ଜାତୀୟ

କଂଗ୍ରେସ ଉପରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ସେଙ୍ଗୋଲକୁ ‘ନେହେରୁଙ୍କ ବାଡି’ ଭାବରେ ରଖିଥିଲେ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୨୭।୫: ନୂଆ ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍‌ ଆସନ୍ତାକାଲି ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ବିରୋଧୀ ଉଦଘାଟନୀ ସମାରୋହକୁ ବର୍ଜନ କରିଛନ୍ତି। ତେବେ ଏନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଗଣମାଧ୍ୟମକୁ ସାକ୍ଷାତକାର...

କର୍ନାଟକ କ୍ୟାବିନେଟର ହେଲା ସମ୍ପ୍ରସାରଣ, ୨୪ ବିଧାୟକ ନେଲେ ମନ୍ତ୍ରୀ ପଦର ଶପଥ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଶନିବାର କ୍ୟାବିନେଟ ସମ୍ପ୍ରସାରଣ କରାଯାଇଛି। କଂଗ୍ରେସ ପକ୍ଷରୁ ଆଉ ୨୪ ବିଧାୟକ ମନ୍ତ୍ରୀପଦର ଶପଥ ନେଇଛନ୍ତି। ଏହି ମନ୍ତ୍ରୀମାନେ ଶପଥ ନେବା ପରେ ଏବେ କର୍ନାଟକ ବିଧାନସଭାରେ ମୋଟ ମନ୍ତ୍ରୀଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ନବ ନିର୍ବାଚିତ...

ନୂଆ ସଂସଦ ଭବନ ଉଦଘାଟନ ବିବାଦକୁ ନେଇ ପ୍ରତିକ୍ରିୟା ରଖିଲେ ଗୁଲାମ ନବୀ, କହିଲେ ୩୫ ବର୍ଷ ପୂର୍ବରୁ ମୁଁ ଦେଖିଥିଲି ସ୍ବପ୍ନ

ନୂଆଦିଲ୍ଲୀ,୨୭।୫: ମେ’୨୮ ରବିବାର ଦେଶର ନୂଆ ସଂସଦ ଭବନ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ଉଦଘାଟନ ହେବାକୁ ଯାଉଛି। ଏହି ସମାରୋହକୁ କଂଗ୍ରେସ ଏବଂ ସମାନ ବିଚାରଧାରାର ଦଳ ବିରୋଧ କରୁଛନ୍ତି। ତାଙ୍କ ବିରୋଧ ଉପରେ, ବର୍ତ୍ତମାନ କଂଗ୍ରେସର ପୂର୍ବତନ ନେତା...

ନୂଆ ସଂସଦ ଭବନ ନିକଟରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୭।୫: ନୂଆ ସଂସଦ ଭବନ ଉଦଘାଟନ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଗଲାଣି। ୨୮ ମେ’ ଅର୍ଥାତ୍‌ ରବିବାର ଏହା ଉଦଘାଟନ ହେବାକୁ ଯାଉଥିବା ବେଳେ ଏହାକୁ ନେଇ ଏବେବି ରାଜନୀତି ହୋଇଛି ବେଶ ସରଗରମ। ଇତିମଧ୍ୟରେ ଦିଲ୍ଲୀ ପୋଲିସକୁ...

ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ବିରୋଧୀଙ୍କ ବୟକଟ୍‌ ବେଳେ ଓମାର ଅବଦୁଲ୍ଲା କଲେ ପ୍ରଶଂସା, କହିଲେ ନୂଆ ସଂସଦ ଭବନ ସ୍ବାଗତ ଯୋଗ୍ୟ

ନୂଆଦିଲ୍ଲୀ,୨୭।୫: ବିରୋଧୀ ଦଳ ଦୂଆ ସଂସଦ ଭବନକୁ ବୟକଟ୍‌ କରିଥିବାବେଳେ ଓମାର ଅବଦୁଲ୍ଲାଙ୍କ ଭିନ୍ନ ମତ ପ୍ରକାଶ ପାଇଛି। ଆସନ୍ତା କାଲି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ମୋଦିଙ୍କ ଦ୍ୱାରା ସଂସଦ...

ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଶାନ୍ତି ବନ ପହଞ୍ଚିଲେ ରାହୁଲ ଗାନ୍ଧୀ, ଖର୍ଗେ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ଶନିବାର ଅର୍ଥାତ୍‌ ୨୭ମେ’ରେ ପାଳନ ହେଉଛି ୫୯ ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ମନେପକାଇବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।...

ଆଜି ନୀତି ଅୟୋଗର ବୈଠକ, ମମତା କେଜରିଓ୍ବାଲଙ୍କ ସମେତ ଆଉ କେତେଜଣ ମୁଖ୍ୟମନ୍ତ୍ରୀ କରିଛନ୍ତି ବହିଷ୍କାର

ନୂଆଦିଲ୍ଲୀ,୨୭।୫: ଦେଶରେ ନୂଆ ସଂସଦ ଭବନ ଉଦଘାଟନକୁ ବିରୋଧ କରିବା ପରେ ଏବେ ବିରୋଧୀ ରାଜନୈତିକ ଦଳ ସରକାରଙ୍କ ନୀତି ଆୟୋଗ ବୈଠକକୁ ବି ବିରୋଧ କରିଛନ୍ତି। ଶନିବାର ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ନୀତୀଶ...

ରେସଲରଙ୍କୁ ସମର୍ଥନ କଲେ ବାବା ରାମଦେବ

ନୂଆଦିଲ୍ଲୀ,୨୭।୫: ଯୌନ ଉତ୍ପିଡନ ଭଳି ସମସ୍ୟାକୁ ସାମ୍ନା କରୁଥିବା ଭାରତୀୟ କୁସ୍ତି ସଂଘ(ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କୁ ନିଜ ଘରୁ ଏବେ ଚ୍ୟାଲେଞ୍ଜ ମିଳିଛି। ଯୋଗଗୁରୁ ବାବା ରାମଦେବ ଭାରତୀୟ ଜନତା ପାଟର୍ଇ(ଭାଜପା)ର ଏମପିଙ୍କ ବିରୋଧରେ ଦିଲ୍ଲୀର...

୧୯୨୭ରୁ ପାର୍ଲାମେଣ୍ଟ ବିଲ୍ଡିଂର ଯାତ୍ରା

ନୂଆଦିଲ୍ଲୀ,୨୭ା୫: ପୁରୁଣା ପାର୍ଲାମେଣ୍ଟ ବିଲ୍ଡିଂ ସ୍ଥାପତ୍ୟ ଉତ୍କର୍ଷର ଐତିହାସିକ ପ୍ରତୀକ, ଯାହାକି ଭାରତର ଭାଗ୍ୟକୁ ପ୍ରାୟ ୧ ଶତାବ୍ଦୀ ଧରି ନିର୍ଦ୍ଧାରିତ କରିଆସିଛି। ଏହାର ଜାଜୁଲ୍ୟମାନ ଧରୋହର ଏବେ ଇତିହାସ ପୃଷ୍ଠାକୁ ଚାଲିଯିବାକୁ ବସିଛି। ୧୯୨୭ ଜାନୁୟାରୀ ୧୮ରେ ତତ୍କାଳୀନ...

ଚିତା ଟ୍ରାକିଂ ଟିମ୍‌କୁ ଡକାୟତ ଭାବି ଆକ୍ରମଣ

ଶେଓପୁର, ୨୭ା୫: ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରୁ ନିଖୋଜ ଥିବା ଏକ ମାଈ ଚିତାକୁ ଖୋଜିବା ପାଇଁ ଯାଇଥିବା ଟିମ୍‌କୁ ଶିବପୁରୀ ଜିଲାର କେତେଜଣ ସ୍ଥାନୀୟ ଲୋକ ଡକାୟତ ଭାବି ଆକ୍ରମଣ କରିଛନ୍ତି। ଏଥିରେ ଜଙ୍ଗଲ ବିଭାଗର ଜଣେ କର୍ମଚାରୀ...

ବର୍ଷା ବିତ୍ପାତ: ୧୨ ମୃତ

ଜୟପୁର, ୨୭ା୫(ପି.ଟି.): ରାଜସ୍ଥାନର ଟୋଙ୍କ ଜିଲାରେ ବର୍ଷା ବିତ୍ପାତରେ ୧୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଟୋଙ୍କ ଜିଲାପାଳ ଚିନ୍ମୟୀ ଗୋପାଳ କହିଛନ୍ତି। ଗୁରୁବାର ରାତିର ଜିଲାର ବିଭିନ୍ନ...

୪ ଦିନ ପାଇଁ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୭ା୫: ବମ୍ବେ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ରମେଶ ଦେବକୀନନ୍ଦନ ଧନୁକାଙ୍କୁ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ମିଳିଛି। ସେ ଆସନ୍ତା ୩୦ରେ ୬୨ ବର୍ଷରେ ପଦାର୍ପଣ କରିବା ସହ ଅବସର ନେବେ। ଅର୍ଥାତ୍‌ ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri