ଜାତୀୟ

ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜି ହେଲେ ଶିବକୁମାର

ନୂଆଦିଲ୍ଲୀ,୧୮।୫: ଦୀର୍ଘ ଆଲୋଚନା ଏବଂ ବିଚାର ବିମର୍ଶ ପରେ କର୍ନାଟକ କଂଗ୍ରେସ କମିଟି (ପିସିସି) ସଭାପତି ଡି.କେ. ଶିବକୁମାର ଉପମୁଖ୍ୟମନ୍ତ୍ରୀ ପଦକୁ ସ୍ବୀକାର କରିଥିବା ସୂଚନା ମିଳିଛି। ଦଳର ପୂର୍ବତନ ସଭାପତି ସୋନିଆ ଗାନ୍ଧୀଙ୍କ ହସ୍ତକ୍ଷେପ ପରେ ଏହା ସମ୍ଭବ...

ଦୈନିକ ସଂକ୍ରମଣ ୯ ଶହ ତଳେ…

ନୂଆଦିଲ୍ଲୀ, ୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

ମୋଦି କ୍ୟାବିନେଟରେ ବଡ଼ ପରିବର୍ତ୍ତନ, ଅର୍ଜୁନ ରାମ ମେଘୱାଲଙ୍କୁ ଆଇନ ମନ୍ତ୍ରଣାଳୟର ଦାୟିତ୍ୱ

ନୂଆଦିଲ୍ଲୀ,୧୮।୫: ମୋଦି କ୍ୟାବିନେଟରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ବର୍ତ୍ତମାନ ଏହି ମନ୍ତ୍ରଣାଳୟର ଦାୟିତ୍ୱ ଅର୍ଜୁନ ରାମ ମେଘୱାଲଙ୍କୁ ଦିଆଯାଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ...

ପରଲୋକରେ ଭାଜପା ଏମ୍‌ପି ରତନଲାଲ କାଟାରିଆ

ଚଣ୍ଡିଗଡ,୧୮।୫: ପରଲୋକରେ ଭାଜପା ଏମ୍‌ପି ରତନଲାଲ କାଟାରିଆ । ଦୀର୍ଘ ଦିନର ଅସୁସ୍ଥତା ପରେ ଗୁରୁବାର ପିଜିଆଇ ଚଣ୍ଡିଗଡରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୁଧବାର ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କୁ ଡାକ୍ତରଖାନାରେ ଭେଟିଥିଲେ। ଆଜି...

କିଏ ହେବେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ, ଚିନ୍ତାରେ କଂଗ୍ରେସ… ଶନିବାର ହେବ ଶପଥ ଗ୍ରହଣ

ବେଙ୍ଗାଲୁରୁ,୧୮।୫: କର୍ନାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଏ ପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ଘୋଷଣା ହୋଇନାହିଁ। ହେଲେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଏବଂ କର୍ନାଟକ କଂଗ୍ରେସ ଅଧ୍ୟକ୍ଷଙ୍କୁ ଉପମୁଖ୍ୟମନ୍ତ୍ରୀ ଦିଆଯିବା...

ଅପରେଶନ ଧ୍ୱସ୍ତ: ୩୨୪ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୧୮ା୫: ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର-ନାର୍କୋ ମେଣ୍ଟ ବିରୋଧରେ ୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୨୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ପଞ୍ଜାବ ଓ ହରିୟାଣା ପୋଲିସ ସହଯୋଗରେ କରାଯାଇଥିବା ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେଶନ ଧ୍ୱସ୍ତ’...

ଭାରତରେ ଫ୍ରାନ୍ସ ରାଜପରିବାର ବଂଶଜ

ଭୋପାଳ, ୧୮।୫: ଫ୍ରାନ୍ସର ବିଶାଳ ରାଜବଂଶ ନିଜ ଶାସନ ସମୟରେ ସାରା ୟୁରୋପରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଭର୍ସେଲ୍ସରେ ଥିବା ଏହାର ରାଜପ୍ରାସାଦ ଥିଲା ଅତି ରମଣୀୟ। କିନ୍ତୁ ଫ୍ରାନ୍ସରେ କ୍ରାନ୍ତି ଅଭିଯାନ ଆରମ୍ଭ ହେବା ପରେ ୧୭୯୩ରେ ରାଜତନ୍ତ୍ର...

ମଣିପୁର ହାଇକୋର୍ଟଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୮।୫: ମଣିପୁରର ଅଣଆଦିବାସୀ ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗରେ ଅନ୍ତର୍ଭୁକ୍ତ କରିବା ପାଇଁ ହାଇକୋର୍ଟ ଜଜ୍‌ ଏମ୍‌.ଭି. ମୁରଲିଧରନ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ମଣିପୁର ହିଂସା ସମ୍ପର୍କିତ ଶୁଣାଣି ବେଳେ ବୁଧବାର ପ୍ରଧାନ ବିଚାରପତି...

ଅଗଷ୍ଟ ୧୪ ସୁଦ୍ଧା ତଦନ୍ତ ସାର

ନୂଆଦିଲ୍ଲୀ,୧୮ା୫: ଆଦାନୀ ଗ୍ରୁପ୍‌ ବିରୋଧରେ ଆଗତ ଷ୍ଟକ୍ସ ହେରଫେର ଦୁର୍ନୀତିର ତଦନ୍ତ ଶେଷ କରିବା ପାଇଁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ସୁପ୍ରିମକୋର୍ଟ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ଏଥିସହ ଅପ୍‌ଡେଟେଡ୍‌ ଷ୍ଟାଟସ୍‌ ରିପୋର୍ଟ ଦାଖଲ...

ଉପ ହେବାକୁ ଶିବକୁମାରଙ୍କ ନା

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୮ା୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳ ମେ’ ୧୩ରେ ଆସିଥିଲା। ୨୨୪ ଆସନ ମଧ୍ୟରୁ କଂଗ୍ରେସ ୧୩୫ ଦଖଲକରି ଅଭୂତପୂର୍ବ ବିଜୟ ହାସଲ କରିଛି। ଗୁରୁବାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଶପଥ ଗ୍ରହଣ ପାଇଁ ମଞ୍ଚ ସଜ୍ଜା...

ପ୍ରୋଫେଟ୍‌ ମହମ୍ମଦଙ୍କ ଉପରେ ଆପତ୍ତିଜନକ ପୋଷ୍ଟକୁ ନେଇ ଉତ୍ତେଜନା

ଶାହଜାହାନପୁର,୧୭ା୫: ସୋସିଆଲ ମିଡିଆରେ ପ୍ରୋଫେଟ୍‌ ମହମ୍ମଦଙ୍କ ଉପରେ ଜଣେ ଯୁବକ ଶେୟାର କରିଥିବା ଏକ ଆପତ୍ତିଜନକ ପୋଷ୍ଟକୁ ନେଇ ଉତ୍ତର ପ୍ରଦେଶର ଶାହଜାହାନପୁର ଜିଲାସ୍ଥିତ ତିଲହାରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ...

ଏଲ୍‌ପିଜି ସିଲିଣ୍ଡର ଉପରେ ଏଣିକି ମିଳିପାରେ ସବ୍‌ସିଡି

ନୂଆଦିଲ୍ଲୀ,୧୭ା୫: କର୍ନାଟକ ନିର୍ବାଚନରେ ଦେଖାଯାଇଥିବା ମୁଦ୍ରାସ୍ଫୀତିର ପ୍ରଭାବକୁ ଦୃଷ୍ଟିରେ ରଖି ସରକାର ଖୁଚୁରା ମୁଦ୍ରାସ୍ଫୀତିକୁ ସବୁ ମୂଲ୍ୟରେ ନିୟନ୍ତ୍ରଣରେ ରଖିବାକୁ ଚାହୁଁଛନ୍ତି। କାରଣ ଚଳିତ ବର୍ଷ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲେଙ୍ଗାନା ଭଳି ପ୍ରମୁଖ ରାଜ୍ୟରେ ନିର୍ବାଚନ ହେବ। ଯେଉଁଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri