ଜାତୀୟ

କର୍ନାଟକ ନିର୍ବାଚନ: କଂଗ୍ରେସ ଆଗରେ

ନୂଆଦିଲ୍ଲୀ, ୭।୫: (ଆଇଏଏନ୍‌ଏସ୍‌): କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପକ୍ଷରୁ କରାଯାଇଥିବା ଚୂଡ଼ାନ୍ତ ଜନମତ ସର୍ଭେ ଅନୁଯାୟୀ ଏବେ ବି କଂଗ୍ରେସ ଜିତିବା ସ୍ଥିତିରେ ରହିଛି। ତେବେ ଜୋର୍‌ଦାର ପ୍ରଚାର ଯୋଗୁ ପୂର୍ବରୁ ଭାଜପା ଓ କଂଗ୍ରେସ ମଧ୍ୟରେ...

ଖବର ସଂଗ୍ରହ ବେଳେ ସାକ୍ଷୀ ଜୋଷୀଙ୍କୁ ପୋଲିସ ଆକ୍ରମଣ

ନୂଆଦିଲ୍ଲୀ/ନ୍ୟୁୟର୍କ, ୭।୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଯୌନ ନିର୍ଯାତନା ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଲାଗି ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ ଚଳାଇଛନ୍ତି। ଖବର ସଂଗ୍ରହ କରିବାକୁ ବୁଧବାର...

ପ୍ରଧାନମନ୍ତ୍ରୀ ମଣିପୁର ଆସିବାକୁ ଶର୍ମିଲାଙ୍କ ଅପିଲ୍‌

ଇମ୍ଫାଲ, ୭।୫: ମଣିପୁରରେ ହିଂସା ଜାରି ରହିଥିବାବେଳେ ଶାନ୍ତି ରକ୍ଷା ପାଇଁ ଧର୍ମମତ ନିର୍ବିଶେଷରେ ସବୁ ମହିଳା ଆଗେଇ ଆସିବାକୁ ସିଭିଲ ରାଇଟ୍ସ କର୍ମୀ ଇରୋମ ଶର୍ମିଲା ଚାନୁ ଶନିବାର ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର...

ସେନା ନିୟନ୍ତ୍ରଣରେ ହିଂସାପ୍ରବଣ ଅଞ୍ଚଳ

ଇମ୍ଫାଲ, ୭।୫: ମଣିପୁର ହିଂସାଜନିତ ମୃତ୍ୟୁସଂଖ୍ୟା ୫୪ରେ ପହଞ୍ଚତ୍ଥିବା ସରକାରୀ ଭାବେ କୁହାଯାଇଛି। କିନ୍ତୁ ପ୍ରକୃତ ମୃତ୍ୟୁସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ ବୋଲି ବେସରକାରୀ ସୂତ୍ରରୁ ଜଣାପଡ଼ିଛି। ସୈନ୍ୟବାହିନୀ ହିଂସାପ୍ରବଣ ଅଞ୍ଚଳକୁ ନିଜ ନିୟନ୍ତ୍ରଣକୁ ନେବା ପରେ ଶନିବାର ଇମ୍ଫାଲ...

ଖାର୍ଗେଙ୍କୁ ହତ୍ୟା ପାଇଁ ଭାଜପା ପ୍ରାର୍ଥୀଙ୍କ ଯୋଜନା: କଂଗ୍ରେସ

ବେଙ୍ଗାଲୁରୁ, ୭।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ତାଙ୍କ ସ୍ତ୍ରୀ ଓ ପୂରା ପରିବାରକୁ ହତ୍ୟା କରିବା ପାଇଁ ଜଣେ ଭାଜପା ପ୍ରାର୍ଥୀ ଯୋଜନା କରୁଥିବା ଅଭିଯୋଗ ହୋଇଛି। କର୍ନାଟକରେ କଂଗ୍ରେସ ପ୍ରଭାରୀ ଥିବା ଦଳର ସାଧାରଣ ସମ୍ପାଦକ ରଣଦୀପ୍‌...

ମଣିପୁର ହିଂସା: ମୃତ୍ୟୁ ୫୪କୁ ବୃଦ୍ଧି

ଇମ୍ଫାଲ, ୭।୫: ମଣିପୁର ହିଂସାଜନିତ ମୃତ୍ୟୁସଂଖ୍ୟା ଶନିବାର ସୁଦ୍ଧା ୫୪ରେ ପହଞ୍ଚିଥିବା ସରକାରୀ ଭାବେ କୁହାଯାଇଛି। ରାଜ୍ୟର ହିଂସାପ୍ରବଣ ଅଞ୍ଚଳକୁ ସୈନ୍ୟବାହିନୀ ନିୟନ୍ତ୍ରଣକୁ ନେବା ପରେ ଇମ୍ଫାଲ ଉପତ୍ୟକାରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି। ଦୋକାନ ବଜାର ଖୋଲିବା ସହ ରାସ୍ତାରେ...

ଘୃଣା ବିସ୍ତାର କରୁଥିବା ଲୋକଙ୍କ ବିରୋଧରେ ହୋଇଥିଲା ଭାରତ ଯୋଡୋ ଯାତ୍ରା: ସୋନିଆ…

ବେଙ୍ଗାଲୁରୁ,୬।୫ : କଂଗ୍ରେସ ନେତା ସୋନିଆ ଗାନ୍ଧୀ ଶନିବାର ଶାସକ ଭାରତୀୟ ଜନତା ପାର୍ଟିକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଘୃଣା ବିସ୍ତାର କରୁଥିବା ଲୋକଙ୍କ ବିରୋଧରେ ଭାରତ ଯୋଡୋ ଯାତ୍ରା କରାଯାଇଛି। ଏହାକୁ ନେଇ ଭାଜପା ସରକାର...

ଆଲପାଇନ ଆପର ବ୍ୟବହାର କରୁଛନ୍ତି ଆତଙ୍କବାଦୀ, ଚିନ୍ତାରେ ସୁରକ୍ଷା ଏଜେନ୍ସି…

ଶ୍ରୀନଗର,୬।୫ : ସେନା ବିରୋଧରେ ଆତଙ୍କବାଦୀଙ୍କ ସବୁଠାରୁ ବଡ ଅପରେଶନ ଜମ୍ମୁ-କଶ୍ମୀରର ରାଜୌରୀରେ ଅବସ୍ଥିତ କାଣ୍ଡି ଅଞ୍ଚଳରେ ଚାଲିଛି। କିନ୍ତୁ ଏକ ଗୁପ୍ତ ସୂଚନା ଏବେ ସୁରକ୍ଷା ଏଜେନ୍ସିଙ୍କୁ ମିଳିଛି। ସୁରକ୍ଷା ଏଜେନ୍ସି ଅନୁଯାୟୀ, ରାଜୌରୀ ଏବଂ ପୁଞ୍ଚରେ ସକ୍ରିୟ...

କରପ୍‌ଶନ ରେଟ କାର୍ଡ ନେଇ କଂଗ୍ରେସକୁ ଇସିଙ୍କ ନୋଟିସ, ରବିବାର ସନ୍ଧ୍ୟା ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ…

ବେଙ୍ଗାଲୁରୁ,୬।୫ : କର୍ନାଟକ ବିଧାନସଭା ନିର୍ବାଚନ ମେ ୧୦ରେ ହେବାକୁ ଯାଉଛି। ଏହା ପୂର୍ବରୁ କରପ୍‌ଶନ ରେଟ କାର୍ଡ ନେଇ ନିର୍ବାଚନ କମିଶନ(ଇସି) କଂଗ୍ରେସକୁ ନୋଟିସ ଜାରି କରିଛନ୍ତି। ଏହାର ଜବାବ ରବିବାର ସନ୍ଧ୍ୟା ସୁଦ୍ଧା ଦାଖଲ କରିବାକୁ ଇସି...

କାମ କରିବ ନି ମୋଦି ଫ୍ୟାକ୍ଟର, ୧୪୧ ଆସନ ଜିତିବ କଂଗ୍ରେସ: ଶିବକୁମାରଙ୍କ ଦୃଢ଼ୋକ୍ତି…

ବେଙ୍ଗାଲୁରୁ,୬।୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ୧୪୧ ଆସନ ଜିତିବ। ରାଜ୍ୟର ଜନସାଧାରଣ ଦଳକୁ କ୍ଷମତାକୁ ଆଣିବେ ବୋଲି କଂଗ୍ରେସ ରାଜ୍ୟ ମୁଖ୍ୟ ଡି କେ ଶିବକୁମାର ଶନିବାର ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରସଙ୍ଗରେ ଦଳ ଯାହା...

କଲ୍ୟାଣକାରୀ ଯୋଜନାର ୧ ଟଙ୍କାରୁ ୮୫ ପଇସା ଖାଉଥିବା କଂଗ୍ରେସର କୁକର୍ମ ଯୋଗୁ ଦେଶ ରହିଥିଲା ପଛୁଆ: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୬।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କର୍ନାଟକର ବାଦାମିରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି କର୍ନାଟକକୁ ନମ୍ବର -୧ କରିବା ପାଇଁ ଭାରତୀୟ ଜନତା ପାର୍ଟି ଆପଣଙ୍କ ସମ୍ମୁଖରେ...

କୁସ୍ତି ଯୋଦ୍ଧାଙ୍କ ଧାରଣା ନେଇ ଚୁପ୍‌ କାହିଁକି ପ୍ରଧାନମନ୍ତ୍ରୀ: ସିବଲ…

ନୂଆଦିଲ୍ଲୀ,୬।୫ : ରାଜ୍ୟସଭା ଏମପି କପିଲ ସିବଲ ଶନିବାର ପ୍ରଶ୍ନ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜାତୀୟ ରେଡକ୍ରସ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ଦ୍ୱାରା ଅଣାଯାଇଥିବା ଯୌନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri