାଳକୁ ସାରା ଦେଶରେ ପ୍ରଚାର କରି ଜନସାଧାରଣଙ୍କ ଆଗରେ ରଖିଛି। ଏହି କ୍ରମରେ କେନ୍ଦ୍ର...

ଜମ୍ମୁ-କଶ୍ମୀର ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ପାଟନା,୩୦।୫: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ସକାଳେ ଏକ ବସ୍‌ ଖାଇକୁ ଖସି ପଡିବାରୁ ବିହାରର ୧୦ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେଠାରେ ଅନେକ ଆହତ ହୋଇଛନ୍ତି। ଏହି ଘଟଣା ଝାଞ୍ଜର କୋଟଲି ଅଞ୍ଚଳରେ ଘଟିଛି। ଯାତ୍ରୀବାହୀ ବସ ଅମୃତସରରୁ କଟରକୁ ଯାଉଥିବାବେଳେ...

ରାଜସ୍ଥାନରେ ଗେହଲଟ-ପାଇଲଟ ଏକାଠି ଲଢିବେ ନିର୍ବାଚନ: କଂଗ୍ରେସ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ସୋମବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ସହ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମାରାଥନ ବୈଠକ କରିଛନ୍ତି। ବୈଠକ ପରେ କଂଗ୍ରେସ କହିଛି,...

ମଣିପୁର ହିଂସାରେ ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ଇମ୍ଫାଲ,୩୦।୫: ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ଯଥା ସମ୍ଭବ ଚେଷ୍ଟା କରାଯାଉଥିବା ବେଳେ ପୁଣି କେତେକ ସ୍ଥାନରେ ହିଂସା ହେଉଥିବା ଖବର ଆସୁଛି। ଏହି ହିଂସାରେ କେତେକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ କେତେଜଣ ଆହତ ବି ହୋଇଛନ୍ତି। ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri