ଜାତୀୟ

ଜମ୍ମୁ-କଶ୍ମୀର ଏକ ଖୋଲା ଜେଲ୍‌, ଅନୁଚ୍ଛେଦ ୩୭୦ ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ଲଢ଼ିବିନି ନିର୍ବାଚନ: ମେହବୁବା…

ବେଙ୍ଗାଲୁରୁ,୨୧।୫ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ରବିବାର କହିଛନ୍ତି ସମ୍ବିଧାନର ଧାରା ୩୬୦ ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ସେ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ତେବେ ତାଙ୍କ ଦଳ ନିଶ୍ଚିତ ଭାବେ ନିର୍ବାଚନରେ...

‘କେବେ ବି ଅମିତ ଶାହାଙ୍କୁ ସୁପାରିଶ କରିନାହିଁ’, ଲୋକ ସଭା ନିର୍ବାଚନ ଟିକେଟକୁ ନେଇ ଏମିତି କହିଲେ ବ୍ରିଜ ଭୂଷଣ

ନୁଆଦିଲ୍ଲୀ,୨୧।୫: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ବ୍ରିଜ ଭୂଷଣ ଶରଣ ସିଂ କିଛି ଦିନ ହେବ ଚର୍ଚ୍ଚାର କେନ୍ଦ୍ର ପାଲଟି ଯାଇଛନ୍ତି। ଗୋଟିଏ ପଟେ ତାଙ୍କ ଗିରଫ ଦାବି କରି ୨୮ ଦିନ...

ଦୈନିକ ସଂକ୍ରମଣ ୮ ଶହ ତଳେ…

ନୂଆଦିଲ୍ଲୀ, ୨୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

ଯେଉଁମାନଙ୍କୁ କହୁଥିଲେ ଭ୍ରଷ୍ଟାଚାରୀ, ଆଜି ସେହିମାନଙ୍କ ସହ ଠିଆ ହୋଇଛନ୍ତି କେଜରିଓ୍ବାଲ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ମନୋଜ ତିଓ୍ବାରୀ ରବିବାର ଏକ ପ୍ରେସ କନଫରେନ୍ସ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ଖୁବ ବର୍ଷଛନ୍ତି। ଏମପି ମନୋଜ ତିୱାରୀ କହିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲଙ୍କ ପାଖରେ ପହଞ୍ଚିଛନ୍ତି...

ନିର୍ବାଚନ ଫଳାଫଳ ନେଇ ଆମେ ଖୁସି ନୁହଁ, ଆମ ଘରକୁ ଆସନି: ଶିବକୁମାର…

ବେଙ୍ଗାଲୁରୁ,୨୧।୫ : କର୍ନାଟକରେ ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଚେୟାରରେ ବସିଥିବାବେଳେ ଡି.କେ ଶିବକୁମାରଙ୍କୁ ଉପମୁଖ୍ୟ ମୁଖ୍ୟମନ୍ତ୍ରୀ ପଦରେ ସନ୍ତୁଷ୍ଟ ହେବାକୁ ପଡିଛି। କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଛି। କିନ୍ତୁ...

କୌଣସି ଭାଜପା ନେତାଙ୍କର ଆତଙ୍କବାଦୀ ଆକ୍ରମଣରେ ହୋଇନାହିଁ ମୃତ୍ୟୁ: ସିଦ୍ଦାରାମାୟା…

ବେଙ୍ଗାଲୁରୁ,୨୧।୫ : କର୍ନାଟକର ନୂତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଆତଙ୍କବାଦ ଉପରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ଆଜି ପର୍ଯ୍ୟନ୍ତ ଆତଙ୍କବାଦୀ ଆକ୍ରମଣରେ କୌଣସି...

ଜି-୭ ସମ୍ମିଳନୀରେ ପରିବେଶର ବାର୍ତ୍ତା ଦେଲେ ମୋଦି, ପିନ୍ଧିଲେ ସ୍ବତନ୍ତ୍ର ଜ୍ୟାକେଟ୍‌

ନୂଆଦିଲ୍ଲୀ/ଟୋକିଓ,୨୧ା୫: ଜି-୭ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ନିଜ ପୋଷାକ ମାଧ୍ୟମରେ ପରିବେଶର ବାର୍ତ୍ତା ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ରିସାଇକ୍ଲିଡ୍‌ ସାମଗ୍ରୀରେ ନିର୍ମିତ ଏକ ସ୍ବତନ୍ତ୍ର...

ଏକାଠି ହେବେ ୩ ରାଜ୍ୟର ଖାପ ନେତା, ଧାରଣାରେ ବସିଥିବା ରେସଲରଙ୍କ ପାଇଁ ଗଠନ କରିବେ କମିଟି

ଚଣ୍ଡିଗଡ଼,୨୧।୫: ଚୌବିସି ସର୍ଭ ଖାପ ପଞ୍ଚାୟତର ପ୍ରଧାନ ମେହର ସିଂ ନମ୍ବରଦାରଙ୍କ ଆହ୍ବାନରେ ହରିୟାଣା, ଉତ୍ତର ପ୍ରଦେଶ ଓ ରାଜସ୍ଥାନର ଖାପ ପ୍ରତିନିଧି ରବିବାର ମେହମର ଐତିହାସିକ ଚୌବିସି ଚବୁତରାରେ ପହଞ୍ଚିବେ। ଏମାନଙ୍କ ସଂଖ୍ୟା ପ୍ରାୟ ୧୫୦୦ ହୋଇପାରେ। ଜନ୍ତର...

‘ଉଦ୍ଧବଙ୍କ ଫାର୍ମ ହାଉସରେ ଟଙ୍କାର ଗୋଦାମ, ସେହିଠାରେ ରହିଛି ୨୦୦୦ଟଙ୍କିଆ ନୋଟ’, ନିତେଶ ରାଣାଙ୍କ ଅଭିଯୋଗ

ମୁମ୍ବାଇ,୨୧।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ନିତେଶ ରାଣେ ଶିବସେନା(ଉଦ୍ଧବ ବାଲାସାହେବ ଠାକରେ)ର ସୁପ୍ରିମୋ ଉଦ୍ଧବ ଠାକରେଙ୍କ ଉପରେ ବଡ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଉଦ୍ଧବ ଠାକରେଙ୍କ କର୍ଜତ ଫାର୍ମ ହାଉସରେ ଅଣ୍ଡରଗ୍ରାଉଣ୍ଡ ଟଙ୍କାର ଗୋଦାମ କରାଯାଇଛି, ଯାହାର...

ନୂଆ ପାର୍ଲାମେଣ୍ଟ ବିଲଡିଂର ଉଦଘାଟନ ରାଷ୍ଟ୍ରପତି କରିବା ଉଚିତ ପ୍ରଧାନମନ୍ତ୍ରୀ ନୁହେଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୧।୫: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ସେ କହିଛନ୍ତି ପାର୍ଲାମେଣ୍ଟ ବିଲଡିଂର ଉଦ୍‌ଘାଟନ ମହାମହିମ ରାଷ୍ଟ୍ରପତି କରିବା ଉଚିତ, ପ୍ରଧାନମନ୍ତ୍ରୀ ନୁହେଁ। ସୂଚନାଯୋଗ୍ୟ, ୨୮ ମେ’ରେ ନବ ନିର୍ମିତ...

ବିଦେଶରେ ମୋଦିଙ୍କୁ ପ୍ରଶଂସା

ନୂଆଦିଲ୍ଲୀ/ଟୋକିଓ,୨୧ା୫: ଜାପାନର ହିରୋସିମାଠାରେ ଚାଲିଥିବା ଜି-୭ ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ଏଠାରେ ସେ ଅନେକ ଦେଶର ବଡ଼ ବଡ଼ ନେତାଙ୍କୁ ଭେଟିଥିଲେ। ଜୋ- ବାଇଡେନଙ୍କଠାରୁ ଆରମ୍ଭ କରି ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍‌ସ୍କିଙ୍କ ସହ ମଧ୍ୟ...

ନିର୍ଦ୍ଧାରିତ ସମୟର ଅଧଘଣ୍ଟା ପୂର୍ବରୁ କେଜରିଓ୍ବାଲଙ୍କୁ ଭେଟିବାକୁ ପହଞ୍ଚିଲେ ନୀତୀଶ କୁମାର, ସାଙ୍ଗରେ ଅଛନ୍ତି ତେଜସ୍ବୀ ଯାଦବ

ନୂଆଦିଲ୍ଲୀ,୨୧।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ସମୟରେ ସେ ଆମ ଆଦମୀ ପାର୍ଟି (ଏଏପି)ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଭେଟିବାକୁ ପହଞ୍ଚିଛନ୍ତି। ତାଙ୍କ ସହ ତେଜସ୍ବୀ ଯାଦବ, ସଞ୍ଜୟ ଝା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri