ଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ, ପୋଲିସକୁ ମିଳିଲା ୫-୬ କିଲୋ ଆଇଇଡି

ଜମ୍ମୁ,୭।୫: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ପୋଲିସକୁ ବଡ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଏକ ଜିଲାରେ ୫ କିଲୋଗ୍ରାମ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ(ଆଇଇଡି) ସହ ଜଣେ ଜଣେ ଆତଙ୍କବାଦୀଙ୍କ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଆଇଇଡି ଜବତ କରାଯିବ ପରେ ଏକ...

କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରି ଦିଲ୍ଲୀରେ ବିକ୍ଷୋଭ କରିବେ ହଜାର ହଜାର ଚାଷୀ

ନୂଆଦିଲ୍ଲୀ,୭।୫:ଦେଶର କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଆନ୍ଦୋଳନ ଜାରି ରଖିଛନ୍ତି। ତେବେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନକୁ ସଂଯୁକ୍ତ କିଷାନ ମୋର୍ଚ୍ଚା ସମର୍ଥନ କରିଛି। କୁସ୍ତିଯୋଦ୍ଧାଙ୍କ ସମର୍ଥନରେ...

ବାମପନ୍ଥୀ ଇତିହାସ ବନ୍ଦ କରାଯାଉ: ହେମନ୍ତ ବିଶ୍ୱ ଶର୍ମା

ଦିସପୁର,୭।୫: ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଟିପୁ ସୁଲତାନ ନିର୍ବାଚନୀ ପ୍ରଚାରରେ ବାମପନ୍ଥୀ ଐତିହାସିକଙ୍କୁ ଟାର୍ଗେଟ କରଛନ୍ତି। ଟିପୁ ସୁଲତାନଙ୍କ ମହିମା ପ୍ରଚାର ଭୁଲ କହି ଶର୍ମା କହିଛନ୍ତି ଯେ, ବାମପନ୍ଥୀ ଇତିହାସକୁ ବନ୍ଦ କରାଯାଉ। ନୂଆ ଭାରତକୁ...

‘ସୁପ୍ରିମକୋର୍ଟ କେବଳ ତିଲକ ମାର୍ଗର ନୁହେଁ, ଦେଶର ସର୍ବୋଚ୍ଚ ଅଦାଲତ’, ସିଜେଆଇ

ନୂଆଦିଲ୍ଲୀ,୭।୫: ଦେଶର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ କହିଛନ୍ତି, ଭାରତର ସୁପ୍ରିମକୋର୍ଟ କୌଣସି ତିଲକ ମାର୍ଗର ସୁପ୍ରିମକୋର୍ଟ ନୁହେଁ, ଏହା ସମ୍ପୂର୍ଣ୍ଣ ଦେଶର ସର୍ବୋଚ୍ଚ ନ୍ୟାୟାଳୟ। ଜଷ୍ଟିଶ ଚନ୍ଦ୍ରଚୂଡ ଓଡ଼ିଶାରେ ଏକ କାର୍ଯ୍ୟକ୍ରମରେ ସମ୍ବୋଧନ ଦେବା ସମୟରେ ରାଜ୍ୟରେ ଦକ୍ଷିଣ...

‘ଦୋଷୀ ସାବ୍ୟସ୍ତ ହେଲେ ଫାଶୀରେ ଝୁଲିପଡିବି’, ଡବ୍ଲୁଏଫଆଇ ମୁଖ୍ୟ କହିଲେ- ମୁଁ କ’ଣ ରାବଣ, ପ୍ରମାଣ ଦେଖାନ୍ତୁ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୭।୫: ଡବ୍ଲୁଏଫଆଇର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି କି ତାଙ୍କ ବିରୋଧରେ ଆସିଥିବା ଗୋଟିଏ ବି ଅଭିଯୋଗ ପ୍ରମାଣିତ ହେଲେ ସେ ଫାଶୀରେ ଝୁଲି ପଡିବେ। ସୂଚନାଯୋଗ୍ୟ କିଛିଦିନ ହେବ...

‘ଢୋଲ ବାଜା ସହ ଫୁଲର ବର୍ଷା’… ବେଙ୍ଗାଲୁରୁରେ ମୋଦିଙ୍କ ୧୦ କିଲୋମିଟର ରୋଡ ଶୋ’ ଆରମ୍ଭ

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲଗାଇ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଲଗାତାର ଦ୍ୱିତୀୟ ଦିନ ବେଙ୍ଗାଲୁରୁରେ ମେଗା ରୋଡ ଶୋ’ରେ ବାହାରିଛନ୍ତି। ଏହି ରୋଡ ଶୋ’ ସମୟରେ...

୧୪୧ ଆସନ ଜିତିବ କଂଗ୍ରେସ: ଶିବକୁମାର

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ୧୪୧ ଆସନ ଜିତିବ। ରାଜ୍ୟର ଜନସାଧାରଣ ଆମ ଦଳକୁ କ୍ଷମତାକୁ ଆଣିବେ ବୋଲି ରାଜ୍ୟ କଂଗ୍ରେସ ମୁଖ୍ୟ ଡିି କେ. ଶିବକୁମାର କହିଛନ୍ତି। ଶନିବାର ଏକ ସାକ୍ଷାତକାରରେ ସେ ଏଭଳି ଦୃଢ଼ୋକ୍ତି ପ୍ରକାଶ...

ଭାଜପା ଡବଲ ଇଞ୍ଜିନ ନୁହେଁ , ଟ୍ରବଲ ଇଞ୍ଜିନ ସରକାର: କଂଗ୍ରେସ

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପା ବିରୋଧରେ ଜୋରଦାର ବିଜ୍ଞାପନ ଅଭିଯାନ ଜାରି ରଖିଛି। ଶନିବାର ନିର୍ବାଚନ ଆୟୋଗଙ୍କ ଠାରୁ କଂଗ୍ରେସ ନୋଟିସ ପାଇଥିଲେ ମଧ୍ୟ ପୁଣି ଥରେ ବିଜ୍ଞାପନ ମାଧ୍ୟମରେ ଭାଜପା ଉପରେ ଆକ୍ରମଣ କରିଛି। ରବିବାର...

‘ଉଦ୍ଧବ ଠାକରେ ସାପକୁ କ୍ଷୀର ପିଆଇଲେ’, ଭାଜପା ନେତା କହିଲେଏନସିପିରେ ସାମିଲ ହେବେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୭।୫: ଭାଜପା ବିଧାୟକ ନିତେଶ ରାଣାଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ସେ ଦାବି କରିଛନ୍ତି କି ୧୦ ଜୁନ ପୂର୍ବରୁ ସଞ୍ଜୟ ରାଉତ ଏନସିପିରେ ସାମିଲ ହେବେ। ନୀତେଶ ରାଣେ କହିଛନ୍ତି, ଆଗାମି କିଛି ଦିନ ମଧ୍ୟରେ...

ମଣିପୁରରେ ରାଷ୍ଟ୍ରପତି ଶାସନ ଲଗାଇବାକୁ ଶଶୀ ଥରୁର୍‌ଙ୍କ ଦାବି

ଇମ୍ଫାଲ, ୭।୫: ମଣିପୁରରେ ହିଂସା ଜାରି ରହିଥିବାବେଳେ କଂଗ୍ରେସ ନେତା ଶଶୀ ଥରୁର୍‌ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଦାବି କରିଛନ୍ତି। ଥରୁର୍‌ କହିଛନ୍ତି, ମଣିପୁର ମତଦାତା ଭାଜପାକୁ ଭୋଟ ଦେଇ କ୍ଷମତାକୁ ଫେରାଇ ଆଣିବାର ବର୍ଷେ ନ...

କଂଗ୍ରେସକୁ ନୋଟିସ୍ ଯିବା ପରେ ନିର୍ବାଚନ ଆୟୋଗ ଉପରେ ବର୍ଷିଲେ କପିଲ ସିବଲ

ନୂଆଦିଲ୍ଲୀ,୭।୫: କଂଗ୍ରେସ ଓ ଭାଜପା ମଧ୍ୟରେ ନିର୍ବାଚନୀ ପ୍ରସଙ୍ଗ, ହନୁମାନ ଏବଂ କେରଲା ଷ୍ଟୋରି ଇତ୍ୟାଦି ପ୍ରସଙ୍ଗକୁ ନେଇ ବାକ୍‌ଯୁଦ୍ଧ ଚାଲୁ ରହିଛି। ତେବେ ଏହା ମଧ୍ୟରେ ବରିଷ୍ଠ ଓକିଲ ତଥା ରାଜ୍ୟସଭା ସାଂସଦ କପିଲ ସିବଲ ନିର୍ବାଚନ ଆୟୋଗ...

ମହିଳା ବିମାନଯାତ୍ରୀଙ୍କୁ ବିଛା କାମୁଡ଼ିଲା

ନୂଆଦିଲ୍ଲୀ,୭।୫: ନାଗପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନରେ ଜଣେ ମହିଳା ଯାତ୍ରୀଙ୍କୁ କଙ୍କଡ଼ା ବିଛା କାମୁଡ଼ିଥିଲା। ଗତ ମାସ ୨୩ ତାରିଖରେ ଏହି ବିରଳ ତଥା ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ବିମାନବନ୍ଦରରେ ବିମାନଟି ଅବତରଣ କରିବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri