ଜାତୀୟ

‘ମୋର ବଜରଙ୍ଗ ବାଲି ବୟାନକୁ ନେଇ… କମ୍ପୁଛି କଂଗ୍ରେସର ପାଦ’: ମୋଦି

ନୂଆଦିଲ୍ଲୀ,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କହିଛନ୍ତି କଂଗ୍ରେସର ପାଦ କମ୍ପୁଛି। ସେ କହିଛନ୍ତି, ମୋର ବଜରଙ୍ଗ ବାଲି ବୟାନକୁ ନେଇ କଂଗ୍ରେସକୁ ସମସ୍ୟା ହୋଇଛି। ନିଜ ଭୋଟ ବ୍ୟାଙ୍କ ପାଇଁ କଂଗ୍ରେସ ଆତଙ୍କବାଦ ସାମ୍ନାରେ ନଇଁ ପଡିଛି। ଭୋଟ...

‘ଭାଜପା କାହିଁକି ଭୟ କରୁଛି…’ଜାତି ଜନଗଣନା ଉପରେ ରୋକ ଲାଗିବା ପରେ ପ୍ରତିକ୍ରିୟା ରଖିଲେ ଆରଜେଡି ସୁପ୍ରିମୋ

ପାଟନା,୫।୫: ବିହାରରେ ଚାଲିଥିବା ଜାତିଭିତ୍ତିକ ଜନଗଣନା ଉପରେ ପାଟନା ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଜାରି କରିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଜୁଲାଇ ୩ରେ ହେବ ବୋଲି କୋର୍ଟ କହିଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବିହାରରେ ରାଜନୀତି ଆରମ୍ଭ ହୋଇଯାଇଛି।...

ଶରଦ ପାଓ୍ବାରଙ୍କ ନିକଟରେ ହିଁ ରହିବ ପାଓ୍ବାର, ଏନସିପି ବୈଠକରେ ଦ୍ୱିତୀୟ ଥର ଅଧ୍ୟକ୍ଷ ହେବାର ପ୍ରସ୍ତାବ ପାସ!

ମୁମ୍ବାଇ,୫।୫: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ର ମୁଖ୍ୟ ଶରଦ ପାଓ୍ବାରଙ୍କ ପକ୍ଷରୁ ପଦରୁ ଇସ୍ତଫା ଦେବା ଘୋଷଣା ପରେ ମୁମ୍ବାଇରେ ଏନସିପି କୋର କମିଟିର ବୈଠକ ଚାଲିଛି। ଏହି ସମୟରେ ଏନସିପି ନେତା ପ୍ରଫୁଲ୍ଲ ପଟେଲ ନୂଆ ଅଧ୍ୟକ୍ଷ ନିର୍ବାଚନ ସମୟରେ...

କର୍ନାଟକ ଯାତ୍ରା ରଦ୍ଦ କଲେ ଶାହା

ନୂଆଦିଲ୍ଲୀ,୫।୫: ମଣିପୁରରେ ଉପୁଜିଥିବା ହିଂସା ପରେ ସେଠାକାର ପରିସ୍ଥିତି ସମ୍ପୂର୍ଣ୍ଣ ବିଗିଡି ଯାଇଛି। ଏହା ଉପରେ ନଜର ରଖିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ତାଙ୍କର କର୍ନାଟକ ଗସ୍ତକୁ ରଦ୍ଦ କରି ଦେଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା...

‘ଯେ କୌଣସି ପରିସ୍ଥିତିରେ ଆତଙ୍କବାଦକୁ ରୋକିବାକୁ ପଡିବ’, ଏସସିଓ ମଞ୍ଚରେ ଚାଇନା-ପାକିସ୍ତାନ ସାମ୍ନାରେ ବାର୍ତ୍ତା ରଖିଲା ଭାରତ

ପଣଜି,୫।୫: ଗୋଆରେ ଏସସିଓ ବର୍ହିବ୍ୟାପରା ମନ୍ତ୍ରୀଙ୍କ ବୈଠକ ଆରମ୍ଭ ହୋଇଛି। ଏହି ଦୁଇ ଦିବସୀୟ ବୈଠକରେ ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକ ଏମିତି ସମୟରେ ଆୟୋଜନ କରାଯାଇଛି ଯେତେବେଳେ ୟୁକ୍ରେନ ଯୁଦ୍ଧକୁ ନେଇ ପଶ୍ଚିମ...

ପୂର୍ବତନ ବାଚସ୍ପତି ଚରଣଜିତ୍‌ ସିଂ ଅଟୱାଲ ଭାଜପାରେ ସାମିଲ

ଚଣ୍ଡିଗଡ,୫।୫: ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ତଥା ପଞ୍ଜାବ ବିଧାନସଭାର ପୂର୍ବତନ ବାଚସ୍ପତି ଚରଣଜିତ ସିଂ ଅଟୱାଲ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ତାଙ୍କୁ ବିଧିବଦ୍ଧ ଭାବେ ଶୁକ୍ରବାର ଦଳରେ ସାମିଲ କରାଇଛନ୍ତି।...

ମେ’ ୮ ଯାଏ କେଦାରନାଥ ଯାତ୍ରା ପାଇଁ ପଞ୍ଜୀକରଣ ସ୍ଥଗିତ

ଡେରାଡୁନ, ୫।୫: କେଦାରନାଥ ଧାମ ଯାତ୍ରା ପାଇଁ ପଞ୍ଜୀକରଣ ଆସନ୍ତା ମେ’ ୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ କେଦାରଘାଟିରେ ଖରାପ ପାଗ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ...

ସେନାଙ୍କୁ ବଡ ସଫଳତା, ରାଜୌରିରେ ୨ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେଶନ ଜାରି

ରାଜୌରି,୫।୫: ଜମ୍ମୁ-କଶ୍ମୀରରେ ଲଗାତର ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅଭିଯାନ ଜାରି ରହିଛି। ଶୁବ୍ରକାର ପୁଣିଥରେ ସୁରକ୍ଷାବଳଙ୍କ ଗୁଳିରେ ଟଳି ପଡିଛନ୍ତି ୨ ଆତଙ୍କବାଦୀ। ଜମ୍ମୁ-କଶ୍ମୀରର ରାଜୌରିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ମୁହାଁମୁହିଁ ମଧ୍ୟରେ ୨ ଆତଙ୍କବାଦୀ ନିହତ...

ବିଲାୱାଲ ଭୁଟ୍ଟୋଙ୍କ ସହ ହାତ ମିଳାଇଲେ ନାହିଁ ଜୟଶଙ୍କର

ନୂଆଦିଲ୍ଲୀ,୫।୫: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ବିଲାୱାଲ ଭୁଟ୍ଟୋଙ୍କ ସହ ହାତ ମିଳାଇନାହାଁନ୍ତି। ବୈଠକରେ ଜୟଶଙ୍କର ଦେଶର ସମସ୍ତ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଏହି ସମୟରେ...

କିଙ୍ଗ ଚାଲର୍ସ ତୃତୀୟଙ୍କ ରାଜ୍ୟାଭିଷେକରେ ସାମିଲ ହେବେ ଉପରାଷ୍ଟ୍ରପତି ଜଗଦୀପ ଧନଖର

ନୂଆଦିଲ୍ଲୀ/ଲଣ୍ଡନ,୫।୫: ଭାରତ ସରକାରଙ୍କ ପକ୍ଷରୁ ଉପରାଷ୍ଟ୍ରପତି ଜଗଦୀପ ଧନଖର ଶୁକ୍ରବାର ବ୍ରିଟେନର ରାଜା ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକରେ ଯୋଗ ଦେବେ। କିଙ୍ଗ ଚାଲର୍ସ ତୃତୀୟଙ୍କର ଲଣ୍ଡନରେ ୬ ମେ’ ଶନିବାରରେ ରାଜ୍ୟାଭିଷେକ ହେବ। ତେବେ ରାଜ୍ୟାଭିଷେକ ସମାରୋହରେ ରାଜ୍ୟ ଓ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ମୃତ, ୧୦ ଆହତ

ଲକ୍ଷ୍ନୌ,୫।୫: ଲକ୍ଷ୍ନୌ କେସରଗଞ୍ଜ ସହରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଏକ ଅଟୋ ସହିତ ଡମ୍ପର ଧକ୍କା ହୋଇଛି। ଏଥିରେ ଅଟୋରେ ଥିବା ୫ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ...

ଯଦି କର୍ନାଟକ ବିଧାନସଭା ନିର୍ବାଚନରୁ ଭାଜପାର ପତନ ଆରମ୍ଭ ହୁଏ, ତେବେ ଖୁସି ହେବି: ମମତା

କୋଲକାତା,୫।୫: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦକ୍ଷିଣ ରାଜ୍ୟରେ ମେ’ ୧୦ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଯଦି ଭାଜପାର ପତନ ଆରମ୍ଭ ହୁଏ, ତେବେ ମୁଁ ଖୁସି ହେବି। ରାଜ୍ୟରେ ଜନସମ୍ପର୍କ ଅଭିଯାନକୁ ସମ୍ବୋଧିତ କରି ଏଭଳି କହିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri