ଜାତୀୟ

ଶପଥ ଗ୍ରହଣ ପୂର୍ବରୁ ଦିଲ୍ଲୀରେ ପହଞ୍ଚିଲେ ସିଦ୍ଦାରାମାୟା, ଶିବକୁମାର

ନୂଆଦିଲ୍ଲୀ,୧୯।୫: କର୍ନାଟକରେ ଶନିବାର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା କଂଗ୍ରେସର ବରିଷ୍ଠ ନେତା ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା କଂଗ୍ରେସ ସଭାପତି ଡି.କେ ଶିବକୁମାର ଦିଲ୍ଲୀରେ ପହଞ୍ଚିଛନ୍ତି। ଶିବକୁମାର କହିଛନ୍ତି ,...

ଜି -୨୦ ବୈଠକ ପୂର୍ବରୁ ଜମ୍ମୁ-କଶ୍ମୀରରେ କଡା ସୁରକ୍ଷା ବ୍ୟବସ୍ଥା

ଜମ୍ମୁ,୧୯।୫: ଜି-୨୦ ବୈଠକ ପୂର୍ବରୁ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶ୍ରୀନଗରରେ ୨୨-୨୫ ମେ’ ମଧ୍ୟରେ ଏହି ବୈଠକ ହେବାକୁ ଯାଉଛି। ଏହା ପୂର୍ବରୁ ପାକିସ୍ତାନର ସମସ୍ତ ପ୍ରକାର ଯୋଜନାର ଗୁମର ଖୋଲିଯାଉଛି। ଏହାକୁ ଦୃଷ୍ଟିରେ ରଖି ମାର୍କୋସ...

କର୍ନାଟକ ପରେ ଏବେ ବିହାରକୁ ଭୟ: ତେଜସ୍ବୀ ଯାଦବ

ପାଟନା,୧୯।୫: ଜମି ବଦଳରେ ଚାକିରି ଦେବା ମାମଲାରେ ଗୁରୁବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଜସ୍ବୀ ଯାଦବଙ୍କ ମା’ ରାବ୍ରି ଦେବୀଙ୍କୁ ଇଡି ଜେରା କରିଥିଲା। ଏହାକୁ ନେଇ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଶୁକ୍ରବାର କହିଛନ୍ତି, ଜମି ବଦଳରେ ଚାକିରି...

ଆସନ୍ତା ସପ୍ତାହରେ ମହାରାଷ୍ଟ୍ରରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଶିନ୍ଦେ ଶିବିରର ୮ ନେତା ହୋଇପାରନ୍ତି ମନ୍ତ୍ରୀ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଆସନ୍ତା ସପ୍ତାହରେ ଏକନାଥ ଶିନ୍ଦେ ସରକାର କ୍ୟାବିନେଟକୁ ସମ୍ପ୍ରସାରଣ କରି ଏହାକୁ କାର୍ଯ୍ୟକାରୀ କରିବେ। ଏଥିରେ ଶିନ୍ଦେ ଶିବିରର ୮ ଜଣ ନେତା ମନ୍ତ୍ରୀ ହୋଇପାାରନ୍ତି। ମହାରାଷ୍ଟ୍ରରେ...

ଶନିବାର ସିଦ୍ଦାରାମାୟା, ଶିବକୁମାରଙ୍କ ଶପଥ ଗ୍ରହଣ, ସମାରୋହରେ ସାମିଲ ହୋଇପାରନ୍ତି ବିରୋଧୀ ନେତା

ବେଙ୍ଗାଲୁରୁ,୧୯।୫: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶନିବାର ଶପଥ ନେବେ। ତେବେ ଏହି ଶପଥ ଗ୍ରହଣ ସମାରୋହରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ...

କୌଣସି ଭୁଲ ହୋଇନାହିଁ, ସରକାରଙ୍କ କାମ ହେଉଛି… ବିରୋଧୀଙ୍କୁ ରିଜିଜୁଙ୍କ ଜବାବ

ନୂଆଦିଲ୍ଲୀ,୧୯।୫: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ଭୂ-ବିଜ୍ଞାନ ବିଭାଗରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସମୟରେ ଆଇନ ମନ୍ତ୍ରଣାଳୟରୁ ହଟାଯିବା ବିଷୟରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ରିଜିଜୁ କହିଛନ୍ତି, ଏଥିରେ କୌଣସି ଭୁଲ ହୋଇନାହିଁ।...

ଶପଥ ନେଲେ ସୁପ୍ରିମକୋର୍ଟର ୨ ବିଚାରପତି

ନୂଆଦିଲ୍ଲୀ,୧୯।୫: ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଲେ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ପ୍ରଶାନ୍ତ କୁମାର ମିଶ୍ରା ଏବଂ ବରିଷ୍ଠ ଓକିଲ କେ.ଭି ବିଶ୍ୱନାଥନ। ଶୁକ୍ରବାର ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ୨ ବିଚାରପତିଙ୍କୁ ଶପଥ ଗ୍ରହଣ କରାଇଛନ୍ତି।...

୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୬ ଦିନ ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଜାପାନ, ପପୁଆ ନ୍ୟୁ ଗିନି ଏବଂ ଅଷ୍ଟ୍ରେଲିଆ ଗସ୍ତ କରିବେ। ଜାପାନରେ ଅନୁଷ୍ଠିତ ହେବାକୁ ଥିବା ଜି -୭...

ଜନତା ପରିବାରରୁ କଂଗ୍ରେସ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା

ବେଙ୍ଗାଲୁରୁ,୧୯ା୫: ଜନତା ପରିବାରରେ ଅଢ଼େଇ ଦଶନ୍ଧି ଧରି ରହିଆସିଥିବା ଏବଂ ଏକଦା କଂଗ୍ରେସ ବିରୋଧୀ ଆଭିମୁଖ୍ୟକୁ ନେଇ ପରିଚିତ ଥିବା ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ସେ ୧୯୮୦ ଦଶକର ଆଦ୍ୟଭାଗରୁ...

ଉଦ୍ଧାର କାର୍ଯ୍ୟରେ ସାମିଲ ହେଲା ଭାରତୀୟ ନୌସେନା

ନୂଆଦିଲ୍ଲୀ, ୧୮ା୫ : ଭାରତ ମହାସାଗରରେ ଚାଇନାର ଏକ ମାଛଧରା ବୋଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡ଼ିଯିବାରୁ ସେଥିରେ ଥିବା ୩୯ କର୍ମଚାରୀ ନିଖୋଜ ଅଛନ୍ତି। ବେଜିଂର ଅନୁରୋଧ କ୍ରମେ ଉଦ୍ଧାର କାର୍ଯ୍ୟରେ ଭାରତୀୟ ନୌସେନା ସାମିଲ ହୋଇଛି। ଉକ୍ତ ଜାହାଜରେ...

ଚାକିରି ପାଇଁ ଜମି ଦୁର୍ନୀତି: ରାବ୍ରି ଦେବୀଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୧୯।୫: ବିହାରରେ ଚାକିରି ପାଇଁ ଜମି ଦୁର୍ନୀତିର ମନିଲଣ୍ଡରିଂ ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କୁ ଗୁରୁବାର ପ୍ର୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୫ ଘଣ୍ଟା ଜେରା କରିଛି। ସକାଳ ୧୧ଟାରେ ରାବ୍ରି ଇଡି କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ମଧ୍ୟାହ୍ନ ଭୋଜନ ପାଇଁ...

ଅଭିଷେକଙ୍କୁ ସିବିଆଇ, ଇଡି ଜେରା କରିପାରିବେ: ହାଇକୋର୍ଟ

କୋଲକାତା, ୧୯ା୫: ପଶ୍ଚିମବଙ୍ଗର ବହୁକୋଟି ଟଙ୍କା ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ତୃଣମୂଳ କଂଗ୍ରେସ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଜେରା କରିପାରିବେ। କାଲକାଟା ହାଇକୋର୍ଟ ଗୁରୁବାର ତାଙ୍କ ପୂର୍ବ ରାୟକୁ କାଏମ ରଖିଛନ୍ତି। ସିବିଆଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri