ଜାତୀୟ

ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୦।୫: କର୍ନାଟକ ରାଜନୀତି ଏବେ ବେଶ ସରଗରମ। ଚଳିତ ବର୍ଷ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ସଂଖ୍ୟା ଗରିଷ୍ଠତା ମିଳିବା ପରେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି କଂଗ୍ରେସର ବରିଷ୍ଠ ନେତା ସିଦ୍ଦାରାମାୟା। ଏହି ଶପଥ ଗ୍ରହଣ ସମାରୋହ...

ଖାର୍ଗେଙ୍କ ନିମନ୍ତ୍ରଣକୁ ରଖିଲେ ନାହିଁ ଉଦ୍ଧବ, ଯୋଗ ଦେବେନାହିଁ ସିଦ୍ଦାରାମାୟାଙ୍କ ଶପଥ ଗ୍ରହଣ ସମାରୋହରେ

ବେଙ୍ଗାଲୁରୁ,୨୦।୫: କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ଗଲାଣି। ଆଉ କିଛି ସମୟ ପରେ ଏହି ଉତ୍ସବ ଅନୁଷ୍ଠିତ ହେବ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ଉତ୍ସବରେ...

ଜାପାନ ଗସ୍ତରେ କୋରିଆ, ଭିଏତନାମ ନେତାଙ୍କୁ ଭେଟିଲେ ମୋଦି

ଟୋକିଓ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ତ୍ର ମୋଦି ଜି-୭ ବାର୍ଷିକ ଶିଖର ସମ୍ମିଳନୀରେ ଯୋାଗ ଦେବାକୁ ଜାପାନ ଯାଇଛନ୍ତି। ଶନିବାର ମୋଦି କୋରିଆ ଗଣତନ୍ତ୍ରର ରାଷ୍ଟ୍ରପତି ୟୁନ ସୁକ ୟୋଲ ଓ ଭିଏତନାମ ପ୍ରଧାନମନ୍ତ୍ରୀ ଫାମ ମିନ ଚିନଙ୍କ ସହ ଦ୍ୱିପାକ୍ଷିକ ସାକ୍ଷାତ୍‌...

‘ଦୁର୍ନୀତି ବିରୋଧରେ ବଡ ପଦକ୍ଷେପ’, ଆରବିଆଇର ନିଷ୍ପତ୍ତିକୁ ସ୍ବାଗତ କଲେ ଚନ୍ଦ୍ରବାବୁ

ନୂଆଦିଲ୍ଲୀ,୨୦।୫: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ୨୦୦୦ଟଙ୍କିଆ ନୋଟ ପ୍ରତ୍ୟାହାର ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ସେ କହିଛନ୍ତି, ୨୦୦୦ ଟଙ୍କିଆ ନୋଟ ବନ୍ଦ ହେବା...

୨୨ ପାକିସ୍ତାନୀ କଏଦୀଙ୍କୁ ମୁକ୍ତ କଲା ଭାରତ

ନୂଆଦିଲ୍ଲୀ,୨୦।୫: ଭାରତ ସରକାର ୨୨ଜଣ ପାକିସ୍ତାନୀ କଏଦୀଙ୍କୁ ଜେଲଦଣ୍ଡ ଶେଷ ହେବା ପରେ ଶୁକ୍ରବାର ମୁକ୍ତ କରିଛନ୍ତି। ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ଅଟ୍ଟାରୀ-ବାଘା ସୀମାରେ ଥିବା ସଂଯୁକ୍ତ ଚେକ୍‌ ପୋଷ୍ଟ(ଜେସିପି)ରେ କଏଦୀଙ୍କୁ ପାକିସ୍ଥାନୀ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ପାକିସ୍ତାନୀ...

ସିଦ୍ଦାରାମାୟା, ଶିବକୁମାରଙ୍କ ସମେତ ଏହି ୮ ବିଧାୟକ ନେବେ ଶପଥ

ବେଙ୍ଗାଲୁରୁ,୨୦।୫: କିଛି ଘଣ୍ଟା ମଧ୍ୟରେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ଗ୍ରହଣ କରିବେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ନେତାମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ଶନିବାର...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପଶ୍ଚିମବଙ୍ଗରେ ସ୍କ୍ରିନିଂ ହେଉନାହିଁ ‘ଦ କେରଲା ଷ୍ଟୋରି’

କୋଲକାତା,୨୦।୫: ପଶ୍ଚିମବଙ୍ଗରେ ‘ ଦ କେରଲା ଷ୍ଟୋରି’ ସ୍କ୍ରିନିଂକୁ ସୁପ୍ରିମକୋର୍ଟ ଅନୁମତି ଦେଇଥିଲେ ମଧ୍ୟ ବିବାଦୀୟ ଫିଲ୍ମକୁ ସ୍କ୍ରିନିଂ କରିବାକୁ କୌଣସି ସିନେମା ହଲ ରାଜି ହୋଉନାହାନ୍ତି। ନିକଟରେ ସାମ୍ପ୍ରଦାୟିକ ଅଶାନ୍ତି ଭୟରେ ରାଜ୍ୟ ସରକାର ଏହି ଚଳଚ୍ଚିତ୍ର ଉପରେ...

କଶ୍ମୀରରେ ଜି -୨୦ ବୈଠକକୁ ବିରୋଧ କରୁଛି ଚାଇନା

ଶ୍ରୀନଗର/ବେଜିଂ,୨୦।୫: ଭାରତ ଏଥର ଜି -୨୦ର ଅଧ୍ୟକ୍ଷତା କରୁଛି। ଏହି କ୍ରମରେ ଭାରତ ୨୨ ମେ’ରୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ କଶ୍ମୀରର ଶ୍ରୀନଗରରେ ଜି -୨୦ ବୈଠକ ଆୟୋଜନ କରିବାକୁ ଯାଉଛି। ଭାରତର ଏହି ଆୟୋଜନକୁ ଚାଇନା ତୀବ୍ର...

ମାନିଲେ ସିସୋଡିଆ

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲାରେ ଜେଲରେ ବନ୍ଦଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ତଥା ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଡିଜିଟାଲ ତଥ୍ୟ ନଷ୍ଟ କରିଥିବା ମାନି ଯାଇଛନ୍ତି। ରିପୋର୍ଟ ଅନୁଯାୟୀ ସିସୋଡିଆ ସିବିଆଇ ସାମ୍ନାରେ...

ସିଦ୍ଦାରାମାୟା, ଶିବକୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଦେଖିବାକୁ ମିଳିବ ବିରୋଧୀ ଏକତା

ନୂଆଦିଲ୍ଲୀ,୨୦।୫: କର୍ନାଟକ ବିଧାନସଭା ନିର୍ବାଚନରେ ସ୍ପଷ୍ଟ ବହୁମତ ମିଳିବା ପରେ ଶନିବାର କଂଗ୍ରେସ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। କିଛି ଘଣ୍ଟା ମଧ୍ୟରେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ଓ ଡିକେ ଶିବକୁମାର ଉପ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର...

ଏସ୍‌ସିଙ୍କ ନିଷ୍ପତ୍ତି ପରେ ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର ପାଇଁ ଅଧ୍ୟାଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୦।୫: କେଜ୍‌ରିଓ୍ବାଲ ସରକାର ଏବଂ ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ନୂତନ ଅଧ୍ୟାଦେଶ ପାରିତ କରିଛନ୍ତି। ଏହି ଅଧ୍ୟାଦେଶ ସହାୟତାରେ ବର୍ତ୍ତମାନ ଦିଲ୍ଲୀ ସରକାରଙ୍କ ଅଧିକାରକୁ କଡ଼ାକଡ଼ି କରାଯାଇଛି। ଅଧ୍ୟାଦେଶ ଜାରି...

ସାରା ବିଶ୍ୱରେ ପୁଣି ମୋଦିଙ୍କ ଚର୍ଚ୍ଚା, ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ପଛରେ ପକାଇଲେ ଏହି ସୁପରପାଓ୍ବାର୍ସଙ୍କୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୫: ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ଏଥର ବି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟପରେ ଦେଖିବାକୁ ମିଳିଛି। ଆମେରିକା ସ୍ଥିତ କନସଲଣ୍ଟିଂ ଫର୍ମ ‘ମର୍ନିଂ କନସଲ୍ଟ’ର ଏକ ସର୍ଭେ ଅନୁଯାୟୀ ୭୮ ପ୍ରତିଶତ ରେଟିଂ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ୱର ସବୁଠାରୁ ଲୋକପ୍ରିୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri