ଜାତୀୟ

ଦଶହରା ପୂର୍ବରୁ ଗ୍ରାହକଙ୍କୁ ଝଟ୍‌କା, ବଢିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧।୧୦: ଆରମ୍ଭ ହୋଇଛି ଅକ୍ଟୋବର ମାସ । ଏହା ସହିତ, ମଙ୍ଗଳବାରଠାରୁ ଅନେକ ଜିନିଷର ମୂଲ୍ୟ ମଧ୍ୟ ବଦଳିଗଲା। ପର୍ବ ପୂର୍ବରୁ ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଥିଲେ। ଆଜି ଅର୍ଥାତ୍‌ ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା...

ମୋଦିଙ୍କୁ ନେଇ ବଡ ଦାବି କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧।୧୦: ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ସୋମବାର କହିଛନ୍ତି ଯେ ନରେନ୍ଦ୍ର ମୋଦି ତାଙ୍କର ତୃତୀୟ କାର୍ଯ୍ୟକାଳରେ ଜଣେ ଦୁର୍ବଳ...

ସିସିଟିଭି ଲଗାଇବାରେ ମନ୍ଥରତାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା

ନୂଆଦିଲ୍ଲୀ,୧।୧୦: ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିବା ସହ ଅକ୍ଟୋବର...

ସୁପ୍ରିମକୋର୍ଟଙ୍କ ଯୋଗୁ ଆଇଆଇଟି ସିଟ୍‌ ପାଇଲେ ଦଳିତ ଛାତ୍ର

ନୂଆଦିଲ୍ଲୀ,୧।୧୦: ଉତ୍ତରପ୍ରଦେଶର ମୁଜାଫରପୁର ଜିଲା ତିତୋରା ଗ୍ରାମର ବାସିନ୍ଦା ଅତୁଲ କୁମାରଙ୍କ ବାପା ଜଣେ ଶ୍ରମିକ। ମଜୁରି ଲାଗି ଦୈନିକ ୪୫୦ ଟଙ୍କା ରୋଜଗାର କରନ୍ତି। ଏଥିରେ ସେ ଦାରିଦ୍ର୍ୟ ସୀମାରେଖା (ବିପିଏଲ୍‌) ତଳେ ଥିବା ନିଜ ପରିବାରକୁ ଚଳାନ୍ତି।...

ଅନୁପମ୍‌ଙ୍କ ଫଟୋ ଥିବା ନୋଟ୍‌ ଦେଇ ୧.୩ କୋଟିର ଠକେଇ

ଅହମଦାବାଦ,୧।୧୦ଗୁଜରାଟର ଅହମଦାବାଦରେ ଜଣେ ସୁନା ଓ ରୁପା ବ୍ୟବସାୟୀ ୧.୩ କୋଟି ଟଙ୍କା ଠକେଇର ଶିକାର ହୋଇଛନ୍ତି। ତାଙ୍କୁ ଠକିଥିବା ବ୍ୟକ୍ତି ଜଣକ ବଲିଉଡ୍‌ ଅଭିନେତା ଅନୁପମ ଖେର୍‌ଙ୍କ ଫଟୋ ଥିବା ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ବିଡ଼ା ଧରାଇଦେଇ...

ଏମର୍ଜେନ୍ସି: କଇଁଚି ପାଇଁ କଙ୍ଗନା ରାଜି

ମୁମ୍ବାଇ,୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଆଧାରିତ ଫିଲ୍ମ ‘ଏମର୍ଜେନ୍ସି’ର କେତେକ ଦୃଶ୍ୟରେ କାଟଛାଣ୍ଟ ପାଇଁ ଅଭିନେତ୍ରୀ ତଥା ପ୍ରଯୋଜିକା କଙ୍ଗନା ରାଣାଓ୍ବତ୍‌ ରାଜି ହୋଇଛନ୍ତି। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ୍‌ (ସିବିଏଫ୍‌ସି) ସୋମବାର ବମ୍ବେ ହାଇକୋର୍ଟଙ୍କୁ...

ନେତାନ୍ୟାହୁ ହିଟ୍‌ଲରଙ୍କ ପରେ ସବୁଠୁ ବଡ଼ ଆତଙ୍କବାଦୀ: ମେହବୁବା

ଲେବାନନ୍‌ରେ ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲା ମୁଖ୍ୟ ହସନ୍‌ ନସ୍‌ରଲ୍ଲା ନିହତ ହେବା ପରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ତୃତୀୟ ଦିନ ଧରି ବିକ୍ଷୋଭ ଜାରି ରହିଛି। ବହୁ ସଂଖ୍ୟକ ମହିଳା, ପୁରୁଷ ଓ ଛୋଟ ପିଲା ରାସ୍ତାକୁ ଓହ୍ଲାଇ କଳା...

କଶ୍ମୀର ନିର୍ବାଚନରେ ହେଜ୍‌ବୋଲ୍ଲା ତାତି

ଜମ୍ମୁ/ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ବିଧାନସଭାର ୯୦ ଆସନ ମଧ୍ୟରୁ ପ୍ରଥମ ୨ଟି ପର୍ଯ୍ୟାୟରେ ୫୦ ଆସନରେ ନିର୍ବାଚନ ଶେଷ ହୋଇଥିବାବେଳେ ମଙ୍ଗଳବାର ଅବଶିଷ୍ଟ ୪୦ ଆସନରେ ଭୋଟ ଗ୍ରହଣ କରାଯିବ। ରବିବାର ସନ୍ଧ୍ୟାରେ ନିର୍ବାଚନ ପ୍ରଚାର ଶେଷ ହୋଇଥିଲେ ହେଁ ହେଜ୍‌ବୋଲ୍ଲା ମୁଖ୍ୟ...

ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ...

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର...

ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣାରେ ମମତା ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୯:ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିବା ସହ ଅକ୍ଟୋବର ୧୫...

ଦୁନିଆରେ ଆତଙ୍କବାଦଙ୍କ ପାଇଁ କୌଣସି ସ୍ଥାନ ନାହିଁ: ହେଜ୍‌ବୋଲ୍ଲା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନରେ କଥା ହୋଇଛନ୍ତି। ନେତାନ୍ୟାହୁଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବାର୍ତ୍ତାଳାପ ଏପରି ଏକ ସମୟରେ ହୋଇଛି, ଯେତେବେଳେ ଲେବାନନରେ ହେଜ୍‌ବୋଲ୍ଲା ଏବଂ ୟେମନରେ ହୁତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri