ଜାତୀୟ

ମେ’୨୧ ସୁଦ୍ଧା ବ୍ରଜଭୂଷଣଙ୍କୁ ଗିରଫ କରିବାକୁ ଦାବି

ନୂଆଦିଲ୍ଲୀ,୭।୫: ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ମୁଖ୍ୟ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦିଲ୍ଲୀରେ ଯନ୍ତରମନ୍ତରରେ କୁସ୍ତିଯୋଦ୍ଧା ଧାରଣାରେ ବସିଛନ୍ତି। ଏହି ସମୟରେ କୁସ୍ତିଯୋଦ୍ଧାଙ୍କ ସପକ୍ଷରେ ଦିଲ୍ଲୀରେ ଚାଷୀ ନେତା ରାକେଶ ଟିକାୟତ ପହଞ୍ଚିଛନ୍ତି। ଏହି ଘଟଣାକୁ ନେଇ ଚାଷୀ...

ଭାରତ ସୀମାରେ ୧୦ ମିନିଟ୍‌ ପର୍ଯ୍ୟନ୍ତ ଅଟକି ରହିଲା ପାକିସ୍ତାନ ବିମାନ

ନୂଆଦିଲ୍ଲୀ,୭।୫: ପାକିସ୍ତାନ ଏୟାରଲାଇନ୍ସର ଏକ ବିମାନ ହଠାତ୍‌ ଭାରତ ବାୟୁସୀମାରେ ପ୍ରବେଶ କରିଛି। ଏନେଇ ଭାରତରେ ଉତ୍ତେଜନା ଦେଖାଦେଇଥିବା ଜଣାପଡିଛି। ଏହି ପାକିସ୍ତାନୀ ବିମାନ ପ୍ରାୟ ଦଶ ମିନିଟ୍‌ ପର୍ଯ୍ୟନ୍ତ ଭାରତ ସୀମାରେ ଅଟକି ରହିଥିଲା। ବିମାନ ଭାରତରେ ପ୍ରବେଶ...

ମୋଦିଙ୍କ ଜ୍ୟାକେଟ ପ୍ରସିଦ୍ଧି ହାସଲ କରିଛି, ଦିନରେ ୪ ଥର କରନ୍ତି ପରିବର୍ତ୍ତନ: ଖାର୍ଗେଙ୍କ କଟାକ୍ଷ…

ବେଙ୍ଗାଲୁରୁ,୭।୫ : ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ତିନି ଦିନରୁ କମ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ରାଜନୈତିକ ଦଳ ଏବଂ ନେତାମାନେ ସେମାନଙ୍କର ସମସ୍ତ ଶକ୍ତି ଲଗାଇ ଦେଇଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ସରକାରଙ୍କୁ ଘେରିଲେ ଚାଷୀ ନେତା

ନୂଆଦିଲ୍ଲୀ,୭।୫: ଡବ୍ଲ୍ୟୁଏଫ୍‌ଆଇ ମୁଖ୍ୟ ତଥା ଭାଜପା ସାଂସଦ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗକୁ ନେଇ ଭାରତର କେତେକ ବରିଷ୍ଠ କୁସ୍ତିଯୋଦ୍ଧା ଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ କରୁଛନ୍ତି। ଏହି ଆନ୍ଦୋଳନକୁ ରବିବାର ୧୪ ଦିନ ବିତିଯାଇଥିଲେ ମଧ୍ୟ...

ଜନ୍ତର ମନ୍ତରେ ଟିକେଟ ବଣ୍ଟା ଯାଉନି ଯାହାକୁ ନେଇ ରାଜନୀତି ହେବ: ରାକେଶ ଟିକାଏତ

ନୂଆଦିଲ୍ଲୀ,୭।୫: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ରେସଲର ପ୍ରୋଟେଷ୍ଟ ଜାରି ରହିଛି। ଦେଶର ଏହି ମହିଳା ଖେଳାଳିଙ୍କ ସମର୍ଥନରେ ଧିରେ ଧିରେ ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିରେ ମୁଖ୍ୟତଃ ପଞ୍ଜାବ ଓ ହରିୟାଣାର ଲୋକେ ଏକାଠି ହେଉଛନ୍ତି। ରବିବାର ଏଠାରେ...

ଆପଣମାନେ ଯେଉଁ ଭଲପାଇବା ଆଉ ଆଶୀର୍ବାଦ ଦେଇଛନ୍ତି, ସୁଧମୂଳ ସହ ଫେରାଇବି: ମୋଦି

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳର ପ୍ରଚାର ବି ସେତିକି ଆଗକୁ ଆଗକୁ ବଢି ଚାଲିଛି। ଏଥର ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ଯୋରଦାର ଟକ୍କର ଦେଖିବାକୁ ମିଳିଛି।...

ଶରଦ ପାଓ୍ବାର ପ୍ରସଙ୍ଗରେ ବାରମ୍ବାର ଆଲୋଚନାର ଆବଶ୍ୟକତା ନାହିଁ: ଅଜିତ ପାଓ୍ବାର…

ମୁମ୍ବାଇ,୭।୫ : ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାର ରବିବାର କହିଛନ୍ତି ଶରଦ ପାୱାର ତାଙ୍କର ସର୍ବୋଚ୍ଚ ନେତା। ତାଙ୍କ ଇସ୍ତଫା ସହିତ ଏହି ପ୍ରସଙ୍ଗ ବର୍ତ୍ତମାନ ଶେଷ ହୋଇଛି ଏବଂ ଏହାକୁ ବାରମ୍ବାର ଆଲୋଚନା କରିବାର...

ସମାଜକୁ ବିଭାଜନ କରିବ ଏନଆରସି-ୟୁସିସି: ଚିଦାମ୍ବରମ…

ବେଙ୍ଗାଲୁରୁ,୭।୫ : ବଜରଙ୍ଗ ଦଳ ବିବାଦ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ରବିବାର ସେ କହିଛନ୍ତି, କର୍ନାଟକ ନିର୍ବାଚନ ପାଇଁ କଂଗ୍ରେସ ଇସ୍ତାହାରରେ କୁହାଯାଇ ନାହିଁ, ଯଦି ରାଜ୍ୟରେ ସରକାର ଗଠନ...

ବଙ୍ଗୋପସାଗର ଉପକୂଳ ମୁହାଁ ଘୁର୍ଣ୍ଣିବଳୟ ମୋଚା, ଆନ୍ଧ୍ରପ୍ରଦେଶ ସମେତ ୩ ରାଜ୍ୟକୁ ଆଲର୍ଟ

ନୂଆଦିଲ୍ଲୀ,୭।୫: ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ରବିବାରଠାରୁ ବଙ୍ଗେପାସାଗର ଉପକୂଳରେ ଆସୁଥିବା ଏକ ଘୂର୍ଣ୍ଣିବଳୟକୁ ନେଇ ଚେତାବନୀ ଜାରି କରିଛି। ଏହି ଘୂର୍ଣ୍ଣିବଳୟ ଦେଶର ପୂର୍ବ ଉପକୂଳରେ ମାଡ ହୋଇପାରେ। ଏହାକୁ ମୋଚା ନାମ ଦିଆଯାଇଛି। ପାଣିପାଗ ବିଭାଗ ଚେତାବନୀ ଦେଇଛି...

୧୦ ଜୁନରେ ଉଦ୍ଧବଙ୍କ ସହ ବିଶ୍ୱାସଘାତ କରି ସଞ୍ଜୟ ଏନସିପିରେ ହେବେ ସାମିଲ: ନୀତୀଶ ରାଣେ…

ମୁମ୍ବାଇ,୭।୫ : ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି ବିଧାୟକ ନୀତୀଶ ରାଣେ ରବିବାର ଶିବସେନା ଉଦ୍ଧବ ଦଳର ରାଜ୍ୟସଭା ଏମପି ସଞ୍ଜୟ ରାଉତଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନୀତୀଶ ସଞ୍ଜୟଙ୍କ ତୁଳନା ସାପ ସହିତ କରିଛନ୍ତି। ସେ ଉଦ୍ଧବ ଠାକରେଙ୍କ...

କର୍ନାଟକରେ ମୁଦ୍ରାସ୍ଫୀତି, ବେରୋଜଗାରୀର ଆତଙ୍କ ରହିଛି: ପ୍ରିୟଙ୍କା ଗାନ୍ଧୀ

ବେଙ୍ଗାଲୁରୁ,୭।୫: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। କର୍ନାଟକର ମୋଦାବିନ୍ଦ୍ରିରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରିୟଙ୍କା କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଏଠାକୁ ଆସି କର୍ନାଟକ ଆତଙ୍କବାଦ ବିଷୟରେ...

୮୫ % କମିଶନ ଖାଉଥିବା କଂଗ୍ରେସ କର୍ନାଟକର ଯୁବକଙ୍କ ଭବିଷ୍ୟତ କ’ଣ ଗଢିବ: ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୭।୫: ମେ’୧୦ରେ କର୍ନାଟକ ବିଧାନସଭା ନିର୍ବାଚନ। ଏଥିନେଇ ରାଜନୈତିକ ଦଳ ପକ୍ଷରୁ ଜୋରସୋରରେ ପ୍ରଚାର କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରବିବାର ଶିବାମୋଗାରେ ନିର୍ବାଚନୀ ରାଲି କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri