ଜାତୀୟ

ଆଦାନୀ-ହିଣ୍ଡେନବର୍ଗ ବିବାଦ: ତଦନ୍ତ ଶେଷ ପାଇଁ ସେବିକୁ ଆଉ ୩ ମାସ ସମୟ ମିଳିପାରେ

ନୂଆଦିଲ୍ଲୀ, ୧୩ା୫ (ପି.ଟି.): ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ମୂଲ୍ୟରେ ଜାଲିଆତି କରିବା ସହ ନିୟାମକକୁ ତଥ୍ୟ ପ୍ରଦାନ କରି ନ ଥିବା ଅଭିଯୋଗ ଉପରେ ତଦନ୍ତ ଶେଷ କରିବା ଲାଗି ସେବିକୁ ଅଧିକ ୩ ମାସ ସମୟ ମିଳିପାରେ। ସୁପ୍ରିମକୋର୍ଟ...

ସବୁ ବିଭାଗରେ ଯୌନ ଉତ୍ପୀଡ଼ନ କମିଟି ଗଢ଼

ନୂଆଦିଲ୍ଲୀ, ୧୩ା୫ (ପି.ଟି.):ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗରେ ଯୌନ ଉତ୍ପୀଡ଼ନ କମିଟି ଗଢ଼ାଯାଇଛି କି ନାହିଁ, ତାହା ଯାଞ୍ଚ କରି ସୁନିଶ୍ଚିତ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୩ ଯୌନ ନିର୍ଯାତନା ପ୍ରତିକାର...

ପାରାଶୁଟ୍‌ ଦୁର୍ଘଟଣା: ସେନା କମାଣ୍ଡୋଙ୍କ ମୃତ୍ୟୁ

ଆଗ୍ରା, ୧୩ା୫(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଗ୍ରା ଜିଲା ଅନ୍ତର୍ଗତ ମାଲପୁରା ଅଞ୍ଚଳରେ ଶୁକ୍ରବାର ଏକ ପାରାଶୁଟ୍‌ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ସେନା କମାଣ୍ଡୋଙ୍କର ମୃତ୍ୟୁ ଘଟିଛି। କମାଣ୍ଡୋ ଅଙ୍କୁର ଶର୍ମା ପାରାଶୁଟ୍‌ ଯୋଗେ ଖସୁଥିବାବେଳେ ଏହା ହାଇଟେନ୍‌ଶନ ବିଦ୍ୟୁତ୍‌ ତାରରେ...

ଇ-ଫାଇଲିଂ ୨.୦ ଶୁଭାରମ୍ଭ କଲେ ସିଜେଆଇ

ନୂଆଦିଲ୍ଲୀ, ୧୩ା୫(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶୁକ୍ରବାର ‘ଇ-ଫାଇଲିଂ ୨.୦’ର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ବୈଦ୍ୟୁତିକ ମାଧ୍ୟମରେ ୨୪ ଘଣ୍ଟା ମାମଲା ଦାଏର କରିବା ସୁବିଧା ଉପଲବ୍ଧ ହେବ ବୋଲି ସେ ଆଇନଜୀବୀମାନଙ୍କୁ କହିଥିଲେ। ଏଥିସହିତ...

ଜ୍ଞାନବାପି ମସ୍‌ଜିଦ ‘ଶିବଲିଙ୍ଗ’ର ବିଜ୍ଞାନସମ୍ମତ ସର୍ଭେ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପ୍ରୟାଗରାଜ, ୧୩ା୫(ଆଇଏଏନ୍‌ଏସ୍‌):ଜ୍ଞାନବାପି ମସ୍‌ଜିଦ ପରିସରରେ ଥିବା ‘ଶିବଲିଙ୍ଗ’ର ବୟସ ନିଶ୍ଚିତ କରିବା ଲାଗି ଏହାର ବିଜ୍ଞାନସମ୍ମତ ସର୍ବେକ୍ଷଣ କରାଇବାକୁ ଅଲ୍ଲାହାବାଦ ହାଇକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେଗଟ ସଂସ୍ଥା (ଏଏସ୍‌ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ଭେ ବେଳେ ଉକ୍ତ ଢାଞ୍ଚାର ଯେପରି...

ପରମବୀରଙ୍କ ବିରୋଧରେ ଅଭିଯୋଗ ପ୍ରତ୍ୟାହାର

ମୁମ୍ବାଇ, ୧୩ା୫ (ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସର ପୂର୍ବତନ କମିଶନର ପରମବୀର ସିଂଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗକୁ ମହାରାଷ୍ଟ୍ର ସରକାର ପ୍ରତ୍ୟାହାର କରିନେଇଛନ୍ତି। ଏଥିସହ ଶୁକ୍ରବାର ତାଙ୍କ ଉପରୁ ନିଲମ୍ବନ ଆଦେଶକୁ ଉଠାଇଦିଆଯାଇଛି। ଦୁଇବର୍ଷ ପୂର୍ବେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ...

କର୍ନାଟକରେ କିଏ ଗଢିବ ସରକାର, ଆଜି ଆସିବ ଫଳାଫଳ…

ବେଙ୍ଗାଲୁରୁ,୧୨।୫: କର୍ନାଟକ ବିଧାନସଭା ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇବ। ଏଥିପାଇଁ ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହେବ। କର୍ନାଟକ ନିର୍ବାଚନ ଫଳାଫଳର ଅଧିକାଂଶ ଏକଜିଟ ପୋଲରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିବାର ସମ୍ଭାବନା ରହିଛି...

ସର୍ତ୍ତ ମାନିଲେ କଂଗ୍ରେସ ଓ ଭାଜପା ସହ ମେଣ୍ଟ ସରକାର ଗଠନ କରିବୁ:ଜେଡିଏସ୍‌

ବେଙ୍ଗାଲୁରୁ,୧୨।୫:କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଜେଡିଏସ ମୁଖ୍ୟଙ୍କ ବୟାନକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦଳର ମୁଖ୍ୟ ଏଚଡି କୁମାରସ୍ବାମୀ କହିଛନ୍ତି ଯେ, ଦଳ ନିଜ ସର୍ତ୍ତରେ ଭାଜପା କିମ୍ବା କଂଗ୍ରେସ ସହିତ ମେଣ୍ଟ...

‘ତାରକ ମେହେତା କା ଉଲଟା ଚଷମା’ ନିର୍ଦ୍ଦେଶକଙ୍କ ନାଁରେ ଯୌନ ଶୋଷଣର ଅଭିଯୋଗ ଆଣିଲେ ସିରିଏଲ ଅଭିନେତ୍ରୀ

ମୁମ୍ବାଇ,୧୨।୫:ଚର୍ଚ୍ଚିତ ସିରିଏଲ ‘ତାରକ ମେହେତା କା ଉଲଟା ଚଷମା’ ସବୁ ସିରିଏଲ ମଧ୍ୟରେ ଟ୍ରେଣ୍ଡିଂରେ ଥାଏ। ତେବେ ଏହି ଶୋରେ ମିସେସ୍‌ ରୋଶନ୍‌ ସିଂହ ସୋଢି ଭୂମିକାରେ ଅଭିନୟ କରୁଥିବା ଜେନିଫର ମିସ୍ତ୍ରୀ ଶୋକୁ ସବୁଦିନ ପାଇଁ ଶୋ’କୁ ଛାଡି...

ନେପାଳ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ନୂଆଦିଲ୍ଲୀ,୧୨।୫: ଷଷ୍ଠ ଭାରତ ମହାସାଗର ସମ୍ମିଳନୀ -୨୦୨୩ ରେ ଭାଗ ନେବାକୁ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଢାକାରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ସେ ନେପାଳର ବହିର୍ବ୍ୟାପାର ମନ୍ତ୍ରୀ ଏନ୍‌.ପି. ସାଉଦଙ୍କୁ ଭେଟିଛନ୍ତି। ନୂତନ ଦାୟିତ୍ୱ ପାଇଥିବାରୁ ଜୟଶଙ୍କର...

ଗୁଜରାଟରେ ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୫: ଗୁଜରାଟର ନିମ୍ନ ଅଦାଲତର ୬୮ ବିଚାରପତିଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରୋକ ଲଗାଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରିଥିବା ଜଜ ହରିଶ ହସମୁଖଭାଇ ବର୍ମା ମଧ୍ୟ ଏହି ବିଚାରପତିମାନଙ୍କ ମଧ୍ୟରେ ଅଛନ୍ତି।...

କକପିଟ୍‌ ଭିତରକୁ ଯିବାକୁ ଅନୁମତି ଦେଇ ପାଇଲଟ ନିଲମ୍ବିତ, ଏୟାରଲାଇନକୁ ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୨।୫: ଏୟାର ଇଣ୍ଡିଆର ଏକ ପାଇଲଟଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରିପୋର୍ଟ ଅନୁଯାୟୀ, ନିକଟରେ ପାଇଲଟ ତାଙ୍କ ସାଙ୍ଗକୁ କକପିଟ୍‌ ଭିତରକୁ ଯିବାକୁ ଅନୁମତି ଦେଇଥିଲେ। ଯେଉଁଥିପାଇଁ ଏୟାର ଇଣ୍ଡିଆ ପାଇଲଟଙ୍କୁ ୩ ମାସ ପାଇଁ ନିଲମ୍ବିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri